Sign in
Sign in
Recover your password.
A password will be e-mailed to you.
Browsing Category
କେନ୍ଦ୍ରାପଡା
ଭିଜିଲାନ୍ସ ଜାଲରେ ଉଦଳା ଆରଡବ୍ଲୁଏସଏସ ସହକାରୀ ନିର୍ବାହୀ ଯନ୍ତ୍ରୀ: ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ
ଭୁବନେଶ୍ବର: ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉଜଣେ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଦଳା ଆରଡବ୍ଲୁଏସଏସ ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡାଙ୍କ ଘର ଓ ସରକାରୀ କାର୍ଯ୍ୟାଳୟ ସମେତ ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ସୂଚନା ଅନୁଯାୟୀ,…
୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ଯୁବକ ମୃତ
ମାର୍ଶାଘାଇ: କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୨ ଯୁବକଙ୍କ ମୃତ୍ୟୁ ଘଟିଥିବାର ଖବର ମିଳିଛି। ମାର୍ଶାଘାଇ ଥାନା ଅନ୍ତର୍ଗତ ଜୟଚନ୍ଦ୍ରପୁର ଛକ ନିକଟରେ ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣା ଘଟି ୨ ଜଣ ଯୁବକ…
ଅବସରପ୍ରାପ୍ତ ଆଦର୍ଶ ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ବିୟୋଗ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଅନ୍ତର୍ଗତ ଛୋଟୀ ପଞ୍ଚାୟତସ୍ଥ ରାମଚଣ୍ଡୀ ଶିକ୍ଷା ନିକେତନର ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ଆକସ୍ମିକ ବିୟୋଗ ହୋଇଯାଇଛି , ତାଙ୍କ ବିଯୁଗରେ ସ୍ଥାନୀୟ ଅଞ୍ଚଳରେ ଏକ ଶୋକାର୍ତ୍ତ ପରିବେଶ ସୃଷ୍ଟି ହୋଇଥିବା ବେଳେ…
କେନ୍ଦ୍ରାପଡାରେ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ କ୍ୟାରିଅର କାଉନସେଲିଂ
କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ କ୍ୟାରିଅର କାଉନସେଲିଂ ସଭା ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଦାୟୀତ୍ୱରେ ଥିବା ରସାୟନ ବିଭାଗର ମୁଖ୍ୟ ଡଃ. ଦେବେନ୍ଦ୍ର ଗୋଛାୟତ ଏହି ସଭାରେ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ମୁଖ୍ୟ…
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କେନ୍ଦ୍ରାପଡାର ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଉଦ୍ଘାଟିତ
କେନ୍ଦ୍ରାପଡା : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରାପଡା ଜିଲ୍ଲାର ନୂଆ ମୁଖ୍ୟ ଚିକିତ୍ସାଳୟ କମ୍ପ୍ଲେକ୍ସର ଉଦ୍ଘାଟନ କରିଛନ୍ତି।
