Sign in
Sign in
Recover your password.
A password will be e-mailed to you.
Browsing Category
କେନ୍ଦୁଝର
କେନ୍ଦୁଝର ଦେଇ ନୂଆଦିଲ୍ଲୀକୁ ଗଡିବ ଯାତ୍ରିବାହୀ ଟ୍ରେନ
କେନ୍ଦୁଝର: କେନ୍ଦୁଝର ଦେଇ ଦେଶର ରାଜଧାନୀ ନୂଆଦିଲ୍ଲୀ ପର୍ଯ୍ୟନ୍ତ ଯାତ୍ରିବାହୀ ଟ୍ରେନ ଚଳାଚଳ ଦାବିରେ ଜିଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ବାରମ୍ବାର ଆନ୍ଦୋଳନ ହୋଇ ଆସୁଥିଲା। ଜିଲାଦେଇ ଯାଇଥିବା ରେଳପଥର ଦୋହରୀକରଣ ଶେଷହେବା ପରେ କେନ୍ଦୁଝର ଦେଇ ନୂଆଦିଲ୍ଲୀ ପର୍ଯ୍ୟନ୍ତ ଯାତ୍ରିବାହୀ ଟ୍ରେନ…
ରାଜ୍ୟପାଳଙ୍କ ସିଦ୍ଧମଠସ୍ଥିତ ବେଦ ବିଦ୍ୟାଳୟ ପରିଦର୍ଶନ
କେନ୍ଦୁଝର: ରାଜ୍ୟପାଳ ରଘୁବର ଦାସ ସୋମବାର ଦିନିକିଆ କେନ୍ଦୁଝର ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ସିଦ୍ଧମଠସ୍ଥିତ ବେଦ ବିଦ୍ୟାଳୟ ପରିଦର୍ଶନରେ ଯାଇଥିଲେ। ରାଜ୍ୟପାଳ ଶ୍ରୀ ଦାସ ସେଠାରେ ପହଞ୍ଚିବା ପରେ ବିଦ୍ୟାଳୟର ଆଚାର୍ଯ୍ୟଗଣ ଓ ଛାତ୍ରଗଣ ପୁଷ୍ପଗୁଛ ଦେଇ ସ୍ୱାଗତ…
କେନ୍ଦୁଝରରେ ଗଡିଲା ଲକ୍ଷ୍ମୀ ବସ୍
କେନ୍ଦୁଝର: ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କେନ୍ଦୁଝର ଜିଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ମୋ ସରକାର ହେଉଛି ଲୋକଙ୍କ ସରକାର, ଲୋକଙ୍କ ଇଛାକୁ ସମ୍ମାନ ଜଣାଇ ଓଡିଶା ସରକାର ଯୋଜନା କରନ୍ତି। ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ…
ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଶବ୍ଦତୀର୍ଥ ଉଦ୍ଯାପିତ
କେନ୍ଦୁଝର : ଓଡିଶା ସରକାରଙ୍କ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଓ ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ପରିପ୍ରେକ୍ଷୀରେ ଧରଣୀଧର ବିଶ୍ୱବିଦ୍ୟାଳୟରେ ଆୟୋଜିତ ତିନିଦିନିଆ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଶବ୍ଦତୀର୍ଥ ବୁଧବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟର ଓଏସ୍ଡି ତଥା…
ଧରଣୀଧର ବିଶ୍ବବିଦ୍ୟାଳୟରେ ନିର୍ମାଣାଧୀନ ଉନ୍ନୟନ କାମ ଦେଢ଼ ମାସ ମଧ୍ୟରେ ଶେଷ ହେବ: ୫ଟି ଅଧ୍ୟକ୍ଷ
କେନ୍ଦୁଝର: ସ୍ଥାନୀୟ ଧରଣୀଧର ବିଶ୍ବବିଦ୍ୟାଳୟ ପଡ଼ିଆରେ ନୂଆ-ଓ କାର୍ଯ୍ୟକ୍ରମରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗ ଦେଇଛନ୍ତି। ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ସହ ଜୀବନରେ ସଫଳତା ପାଇବାକୁ ହେଲେ କ’ଣ କରିବା ଦରକାର ସେ ନେଇ ଗୁରୁମନ୍ତ୍ର ଦେଇଛନ୍ତି। ଏହାସହ ୟୁନିଭର୍ସିଟିରେ…
ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଲା ଟ୍ରଲର, ଦୁଇ ଗୁରୁତର
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ତୁରୁମୁଙ୍ଗା ବଜାରରେ ଭାରସାମ୍ୟ ହରାଇ ଏକ ଟ୍ରଲର ଜଳଖିଆ ଦୋକାନ ମଧ୍ୟକୁ ପଶିଯାଇଛି। ଫଳରେ ଦୋକାନଟି ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି। ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ୧୦୮…
ସରକାରୀ ଯାନ୍ତ୍ରୀକ ମହାବିଦ୍ୟାଳୟ ଘରୋଇକରଣକୁ ତୀବ୍ର ବିରୋଧ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରଛାତ୍ରୀଙ୍କ…
କେନ୍ଦୁଝରଗଡ଼: କେନ୍ଦୁଝର ଜିଲାର ଅଗ୍ରଣୀ ବୈଷୟିକ ଶିକ୍ଷାନୁଷ୍ଠାନ ସରକାରୀ ଯାନ୍ତ୍ରୀକ ମହାବିଦ୍ୟାଳୟ କେନ୍ଦୁଝରକୁ ସରକାର ପିପିପି ମୋଡରେ ଘରୋଇକରଣ ନିମନ୍ତେ ଆରମ୍ଭ କରିଥିବା ଉଦ୍ୟମକୁ ବିରୋଧ କରି ଅନୁଷ୍ଠାନର ଶତାଧିକ ଛାତ୍ରଛାତ୍ରୀ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ…
ଜାତୀୟ ପଲ୍ଲିଶ୍ରୀ ମେଳା ଉଦ୍ଯାପିତ,
କେନ୍ଦୁଝର: କାଳିପଡିଆ ଠାରେ ଚଳିତମାସ ୨୨ ତାରିଖ ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ‘ଗୋନାସିକା-କେନ୍ଦୁଝର ମହୋତ୍ସବ’ ପରିପ୍ରେକ୍ଷୀରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା-୨୦୨୩ ସୋମବାର ରାତିରେ ଉଦ୍ଯାପିତ ହୋଇଯାଇଛି। ଏହି ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳାର ଉଦଯାପନ ଉତ୍ସବରେ ମହିଳା ଓ ଶିଶୁ ବିକାଶ,…
ବଡଦିନରେ ବଣଭୋଜି ପାଇଁ କେନ୍ଦୁଝରକୁ ପର୍ଯ୍ୟଟକଙ୍କ ବେଶ୍ ଭିଡ ଲାଗିଛି।
କେନ୍ଦୁଝର: ବଣପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟ, ସୁଉଚ୍ଚ ଜଳପ୍ରପାତ ଏବଂ ପାହାଡ଼ିଆ ଶୀତକୁ ମନଭରି ଉପଭୋଗ ପାଇଁ ବଡଦିନ ଓ ନୂଆବର୍ଷ ପାଳନ ଅବସରରେ ବଣଭୋଜିର ମଜା ଉଠାଇବାକୁ କେନ୍ଦୁଝର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳି ମାନଙ୍କରେ ପର୍ଯ୍ୟଟକଙ୍କ ବେଶ୍ ଭିଡ ଲାଗିଛି।…
୧ କେଜି ୮୦ ଗ୍ରାମ ବ୍ରାଉନସୁଗାର ଜବତ: ଜଣେ ଅଭିଯୁକ୍ତ ଗିରଫ,
କେନ୍ଦୁଝର: କେନ୍ଦୁଝର ଏନ୍ଏଚ୍-୨୦ର କୋଭିଡ ନିକଟରୁ ଏସ୍ଟିଏଫ୍ ୧ କେଜି ୮୦ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣକୁ ଗିରଫ କରିଛି। ଅଭିଯୁକ୍ତ ହେଲା କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ପୁରୁଣାବଜାର ଅଞ୍ଚଳର ପ୍ରଶାନ୍ତ ମାଝୀ। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟଜଣେ ଅଭିଯୁକ୍ତ ଶଙ୍କରପୁରର ମୁନା…