Sign in
Sign in
Recover your password.
A password will be e-mailed to you.
Browsing Category
କନ୍ଧମାଳ
କନ୍ଧମାଳରେ ୫ଦିନ ହେଲା ଜଙ୍ଗଲ ଜଳୁଛି
କନ୍ଧମାଳ : କନ୍ଧମାଳ ଜିଲାରେ ଗତ ୫ଦିନ ହେଲା ଜଙ୍ଗଲ ଜଳୁଛି। ନିଆଁ ଆୟତ୍ତକୁ ଆସୁନାହିଁ। ବନ ବିଭାଗ କର୍ମଚାରୀ ନିଆଁ ଲିଭାଇବା କାର୍ଯ୍ୟରେ ଲାଗିଛନ୍ତି।ଭାରତ ବନ ବିଭାଗ ୱେବସାଇଟ୍ ଜଙ୍ଗଲରେ ନିଆଁ ଲାଗିଥିବା ସ୍ପଷ୍ଟ କରିଛି। କନ୍ଧମାଳ ଜିଲାର ଘୁମୁସର ଉଦୟଗିରିର ଜଙ୍ଗଲ ଜଳି ଯାଇଛି। ନିଆଁର…
ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ ୧୦ ମାଓବାଦୀ
ଫୁଲବାଣୀ : ୧୧।୩ - ରାଜ୍ୟରେ ମାଓବାଦୀଙ୍କ ଦବଦବା କମିବାରେ ଲାଗିଛି । ମାଓ ସଂଗଠନ ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ଆଜି କନ୍ଧମାଳ ଜିଲ୍ଲା ପୁଲିସ ରିଜର୍ଭ ପଡ଼ିଆଠାରେ ୧୦ ଜଣ ହାର୍ଡକୋର ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଏହି ଆତ୍ମସମର୍ପଣକାରୀଙ୍କ ମଧ୍ୟରେ…
ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ ୧୦ ମାଓବାଦୀ
ଫୁଲବାଣୀ : ୧୧।୩ - ରାଜ୍ୟରେ ମାଓବାଦୀଙ୍କ ଦବଦବା କମିବାରେ ଲାଗିଛି । ମାଓ ସଂଗଠନ ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ଆଜି କନ୍ଧମାଳ ଜିଲ୍ଲା ପୁଲିସ ରିଜର୍ଭ ପଡ଼ିଆଠାରେ ୧୦ ଜଣ ହାର୍ଡକୋର ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଏହି ଆତ୍ମସମର୍ପଣକାରୀଙ୍କ ମଧ୍ୟରେ…
କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ
ଭୁବନେଶ୍ଵର : କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନରେ ବଡ଼ ସଫଳତା ମିଳିଛି। ରାଇକିଆ କରଡ଼ା ନିକଟ ନିତିବାଡ଼ି ଜଙ୍ଗଲରେ ଗୁଇନ୍ଦା ସୂଚନା ଆଧାରରେ ଏସଓଜି ଯବାନମାନେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏନକାଉଣ୍ଟରରେ ଜଣେ ପୁରୁଷ ଓ ଜଣେ ମହିଳା ମାଓବାଦୀ ନିହତ ହୋଇଥିବା ବେଳେ ଅନ୍ୟ କିଛି…
ଫୁଲବାଣୀରେ ପ୍ରଥମ ତୁଷାରପାତ
ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି। ଦିନକୁ ଦିନ ପାରଦ ଖସୁଛି ଶୀତର ପ୍ରକୋପ ବଢୁଛି। ଯାହାକୁ ନେଇ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ଫୁଲବାଣୀର ସାର୍ତ୍ତାଗୁଡା ଗାଁରେ ପ୍ରଥମ ତୁଷାରପାତ ଦେଖିବାକୁ ମିଳିଛି। ପ୍ରବଳ ଥଣ୍ଡା ସାଙ୍ଗକୁ ଜାଡ଼ ସ୍ଥାନୀୟ…
ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ: ପେନସନ୍ ସ୍କିମରୁ ୨୦ ଲକ୍ଷ ଟଙ୍କା ହଡପ ଅଭିଯୋଗ
କନ୍ଧମାଳ: ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ । ନ୍ୟାସନାଲ ପେନସନ୍ ସ୍କିମ୍ ଟଙ୍କା ହଡପ ଅଭିଯୋଗରେ ବିଇଓ ରସାନନ୍ଦ କରଙ୍କୁ ଭିଜିଲାନ୍ସ ଉଠାଇ ନେଇଛି। ସେ ପାଖାପାଖି ୨୦ ଲକ୍ଷ ଟଙ୍କା ହେରଫେର କରି ସେୟାର ମାର୍କେଟରେ ନିବେଶ କରିଥିବା ଅଭିଯୋଗ ହୋଇଛି। ବ୍ରହ୍ମପୁର ଓ ଫୁଲବାଣୀ ଭିଜିଲାନ୍ସ…
ପୁଲୱାମା ସହିଦ ସ୍ମୃତିରେ ରକ୍ତଦାନ ଶିବିର,୧୫୧ ୟୁନିଟ୍ ରକ୍ତ ସଂଗ୍ରହ
ଫୁଲବାଣୀ : ପୁଲୱାମା ଆତଙ୍କବାଦୀଙ୍କର ଆତ୍ମଘାତି ବିସ୍ପୋରଣ ରେ ସହିଦ ୪୦ ଜଣ ସିଆରପିଏଫ୍ ଯବାନଙ୍କ ପୁଣ୍ଯାତିଥିରେ ସହୀଦମାନେ ଦେଶ ପାଇଁ ଦେଇଥିବା ବଳିଦାନକୁ ସମ୍ମାନ ଜଣାଇ ଟିମ ହ୍ୟୁମାନିଟି କନ୍ଧମାଳ ତରଫରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା।
ଆଜି ସକାଳ ୮…
ସ୍ୱାମୀ ଚିଦାନନ୍ଦ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଫୁଲବାଣୀ : ଫୁଲବାଣୀ ବ୍ଳକ ଅନ୍ତର୍ଗତ ବରପଦା ସ୍ଥିତ ସ୍ୱାମୀ ଚିଦାନନ୍ଦ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆଡ଼ମ୍ବର ସହିତ ସ୍ଥାନୀୟ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତି ସୁଭ୍ରାରାଣି ପଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ ଫୁଲବାଣୀ ବ୍ଳକ…
ଆଇଟିଡିଏ ପକ୍ଷରୁ ୨ ଦିନିଆ ଯୁବ ଉଦ୍ୟୋଗୀ କର୍ମଶାଳା
ଫୁଲବାଣୀ : କନ୍ଧମାଳ ଜିଲାର ଫୁଲବାଣୀ ସମ୍ମନିତ ଆଦିବାସୀ ଉନ୍ନୟନ ସଂସ୍ଥା ସଭାଗୃହ ଠାରେ ଆଇଟି ଡିଏ ପକ୍ଷରୁ ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ଜରିଆରେ ଫୁଲବାଣୀ ଉପଖଣ୍ଡର ୩ଟି ବ୍ଲକ୍ ରେ କାମ କରୁଥିବା ଆଦିବାସୀ ଯୁବକ ଯୁବତୀମାନଙ୍କୁ ନେଇ ଲଘୁ ଉଦ୍ୟୋଗ ସ୍ଥାପନ ଓ ପରିଚାଳନା ସମ୍ବନ୍ଧୀୟ ୨…
ଜାତୀୟ ଆଲୋଚନା ଚକ୍ର ଅନୁଷ୍ଠିତ
କନ୍ଧମାଳ: କନ୍ଧମାଳ ଜିଲ୍ଲା ଟିକାବାଲି ଏ. ଏମ. ସି. ଏସ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନ ବିଭାଗ ତରଫରୁ ଜାତୀୟ ଆଲୋଚନା ଚକ୍ର ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଆଲୋଚନାର ବିଷୟ ଥିଲା ଭାରତୀୟ ଗଣତନ୍ତ୍ର.. ସମସ୍ୟା ଓ ଆହ୍ୱାନ। ମୁଖ୍ୟ ଅତିଥିଭାବେ…