ଏହି ନୂତନ ଚିକିତ୍ସାଳୟ କମ୍ପ୍ଲେକ୍ସରେ ୨୦୦ଟି ଶଯ୍ୟା ଥିବାବେଳେ ଅତ୍ୟାଧୁନିକ OPD Unit, Casuality ଓ Trauma Care, 5 ଶଯ୍ୟା…
କେନ୍ଦ୍ରାପଡ଼ା ଜିଲ୍ଲା ଯାଦବ ମହାସଭା କାର୍ଯ୍ୟକାରୀଣୀ ବୈଠକ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଯାଦବ ମହାସଭାର କାର୍ଯ୍ୟକାରିଣୀ ବୈଠକ ଗରାପୁର ସ୍ଥିତ ଜିଲ୍ଲା କାର୍ଯ୍ୟଳୟରେ ସଭାପତି କୁଳମଣି ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ସର୍ବ ଭାରତୀୟ ଯାଦବ ନେତା ମୁଲାୟମ ସିଂ ଯାଦବଙ୍କ ବିୟୋଗରେ ତାଙ୍କର ଆମର ଆତ୍ମାର ସଦଗତି ନିମନ୍ତେ ୨ ମିନିଟ…
କେନ୍ଦ୍ରାପଡାରେ ଗଜଲକ୍ଷ୍ମୀ ମେଲଣ: ପ୍ରବଳ ଜନସମାଗମ
ଆଜି କେନ୍ଦ୍ରାପଡାରେ ଗଜଲକ୍ଷ୍ମୀ ମେଲଣ ଅନୁଷ୍ଠିତ ହେଉଛି । ପୂର୍ବାହ୍ନ ପ୍ରାୟ ୧୨ଟାରେ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ମେଲଣ ପଡିଆକୁ ଯିବା ଉଦେଶ୍ୟରେ ସହରର ବିଭିନ୍ନ ପୂଜା ମଣ୍ଡପରୁ ଧନଦାତ୍ରୀ ମା’ ଲକ୍ଷ୍ମୀଙ୍କ ମେଢ ବାହାରିବା ଆରମ୍ଭ ହୋଇଯାଇଛି । ବିଗତ ଦୁଇବର୍ଷ ଧରି କୋନା କଟକଣା ଯୋଗୁଁ…
ବଡ଼ ଭଉଣୀ ଆଗରେ ସାନକୁ ଟାଣିନେଲା କୁମ୍ଭୀର
ରାଜନଗର : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ୍ ମଥୁରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ନିକଟ ପଟାପାରିଆ କେନାଲ ପାର୍ଶ୍ବରେ ଛେଳି ଚରାଉଥିବା ବେଳେ ବଡ଼ ଭଉଣୀ ଆଖି ଆଗରେ ସାନଭଉଣୀକୁ କୁମ୍ଭୀର ଟାଣି ନେଇଛି। ବନ ବିଭାଗ ଓ ସ୍ଥାନୀୟ ଲୋକେ ଖୋଜାଖୋଜି କରୁଥିଲେ ହେଁ ରାତି ସୁଦ୍ଧା…
ଚାନ୍ଦୋଳ ବଜାର ର ଉଜ୍ୱଳ ଆଲୋକିକରଣ ବିଧାୟିକା ଶ୍ରୀମତୀ ସାବିତ୍ରୀ ଅଗ୍ରୱାଲାଙ୍କ କରକମଳରେ ଲୋକାର୍ପିତ ହୋଇଅଛି |
ଚାନ୍ଦୋଳ ବଜାର ର ଉଜ୍ୱଳ ଆଲୋକିକରଣ କାର୍ଯ୍ୟ ଆଜି ମାନ୍ୟବର ବିଧାୟିକା ଶ୍ରୀମତୀ ସାବିତ୍ରୀ ଅଗ୍ରୱାଲାଙ୍କ କରକମଳରେ ଲୋକାର୍ପିତ ହୋଇଅଛି | ଡେରାବିଶ ବ୍ଲକ ବିଜେଡି ସଭାପତି ଶ୍ରୀଯୁକ୍ତ ଦେବାଶିଷ ଆଚାର୍ଯ୍ୟଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ସମ୍ମାନିୟ ଅତିଥି ଭାବରେ…
କୋଳଥିଆ-ବାଲିକିରା ବିଜୁ ସେତୁ କେବେ?
ପଟ୍ଟାମୁଣ୍ତାଇ: ପଟ୍ଟାମୁଣ୍ତାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତର କୋଳଥିଆ–ବାଲିକିରା ଗ୍ରାମର ମଧ୍ୟସ୍ଥଳ କାଣୀନଦୀ ଶାଖା ନାଳରେ ବିଜୁ ସେତୁ ନିର୍ମାଣ ପାଇଁ ଅଞ୍ଚଳବାସୀ ଦୀର୍ଘଦିନ ହେବ ଦାବି କରି ଆସୁଛନ୍ତି। ମାତ୍ର ଦାବି ପ୍ରତି ସରକାର କର୍ଣ୍ଣପାତ କରୁ ନାହାନ୍ତି। ସାଧାରଣ ଲୋକଙ୍କ ସମେତ…