Browsing Category

ଗଞ୍ଜାମ

ଭସାପୋଲରେ ଭାରୀଯାନ ପାଇଁ କଟକଣା

ବ୍ରହ୍ମଗିରି : ବାରମ୍ବାର ଭସାପୋଲ ଯାତ୍ରୀଙ୍କ ସହିତ ମଝି ଚିଲିକାରେ ଅଟକି ରହୁଛି। ଏହି କାରଣରୁ ଘଣ୍ଟା ଘଣ୍ଟା ଧରି ଯାତ୍ରୀ ମଝି ଚିଲିକାରେ ନାକେଦମ ହେଉଛନ୍ତି। ଭସାପୋଲରେ ଲାଗିଥିବା ଦୁଇଟି ଇଞ୍ଜିନ୍‌ ମଧ୍ୟରୁ ଗୋଟିଏ ଠିକଣା ଭାବରେ କାମ କରୁନି। ତେଣୁ ଗୋଟିଏ ଇଞ୍ଜିନରେ ଭସାପୋଲ ଯାତ୍ରୀ…

ପିକଅପ ଭ୍ୟାନ୍ ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ, ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଳାଉଥିଲେ ଡ୍ରାଇଭର୍

ଵ୍ରହ୍ମପୁର: ହରିଡାଖଣ୍ଡି ପେଟ୍ରୋଲ ପମ୍ପ ଛକରେ ପିକଅପ ଭ୍ୟାନ୍ ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ନିଶାସକ୍ତ ଅବସ୍ଥାରେ ପିକଅପ୍ ଭ୍ୟାନ୍ ଚାଳକ ଗାଡ଼ି ଚଳାଉଥିବା ବେଳେ  ସ୍କୁଟି ଚାଳକଙ୍କୁ ଧକ୍କା ଦେଇଥିଲା।  ଏହି ବେପରୁଆ ଗାଡ଼ି ଚାଳନା ନେଇଯାଇଥିଲା ସ୍କୁଟି…

ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: ଆକାଶ ପାଠକଙ୍କ ବିଏମଡବ୍ଲୁକୁ ଜବତ କଲା ଇଡି

ଭୁବନେଶ୍ବର: ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ଓ କଳାଧନର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆକାଶ ପାଠକଙ୍କ ବିଏମଡବ୍ଲୁ ଗାଡ଼ିକୁ ଜବତ କରିଛି। ଏହି ଗାଡ଼ିକୁ ୨୦୨୦ ଅକ୍ଟୋବର ୫ ତାରିଖରେ କିଣା ଯାଇଥିଲା। ଏହି ଗାଡ଼ିର ଗଞ୍ଜାମ ଆରଟିଓ ରେଜିଷ୍ଟ୍ରେସନ ରହିଛି। ଏ ନେଇ ପୂର୍ବରୁ…

ତପ୍ତପାଣି ଘାଟିରେ ବସ୍ ବ୍ରେକଫେଲ୍‌, ୧୦ ଆହତ

ପାଟପୁର: ଗଞ୍ଜ‌ାମ ଜିଲ୍ଲା ପାଟପୁର ଥାନା ଅଧୀନ ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ‘ମହାଲକ୍ଷ୍ମୀ’ ନାମକ ଘରୋଇ ବସ୍‌ଟି ଗଜପତି ଜିଲ୍ଲା ଅଡ଼ବାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ତପ୍ତପାଣି ଘାଟି ତଳକୁ ଖସୁଥିବା ସମୟରେ…

କୋର୍ଟ ଭିତରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: କାରଣ ଅସ୍ପଷ୍ଟ

ବ୍ରହ୍ମପୁର: ବ୍ରହ୍ମପୁର ଏସଡିଜେଏମ କୋର୍ଟ ଭିତରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାଯାଇଛି। ଆଜି ଜଣେ ମହିଳା ହଠାତ କୋର୍ଟକୁ ଆସି ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ। କୋର୍ଟରେ ଥିବା ପୁଲିସ କର୍ମଚାରୀ ମହିଳାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ଉଦ୍ଧାର…

ଜଗନ୍ନାଥ ପ୍ରସାଦରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ଜଣଙ୍କ ପ୍ରାଣହାନି

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ବ୍ଲକ ଅନ୍ତର୍ଗତ କୋକୋଳଵା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ପ୍ରାଣହାନି ଘଟିଛି। ସୂଚନା ଅନୁଯାୟୀ ମୃତକ ଟ୍ରକର ଡ୍ରାଇଭର୍ ଓ ହେଲପର୍। ମିଳିଥିବା ସୂଚନା ଅନୁଯାୟୀ, ଜଗନ୍ନାଥ ପ୍ରସାଦ ବ୍ଲକ ଅନ୍ତର୍ଗତ କୋକୋଳଵା…

