Browsing Category

କେନ୍ଦ୍ରାପଡା

ଡଲଫିନ ଗଣନା ଆରମ୍ଭ

ରାଜନଗର : ବିଶ୍ୱପ୍ରସିଦ୍ଧ ଜୈବମଣ୍ଡଳ ଭିତରକନିକା ଜାତୀୟ ଉଦ୍ୟାନ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ସୋମବାର ଦିନ ଡଲଫିନ୍‌ ଗଣନାର ପ୍ରଶିକ୍ଷଣ ତାଲିମ ପ୍ରଦାନ କରାଯାଉଛି ।  ୨୦ ତାରିଖରୁ ୨୨ ତାରିଖ ପଯ୍ୟନ୍ତ ୩ ଦିନ ଧରି ଗହୀରମଥା ସାମୁଦ୍ରିକ ଅଭୟରଣ୍ୟ ଓ ଭିତରକନିକାର ନଦୀ, ନାଳରେ ଡଲଫିନ…

କାଲିଠୁ ଭିତରକନିକା ବନ୍ଦ

ରାଜନଗର :  କୁମ୍ଭୀର ଗଣନା ପାଇଁ ଆସନ୍ତାକାଲିଠାରୁ ପର୍ଯ୍ୟଟକଙ୍କ ପାଇଁ ୩ଦିନ ବନ୍ଦ ରହିବ ଭିତରକନିକା। ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଭିତରକନିକାରେ ଚାଲିବ କୁମ୍ଭୀର ଗଣନା। ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ନଦୀ, ନାଳମାନଙ୍କରେ ବଉଳା କୁମ୍ଭୀର ଗଣନା କରାଯିବ। ସେଥିପାଇଁ ଆଜି…

ବିଡିଓଙ୍କୁ ଦୁର୍ବ୍ୟବହାର: ତଦନ୍ତ ନିର୍ଦ୍ଦେଶ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ରାଜନଗର ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ ତାଙ୍କ କାର୍ଯ୍ୟାଳୟରେ ଆକ୍ରମଣ ଉଦ୍ୟମ ଘଟଣାରେ ଜିଲ୍ଲାପାଳ ତଦନ୍ତ ନିର୍ଦେଶ ଦେଇଛନ୍ତି। ଓଏଏସ୍‌ ସଂଘର ଅଭିଯୋଗ ପରେ ଜିଲ୍ଲାପାଳ ଏଭଳି ନିଷ୍ପତ୍ତି ନେଇଛନ୍ତି। ବ୍ଲକ୍ ଚେୟାରମ୍ୟାନଙ୍କ ପକ୍ଷରୁ ଅଭିଯୁକ୍ତଙ୍କ…

ଗହିରମଥା ସାମୁଦ୍ରିକ ଅଭୟାରଣ୍ୟରେ ବନ ବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ ।

କେନ୍ଦ୍ରାପଡା: କେନ୍ଦ୍ରାପଡା ଗହିରମଥା ସାମୁଦ୍ରିକ ଅଭୟାରଣ୍ୟରେ ବନ ବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ । ବେଆଇନ୍ ମାଛ ଧରୁଥିବା ଲୋକ ଏହି ଆକ୍ରମଣ କରିଥିବା ଜଣାପଡିଛି। ବନ ବିଭାଗର ୧୧ ଜଣିଆ ଟିମ୍ ପାଟ୍ରୋଲିଂ କରୁଥିବାବେଳେ ସେମାନଙ୍କ ଉପରେ ଏହି ଆକ୍ରମଣ ହୋଇଛି। ଗହୀରମଥା ସାମୁଦ୍ରିକ…

ଦାୟିତ୍ୱରେ ଅବହେଳା – କେନ୍ଦ୍ରାପଡା ଜିଲ୍ଲା ଶିକ୍ଷାଧିକାରୀ ନିଲମ୍ବିତ

 କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ଶିକ୍ଷାଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି କରାଯାଇଥିବା ଆଦେଶରୁ ଏହା ସ୍ପଷ୍ଟ ହୋଇଛି। ଦାୟିତ୍ୱରେ ଅବହେଳା ଯୋଗୁ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷାଧିକାରୀ ଶୁଭଲକ୍ଷ୍ମୀ ନାୟକଙ୍କୁ ତୁରନ୍ତ…

