Sign in
Sign in
Recover your password.
A password will be e-mailed to you.
Browsing Category
ଯାଜପୁର
କଳିଙ୍ଗ ନଗର ସ୍ପୋର୍ଟସ କମ୍ପ୍ଲେକ୍ସ ଏବଂ ଶିଶୁ ଯତ୍ନ ପ୍ରତିଷ୍ଠାନର ଶିଳାନ୍ୟାସ
ଯାଜପୁର: ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଯଖପୁରା ଠାରେ ଅତ୍ୟାଧୁନିକ କଳିଙ୍ଗ ନଗର ସ୍ପୋର୍ଟସ କମ୍ପ୍ଲେକ୍ସ ଓ ଶିଶୁ ଯତ୍ନ ପ୍ରତିଷ୍ଠାନର ଶିଳାନ୍ୟାସ କରିଛନ୍ତି ସୁକିନ୍ଦା ବିଧାୟକ ତଥା ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ। ସେ କହିଛନ୍ତି ଏହି…
କଳିଙ୍ଗ ନଗର ଶିଳ୍ପାଞ୍ଚଳରେ ୧୭ ଜଣଙ୍କୁ ମିଳିଲା ନୂତନ ନିଯୁକ୍ତି
ଯାଜପୁର: ଯାଜପୁର ଜିଲା କଳିଙ୍ଗ ନଗର ଶିଳ୍ପାଞ୍ଚଳରେ ସ୍ଥାନୀୟ ନିଯୁକ୍ତିକୁ ଅଗ୍ରାଧିକାର ନେଇ ବିଭିନ୍ନ ସମୟରେ ଦାବି ହୋଇଥିଲା। କଳିଙ୍ଗନଗର ସ୍ଥିତ ଘରୋଇ କମ୍ପାନୀ ଜିନ୍ଦଲରେ ଦାନଗଦୀ-ସୁକିନ୍ଦାର ୧୭ ଜଣ ଯୁବକ ଯୁବତୀଙ୍କୁ ନିଯୁକ୍ତି ମିଳିଛି। ଏହାକୁ ଗୁରୁତ୍ୱ ଦେଇ ସ୍ଥାନୀୟ ବିଧାୟକ ତଥା…
ଯୁବ ଇଂଜିନିୟରଙ୍କୁ ହତ୍ୟା ଅଭିଯୋଗ, ପୁଲିସର ତଦନ୍ତ ଆରମ୍ଭ
ଯାଜପୁର: ଯାଜପୁର ଜିଲ୍ଲା ଦଶରଥପୁର ଥାନା ମଲ୍ଲିକାପୁର ପଂଚାୟତ ମହାନ୍ତିପାଟଣା ଗ୍ରାମର ସବ୍ୟସାଚୀ ନାୟକ (୨୫)ଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ତାଙ୍କ ମୁହଁ ଓ ଫାଟିରୁ ରକ୍ତ ବାହାରୁଛି। କାଣୀ ନଦୀବନ୍ଧ ବାଉଁଶବାଡ଼ି ଠାରେ ତାଙ୍କର ମୃତଦେହ ପଡ଼ିରହିଥିବା ଦେଖିବାକୁ ମିଳିଛି। ସେ…
ଚଣ୍ଡିଖୋଲ ହାଇସ୍କୁଲରେ ଗଳ୍ପକଥନ ପ୍ରତିଯୋଗିତା
ଚଣ୍ଡିଖୋଲ: ଗତ 18.08.2023 ତାରିଖରେ ଭୁବନେଶ୍ୱରସ୍ଥ ଓଡିଶା ଷ୍ଟୋରୀଟେଲିଙ୍ଗ ସୋସାଇଟି ଓ ଚଣ୍ଡିଖୋଲ ସରକାରୀ ଉଚ୍ଚ ବିଦ୍ୟାଳୟର ମିଳିତ ସହଯୋଗରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଏକ ଗଳ୍ପକଥନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଏଥିପାଇଁ ଅନୁଷ୍ଠିତ କାର୍ଯ୍ୟକ୍ରମରେ…
ବଢ଼ୁଛି ବୈତରଣୀ : ବିପଦରେ ୯ ପଞ୍ଚାୟତ
ଦଶରଥପୁର: ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ ବୈତରଣୀ ଫୁଲିବାରେ ଲାଗିଛି। ଆଖୁଆପଦାଠାରେ ବୈତରଣୀର ବିପଦସଂକେତ ୧୭.୮୩ ମିଟର ଥିବା ବେଳେ ରାତି ୮ଟା ସୁଦ୍ଧା ଏଠାରେ ଜଳସ୍ତର ୧୭.୭୯ ମିଟର ରହିଛି। ଉପରମୁଣ୍ଡ କେନ୍ଦୁଝର ଜିଲ୍ଲାରେ ବର୍ଷା ପରିମାଣ କିଛିଟା କମିଛି। ତଥାପି ରାତିରେ ବୈତରଣୀ…
୧୦୦ ଫୁଟ୍ ଧସିଲା ବୈତରଣୀ ନଦୀବନ୍ଧ