ଦକ୍ଷିଣ, ଉତ୍ତର ଘୁମୁସର ବନଖଣ୍ଡରେ ଗଜରାଜଙ୍କ ଜୀବନ ବିପଦରେ

ବୁଗୁଡ଼ା : ଗଞ୍ଜାମ ଜିଲ୍ଲାର ବୃହତ୍ ବନଖଣ୍ଡ ଦକ୍ଷିଣ ଓ ଉତ୍ତର ଘୁମୁସର ବନଖଣ୍ଡରେ ଗଜରାଜଙ୍କ ଜୀବନ ବିପଦରେ। ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ବନାଞ୍ଚଳର ପାଙ୍ଗିଡ଼ି ପଞ୍ଚାୟତ ବେଲପଡ଼ା ଗ୍ରାମ ନିକଟରେ ଶିକାରୀର ବିଦ୍ୟୁତ୍ ଫାଶରେ ପଡ଼ି ଏକ ଛୁଆ ଅଣ୍ଡିରାହାତୀର ମୃତ୍ୟୁ ହୋଇଛି। ତାର ଶୁଣ୍ଢର…

ଅବାଞ୍ଛିତ ଗର୍ଭଧାରଣ, ଅସୁରକ୍ଷିତ ଶିଶୁ: ସରକାରୀ ଯୋଜନା ଦିଶାହୀନ, ଶିଶୁ ବିକ୍ରି ପାଇଁ ବାଟ ଖୋଲା

ବ୍ରହ୍ମପୁର : ଗତ ବର୍ଷକ ଭିତରେ ଏମିତି ୧୦ଟି ଘଟଣା ଘଟିଲା। କେଉଁଠି ଜନ୍ମକଲା ମା’ ଶିଶୁକୁ ପରିତ୍ୟକ୍ତ ଅବସ୍ଥାରେ ଛାଡ଼ି ଦେଲାଣି, ତ କେଉଁଠି ଶିଶୁ ଚୋରି ବା ନିଖୋଜ ହେବା ପରେ ଅନ୍ୟ ସ୍ଥାନରୁ, ଅଜ୍ଞାତ ବ୍ୟକ୍ତିଙ୍କ ହେପାଜତରୁ ଉଦ୍ଧାର କରାଯାଉଛି। ଅବାଞ୍ଛିତ ଗର୍ଭଧାରଣ ଏହି ସବୁ ସରକାରୀ…

ସ୍ବାମୀର ଗୁଳିମାଡ଼ରେ ସ୍ତ୍ରୀ ଗୁରୁତର

ଧରାକୋଟ: ଘରୋଇ କଳହକୁ ନେଇ ଗୁଳିମାଡ଼ ହୋଇଛି। ସ୍ବାମୀର ଗୁଳିମାଡ଼ରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଗଂଜାମ ଜିଲ୍ଲା ଧରାକୋଟ ବ୍ଲକ ବଡଗଡ ଥାନା ଅନ୍ତର୍ଗତ ରୁଗୁମୁ ପଞ୍ଚାୟତର ରାଶିବାଡ଼ି ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ଗୁଳିମାଡ଼ର ଶିକାର ହୋଇଛନ୍ତି ଶୈଳନ୍ଦ୍ରୀ ପାତ୍ର। ଅଭିଯୁକ୍ତ…

ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର । ଗୋଟିଏ ସିଲିଣ୍ଡରରୁ ତିନି ଶିଶୁଙ୍କୁ ଅକ୍ସିଜେନ୍ ।

ଏମକେସିଜିରୁ ଆସିଲା ସ୍ୱାସ୍ଥ୍ୟସେବାର ବିଚିତ୍ର ଦୃଶ୍ୟ । ହୃଦ୍ରୋଗ ଚିକିତ୍ସା ପାଇଁ ତିନିଟି ଶିଶୁଙ୍କୁ ଗୋଟିଏ ସିଲିଣ୍ଡରରୁ ଦିଆଯାଉଛି ଅକ୍ସିଜେନ୍ । ଶିଶୁଙ୍କ ଚିକିତ୍ସା ପାଇଁ ଗୋଟିଏ ବିଭାଗରୁ ଅନ୍ୟ ବିଭାଗକୁ ନେବା ସମୟରେ ଏଭଳି ବିକଳ ଚିତ୍ର ଦେଖିବାକୁ ମିଳିଛି । ତେବେ ତିନି ଶିଶୁଙ୍କୁ…