Sign in
Sign in
Recover your password.
A password will be e-mailed to you.
Browsing Category
କଳାହାଣ୍ଡି
କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନୂତନ କାର୍ଯ୍ୟାଳୟ ଉଦଘାଟିତ
କଳାହାଣ୍ଡି: କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନୂତନ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀ ଯୋଗ ଦେଇଥିବାବେଳେ ବିଶିଷ୍ଟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ପୂର୍ବତନ ମନ୍ତ୍ରୀ…
ଦଶ ଦଫା ଦାବିରେ ଆଶା କର୍ମୀଙ୍କ ବିକ୍ଷୋଭ ପ୍ରଦର୍ଶନ
ଭବାନୀପାଟଣା : ଦଶ ଦଫା ଦାବିରେ ଆଜି ବିଜୁ ଶ୍ରମିକ ସାମୁଖ୍ୟ ଅନୁବନ୍ଧିତ ଆଶାକର୍ମୀ ସଂଘ ସଦସ୍ୟ ମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଆଶାକର୍ମୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା ସହିତ ସମାନ କାମକୁ ସମାନ ଦରମା, ମାସିକ ୧୮ ହଜାର, ଅବସର ବୟସ ସୀମା ୬୫କୁ…
ସମ୍ବିଧାନ ଦିବସରେ ଆଇନ ସଚେତନତା ଶିବିର
ନବରଙ୍ଗପୁର: ସ୍ଥାନୀୟ ଜିଲା ଅଦାଲତ ପରିସରରେ ଜିଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ସମ୍ବିଧାନ ଦିବସ ଅବସରରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲା ଆଇନ ସେବା ପ୍ରାଧିକକରଣର ଅଧ୍ୟକ୍ଷ ତଥା ଜିଲା ଓ ଦୌରାବିଚାରପତି ସଂଜୀବ ଦୁବେଙ୍କ…
ସେଁପୁର ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ କ୍ରୀଡା ଅନୁଷ୍ଠିତ
ଭବାନୀପାଟଣା: ବୋର୍ଡ଼ା ୨୫|୧୧ : ଭବାନୀପାଟଣା ବ୍ଲକ ଅନ୍ତର୍ଗତ ସେଁପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶିକ୍ଷାବର୍ଷ ୨୦୨୩-୨୪ ର ବିଦ୍ୟାଳୟ ସ୍ତରୀୟ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ପରିଚାଳନା ସମିତିର ସଭାପତି ମକରଧ୍ଵଜ ସାହୁଙ୍କ ଅଧ୍ୟକ୍ଷତାରେ ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି…
‘ଲାଞ୍ଜିଗଡ଼ ବେଦାନ୍ତ ଗ୍ରାମୀଣ ଓଡ଼ିଶାରେ କର୍କଟ ପ୍ରତିକାର ତଥା ହ୍ରାସ ଉପରେ ସଚେତନତା ସୃଷ୍ଟି କରିଛି’
ଲାଞ୍ଜିଗଡ଼: ଭାରତର ଅଗ୍ରଣୀ ମେଟାଲର୍ଜିକାଲ ଗ୍ରେଡ ଆଲୁମିନା ଉତ୍ପାଦନକାରୀ ବେଦାନ୍ତ ଲିମିଟେଡ ଲାଞ୍ଜିିଗଡ଼ ପକ୍ଷରୁ ଲାଞ୍ଜିଗଡ଼ରେ ତିନିଦିନିଆ କର୍କଟ ଯାଞ୍ଚ ଶିବର ଆୟୋଜିତ ହୋଇଯାଇଛି । ଜାତୀୟ କର୍କଟ ସଚେତନତା ଦିବସ ଅବସରରେ ଏହି ଅଭିଯାନ ଆରମ୍ଭ କରାଯାଇ ଲୋକମାନଙ୍କୁ ଏହି ରୋଗ ସଂପର୍କରେ ସଚେତନ…