ଦଶରଥପୁର: ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ୍ କମାରଡ଼ିହ ପଞ୍ଚାୟତ ବଳରାମପୁର ଠାରେ ବୈତରଣୀ ନଦୀବନ୍ଧ ପ୍ରାୟ ୧୦୦ ଫୁଟରୁ ଅଧିକ ଲମ୍ବର ଧସି ନଦୀ ଗର୍ଭରେ ଲୀନ ହୋଇଛି। ବନ୍ଧର ୭୫ ଭାଗ ଧସି ନଦୀରେ ଲୀନ ହୋଇଯାଇଛି। ଏହାଫଳରେ ଆଖପାଖ ଅଂଚଳର ୩ଟି ପଂଚାୟତର ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ…
ଟ୍ରକ ଦୁର୍ଘଟଣାରେ ବାଇକ ଚାଳକ ମୃତ, ଜଣେ ଗୁରୁତର
ଯାଜପୁର: ଯାଜପୁର ବଡଚଣା ଥାନା ଅନ୍ତର୍ଗତ ଚଣ୍ଡିଖୋଲ ଟ୍ରାଫିକ ଛକ ଉପରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ତେବେ ଟ୍ରାଫିକ ନିୟମ ନମାନି ଏକ ଟ୍ରକ ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେଇଛି। ଫଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ପଛରେ ବସିଥିବା ବ୍ୟକ୍ତି ଗୁରୁତର ଆହତ ହୋଇ କଟକ…
ପନିକିରେ ହାଣି ମହିଳାଙ୍କୁ ହତ୍ୟା
ଯାଜପୁର: ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଦତ୍ତପୁର ପଂଚାୟତ ହେମନ୍ତପୁର ଗ୍ରାମର ରନଥା ଜେନାଙ୍କ ସ୍ତ୍ରୀ ରେଣୁକା ଜେନା (୫୦)ଙ୍କୁ ପନିକିରେ ହାଣି ହତ୍ୟା କରାଯାଇଛି। ତେବେ ହତ୍ୟାର କାରଣ ସ୍ପଷ୍ଟ ହୋଇନାହିଁ। କିନ୍ତୁ ବୁଧବାର ସକାଳୁ ବୈତରଣୀ ନଦୀପଠାକୁ କେତେକ ଲୋକ ଗାଧୋଇ ଯାଇଥିଲେ।…
ବନ୍ଦ କାରଖାନାରେ ରେଲୱେ ସାଇଡିଂକୁ ଭଡ଼ା; ମେସ୍କୋ କର୍ମଚାରୀ, ଶ୍ରମିକଙ୍କ ଅସନ୍ତୋଷ ବଢ଼ୁଛି
ଯାଜପୁର : କେନ୍ଦୁଝର ରୋଇଡ଼ା ଖଣିରୁ ବେଆଇନ୍ ଭାବେ ମାତ୍ରାଧିକ ଖନନ ପାଇଁ ପ୍ରାୟ ୯୫୦ କୋଟି ଟଙ୍କା ଜରିମାନା ନଦେବାରୁ ମୋସ୍କୋ କମ୍ପାନି ଚାଲିବା ପାଇଁ ଅନୁମତି (ସିଟିଓ) ମିଳିଲାନାହିଁ। ମାତ୍ର, କମ୍ପାନିର ବେଆଇନ୍ କାରବାର ପାଇଁ ଶହଶହ ପରିବାର ଏବେ ହିନସ୍ତା ହେଉଛନ୍ତି। କଳିଙ୍ଗନଗରସ୍ଥିତ…
ବିରଜା ମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ; ମା’ଙ୍କର ହେଲା ମହାସାନ, ଦର୍ଶନ ପାଇବାରୁ ଶ୍ରଦ୍ଧାଳୁ ବଞ୍ଚିତ
ଯାଜପୁର: ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିରରେ ଜଣେ ଅଣହିନ୍ଦୁ ପ୍ରବେଶ କରିଛନ୍ତି। ଏହାକୁ ନେଇ ବିରଜାବାହିନୀ ପକ୍ଷରୁ ଯାଜପୁର ଥାନାରେ ଅଭିଯୋଗ ହୋଇଛି। ଅଣହିନ୍ଦୁଙ୍କ ପ୍ରବେଶ ଯୋଗୁଁ ମନ୍ଦିରରେ ଶୋଧନ କାର୍ଯ୍ୟ ହୋଇଛି। ତେଣୁ ଦୂରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁ…