Browsing Category

କେନ୍ଦ୍ରାପଡା

ମୂର୍ତ୍ତି ବିସର୍ଜନ ବେଳେ ବାଣ ବିସ୍ଫୋରଣ ଘଟଣା: ଚିକିତ୍ସା ଅବସ୍ଥାରେ ଜଣେ ମୃତ, ମୃତକଙ୍କ ସଂଖ୍ୟା ୨କୁ ବୃଦ୍ଧି

କଟକ: କେନ୍ଦ୍ରାପଡା ଜିଲ୍ଲା ସଦର ଥାନା ବାଲିଆ ବଜାରରେ ଗତ ୨୪ ତାରିଖ ରାତିରେ କାର୍ତ୍ତିକେଶ୍ବର ମୂର୍ତ୍ତି ଭସାଣି ସମୟରେ ଗୁରୁତର ଜଣେ ବ୍ୟକ୍ତିଙ୍କର ଚିକିତ୍ସାଧୀନ ଅବସ୍ଥାରେ ଆଜି ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ୨୩ ବର୍ଷିୟ ପିଣ୍ଟୁ ଖାନ୍‌। ସେ ୮୦ ଭାଗ ପୋଡି ହୋଇ ବର୍ଣ୍ଣ ଆଇସିୟୁରେ…

ହାସ୍ୟ ଅଭିନେତା ଗୋବିନ୍ଦ ବାରିକଙ୍କ ପରଲୋକ

ପଟ୍ଟାମୁଣ୍ତାଇ: ଯାତ୍ରା ଜଗତରେ ହାସ୍ୟ ଅଭିନୟରେ ନିଜର ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା ଅଭିନେତା ଗୋବିନ୍ଦ ଚନ୍ଦ୍ର ବାରିକ (ଗୋବିନ୍ଦ ଭାଇ)ଙ୍କର ୭୧ ବର୍ଷ ବୟସରେ ପରଲୋକ ଘଟିଛି। କଟକ ବଡ଼ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ଗୋବିନ୍ଦ ଦୀର୍ଘ ୪୦ ବର୍ଷ…

ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ଗାଁ ଘର ଜଳିଗଲା

ଗରଦପୁର : ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ପାଟକୁରାର ପୈତୃକ ଗ୍ରାମ ତଳକୁସୁମାଠାରେ ଥିବା ୪ ବଖରା ଚାଳ ଛପର ଘର ନିଆଁ ଲାଗି ଜଳି ଯାଇଛି। ସୂଚନା ଅନୁଯାୟୀ ସୋମବାର ଦିନ ପ୍ରାୟ ୧୨ଟା ସମୟରେ ଏହି ଅଗ୍ନିକାଣ୍ତ ଘଟିଥିଲା। ଗରଦପୁର ଓ କୋରୁଆର ଅଗ୍ନୀଶମ…

ଭିଜିଲାନ୍ସ ଜାଲରେ ଉଦଳା ଆରଡବ୍ଲୁଏସଏସ ସହକାରୀ ନିର୍ବାହୀ ଯନ୍ତ୍ରୀ: ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ

ଭୁବନେଶ୍ବର: ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉଜଣେ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଦଳା ଆରଡବ୍ଲୁଏସଏସ ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡାଙ୍କ ଘର ଓ ସରକାରୀ କାର୍ଯ୍ୟାଳୟ ସମେତ ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ସୂଚନା ଅନୁଯାୟୀ,…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ଯୁବକ ମୃତ

ମାର୍ଶାଘାଇ: କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୨ ଯୁବକଙ୍କ ମୃତ୍ୟୁ ଘଟିଥିବାର ଖବର ମିଳିଛି। ମାର୍ଶାଘାଇ ଥାନା ଅନ୍ତର୍ଗତ ଜୟଚନ୍ଦ୍ରପୁର ଛକ ନିକଟରେ ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣା ଘଟି ୨ ଜଣ ଯୁବକ…

ଅବସରପ୍ରାପ୍ତ ଆଦର୍ଶ ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ବିୟୋଗ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଅନ୍ତର୍ଗତ ଛୋଟୀ ପଞ୍ଚାୟତସ୍ଥ ରାମଚଣ୍ଡୀ ଶିକ୍ଷା ନିକେତନର ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ଆକସ୍ମିକ ବିୟୋଗ ହୋଇଯାଇଛି , ତାଙ୍କ ବିଯୁଗରେ ସ୍ଥାନୀୟ ଅଞ୍ଚଳରେ ଏକ ଶୋକାର୍ତ୍ତ ପରିବେଶ ସୃଷ୍ଟି ହୋଇଥିବା ବେଳେ…

କେନ୍ଦ୍ରାପଡାରେ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ କ୍ୟାରିଅର କାଉନସେଲିଂ

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ କ୍ୟାରିଅର କାଉନସେଲିଂ ସଭା ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଦାୟୀତ୍ୱରେ ଥିବା ରସାୟନ ବିଭାଗର ମୁଖ୍ୟ ଡଃ. ଦେବେନ୍ଦ୍ର ଗୋଛାୟତ ଏହି ସଭାରେ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ମୁଖ୍ୟ…

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କେନ୍ଦ୍ରାପଡାର ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଉଦ୍‌ଘାଟିତ

କେନ୍ଦ୍ରାପଡା : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରାପଡା ଜିଲ୍ଲାର ନୂଆ ମୁଖ୍ୟ ଚିକିତ୍ସାଳୟ କମ୍ପ୍ଲେକ୍‌ସର ଉଦ୍‌ଘାଟନ କରିଛନ୍ତି। ଏହି ନୂତନ ଚିକିତ୍ସାଳୟ କମ୍ପ୍ଲେକ୍‌ସରେ ୨୦୦ଟି ଶଯ୍ୟା ଥିବାବେଳେ ଅତ୍ୟାଧୁନିକ OPD Unit, Casuality ଓ Trauma Care, 5 ଶଯ୍ୟା…

କେନ୍ଦ୍ରାପଡ଼ା ଜିଲ୍ଲା ଯାଦବ ମହାସଭା କାର୍ଯ୍ୟକାରୀଣୀ ବୈଠକ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଯାଦବ ମହାସଭାର କାର୍ଯ୍ୟକାରିଣୀ ବୈଠକ ଗରାପୁର ସ୍ଥିତ ଜିଲ୍ଲା କାର୍ଯ୍ୟଳୟରେ ସଭାପତି କୁଳମଣି ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ସର୍ବ ଭାରତୀୟ ଯାଦବ ନେତା ମୁଲାୟମ ସିଂ ଯାଦବଙ୍କ ବିୟୋଗରେ ତାଙ୍କର ଆମର ଆତ୍ମାର ସଦଗତି ନିମନ୍ତେ ୨ ମିନିଟ…

କେନ୍ଦ୍ରାପଡାରେ ଗଜଲକ୍ଷ୍ମୀ ମେଲଣ: ପ୍ରବଳ ଜନସମାଗମ

ଆଜି କେନ୍ଦ୍ରାପଡାରେ ଗଜଲକ୍ଷ୍ମୀ ମେଲଣ ଅନୁଷ୍ଠିତ ହେଉଛି । ପୂର୍ବାହ୍ନ ପ୍ରାୟ ୧୨ଟାରେ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ମେଲଣ ପଡିଆକୁ ଯିବା ଉଦେଶ୍ୟରେ ସହରର ବିଭିନ୍ନ ପୂଜା ମଣ୍ଡପରୁ ଧନଦାତ୍ରୀ ମା’ ଲକ୍ଷ୍ମୀଙ୍କ ମେଢ ବାହାରିବା ଆରମ୍ଭ ହୋଇଯାଇଛି । ବିଗତ ଦୁଇବର୍ଷ ଧରି କୋନା କଟକଣା ଯୋଗୁଁ…