ଭବାନୀପାଟଣା ସମେତ କଳାହାଣ୍ଡି ଗଡ଼ଜାତ ଅଞ୍ଚଳରେ ନୂଆଁଖାଇ ପାଳିତ
ଭବାନୀପାଟଣା: ମାଣିକେଶ୍ଵରୀଙ୍କ ପୀଠ ସ୍ଥଳୀ ଭବାନୀପାଟଣା ସହରରେ ରବିବାର ଲୋକେ ନୂଆଁ ଖାଉଛନ୍ତି । ସେଥିପାଇଁ ଆଜି ସକାଳୁ ସ୍ଥାନୀୟ ମା’ ମାଣିକେଶ୍ଵରୀ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିଲା। ପୂର୍ବ ସ୍ଥିରୀକୃତ ଲଗ୍ନ ଅନୁଯାୟୀ, ସକାଳ ୬ ଟା ୩୦ ମିନିଟରୁ ୮ ଟା ୫୦ ମିନିଟ ମଧ୍ୟରେ ମା’ଙ୍କ…
ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ସିଇଓ
ଲାଞ୍ଜିଗଡ଼: ଆଜି ଦିନିକିଆ ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପଶ୍ଚିମ ଓଡ଼ିଶା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଅଜିତ କୁମାର ମିଶ୍ର। ଆଜି ଶ୍ରୀ ମିଶ୍ର ପ୍ରଥମେ ବ୍ଲକ ମୁଖ୍ୟାଳୟ ବିଶ୍ବନାଥପୁରରେ ପହଞ୍ଚିବା ପରେ ଫାଇଭ୍ ଟି ଯୋଜନା ତଥା…
ବିଶ୍ବକର୍ମା ପୂଜା ପାଇଁ ଗାଡ଼ି ଧୋଇବାକୁ ଯାଇଥିଲେ; କେନାଲରେ ବୁଡ଼ି ଜଣେ ମୃତ, ୨ ଗୁରୁତର
ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ବିଶ୍ବକର୍ମା ପୂଜା ପାଇଁ ଗାଡ଼ି ଧୋଇବାକୁ ଯାଇଥିବା ବେଳେ କେନାଲରେ ବୁଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଧର୍ମଗଡ଼ର ହରମନ ନାଏକ (୧୫ବର୍ଷ)। ପ୍ରକାଶ ଯେ,…
ଉତ୍କେଲାରୁ ଆଜି ଉଡ଼ିବ ବିମାନ
କେସିଙ୍ଗା/ଉତ୍କେଲା: କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଉତ୍କେଲା ବିମାନ ବନ୍ଦରରୁ ଗୁରୁବାର ବିମାନ ଉଡ଼ିବ । ପ୍ରଥମେ ଉତ୍କେଲାରୁ ଭୁବନେଶ୍ୱର ଏବଂ ଭୁବନେଶ୍ୱରରୁ ଉତ୍କେଲାକୁ ୯ ସିଟ୍ ବିଶିଷ୍ଟ ଯାତ୍ରୀବାହୀ ବିମାନ ଚଳାଚଳ କରିବ ବୋଲି ସୂଚନା ଦିଆଯାଇଛି। କେନ୍ଦ୍ର ବେସାମରିକ ବିମାନ ଚଳାଚଳ…
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସେଁପୁରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା
ଭବାନୀପାଟଣା : ଭବାନୀପାଟଣା ବ୍ଲକ ଅନ୍ତର୍ଗତ ସେଁପୁର ସରସ୍ବତୀଶିଶୁ ବିଦ୍ୟାମନ୍ଦିର ପରିସରରେ ବୁଧବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ହୋଇଛି । ଏଥିରେ ବିଜ୍ଞାନରେ ୬୨ ଓ ଗଣିତରେ ୪୭ ଟି ପ୍ରକଳ୍ପ ଆସିଥିଲା । ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଟିକଦେବ ସାହୁଙ୍କ…