କେନ୍ଦ୍ରାପଡ଼ାରେ ଦୁଇଦିନ ମଦ ବ୍ୟବସାୟ ବନ୍ଦ

ଭୁବନେଶ୍ୱର: ପୁରୀର ପରିକ୍ରମା ପ୍ରକଳ୍ପ ଓ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଆସନ୍ତା ୨୨ତାରିଖରେ ଓଡ଼ିଶାର କେନ୍ଦ୍ରାପଡ଼ା ଜିଲ୍ଲାରେ ଦୁଇ ଦିନ ମଦ ବ୍ୟବସାୟ ବନ୍ଦ ରହିବ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଜିଲ୍ଲାରେ ଥିବା ସମସ୍ତ ମଦ ଦୋକାନ ଗୁଡିକୁ ବନ୍ଦ…

ଅଧିକରୁ ଅଧିକ ଲୋକଙ୍କୁ ମିଳୁ କେନ୍ଦ୍ରୀୟ ଯୋଜନାର ଲାଭ – କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା

କେନ୍ଦୁଝର : ଜନସାଧାରଣ କେନ୍ଦ୍ର ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ବୁଝିବା ସହ ଏହାର ଲାଭ ଉଠାଇବା ପାଇଁ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା କହିଛନ୍ତି। ଆଜି କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଙ୍ଗାମାଟିଆ ଏବଂ ଚନ୍ଦ୍ରଶେଖରପୁର ଗ୍ରାମପଞ୍ଚାୟତ ଠାରେ ବିକଶିତ…

ପିପିଳିଆରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ

ପାଟଣା :ଘଟଗାଁ ବ୍ଲକ ଅନ୍ତର୍ଗତ ପିପିଳିଆ ସ୍ଥିତ ଲକ୍ଷ୍ମୀ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଲକ୍ଷ୍ମୀ ନାରାୟଣ ଡିଗ୍ରୀ ମହା ବିଦ୍ୟାଳୟ ରେ ଚାଲିଥିବା ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ର ଆଜିର ଅନ୍ତିମ ଦିବସ ରେ ରଙ୍ଗା ରଙ୍ଗ ପରିବେଶରେ ଉଦଯାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

କେନ୍ଦ୍ରାପଡ଼ାର ବିକାଶ ସମୀକ୍ଷା କରିଥିଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

ଭୁବନେଶ୍ୱର: ଯେଉଁମାନେ ପ୍ରକୃତରେ ଶୋଇଛନ୍ତି, ତାଙ୍କୁ ନିଦରୁ ଉଠାଇହେବ । କିନ୍ତୁ ଯେଉଁମାନେ ଚେଇଁ ଶୋଇଛନ୍ତି ବା ଶୋଇବାର ଅଭିନୟ କରୁଛନ୍ତି ସେମାନଙ୍କ ପାଇଁ କିଛି କରିହେବ ନାହିଁ ।  କେନ୍ଦ୍ରାପଡ଼ାର ବିକାଶ ସମୀକ୍ଷା ସମୟରେ ବିକାଶ ବିରୋଧୀଙ୍କ ଆଡ଼କୁ ଆଙ୍ଗୁଳି ନିର୍ଦ୍ଦେଶ କରି ଏମିତି କିଛି…

ଗବୋନରୁ ଫେରୁଛନ୍ତି କେନ୍ଦ୍ରାପଡ଼ାର ଯୁବକଙ୍କ ସମେତ ୫ ଶ୍ରମିକ

କେନ୍ଦ୍ରାପଡା : ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ ପରେ ଗବୋନ (ମଧ୍ୟ ଆଫ୍ରିକା)ରେ ଫସିଥିବା ୨୧ ଜଣ ଶ୍ରମିକଙ୍କ ମଧ୍ୟରୁ ୫ଜଣ ଭାରତ ଫେରୁଛନ୍ତି ଓ ଅନ୍ୟ ୧୬ ଜଣ ପର୍ଯ୍ୟାୟକ୍ରମେ ଭାରତ ଫେରିବେ ବୋଲି ଦୂତାବାସ ପକ୍ଷରୁ ସୂଚନା…