Sign in
Sign in
Recover your password.
A password will be e-mailed to you.
Browsing Category
ମାଲକାନଗିରି
ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା:
ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା। ମଧ୍ୟରାତ୍ର ୧୨ଟା ଯାଏଁ ଏହି କଟକଣା ବଳବତ୍ତର ରହିବ। ଏମ୍ଭି ୨୬ ଓ ରାଖେଲଗୁଡା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି କରାଯାଇଛି। ସେପଟେ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ…
ମାଲକାନଗିରିରେ ବିମାନର ଟ୍ରାଏଲ ରନ୍
ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ସଫଳ ହେଲା ବିମାନ ଟ୍ରାଏଲ ରନ। ୭ ଟିକିଆ ସିଟ୍ ବିଶିଷ୍ଟ ବିମାନର ଟ୍ରାଏଲ ରନ୍ ହୋଇଛି। ପରୀକ୍ଷା ମୂଳକ ଭାବେ ଅବରତରଣ କରିଛି ଭିଟି-୧୦୦। ଅବତରଣ ପରେ ପାଇଲଟ୍ ସମଗ୍ର ବିମାନ ବନ୍ଦରର ତନଖି କରିଛନ୍ତି । ବିମାନ ବନ୍ଦରର ପ୍ରସ୍ତୁତି ନେଇ ଖୁବ୍ ପ୍ରଂଶସା…
ମାଲକାନଗିରି ସଡ଼କ ଦୁର୍ଘଟଣାରେ ୬ ଶ୍ରମିକଙ୍କ ମୃତ୍ୟୁ: ଶୋକ ପ୍ରକାଶ ସହ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମାଲକାନଗିରି: ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ…
ବିଦ୍ୟୁତ ସୁରକ୍ଷା ଓ ସଚେତନତା ବାର୍ତ୍ତା ନେଇ ଟିପିଏସଓଡିଏଲ୍ କର୍ମଚାରୀଙ୍କ ସାଇକେଲ ଯାତ୍ରା
ମାଲକାନଗିରି: ବିଦ୍ୟୁତ ଉପଭୋକ୍ତା ଓ କରମଚାରୀଙ୍କ ସୁରକ୍ଷା ସମ୍ପର୍କିତ ବାର୍ତ୍ତା ନେଇ ଟିପିଏସଓଡିଏଲ୍ କର୍ମଚାରୀ ଇଂ ସୌମ୍ୟ ରଞ୍ଜନ ଲେଙ୍କାଙ୍କ ଦ୍ବାରା ଏକ ସାଇକେଲ ଯାତ୍ରା ଆରମ୍ଭ ହୋଇଛି। ସାଇକେଲ ମାଧ୍ୟମରେ ମାଲକାନଗିରିଠାରୁ ସିଲ୍କସିଟି ବ୍ରହ୍ମପୁର ପର୍ଯ୍ୟନ୍ତ ତାଙ୍କର ଯାତ୍ରା ସ୍ଥାନୀୟ…
ଜଣେ ମାଓବାଦୀ ଗିରଫ, ବିସ୍ଫୋରକ ଜବତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ କରିଥିବା ଜଣାପଡିଛି।
ସୂଚନା ଅନୁଯାୟୀ, ସୁକୁମା ଜିଲ୍ଲା ଭେଜି ଥାନା ଅଞ୍ଚଳରେ ପୁଲିସ ଓ ଡିଆରଜି ଯବାନମାନେ ଚେକ ପୋଷ୍ଟ…
ଚନ୍ଦ୍ରାୟନ-୩ ପ୍ରକଳ୍ପର ସଫଳତା: ଚର୍ଚ୍ଚାରେ ମାଲକାନଗିରିର ଯୁବ ବୈଜ୍ଞାନିକ
ମାଲକାନଗିରି: ଉପାନ୍ତ ଅଞ୍ଚଳର ଶିକ୍ଷକଙ୍କ ପୁଅ ଇସ୍ରୋ ବୈଜ୍ଞାନିକ। ଚନ୍ଦ୍ରାୟନ-୩ ପ୍ରକଳ୍ପରେ ଗୁରୁତ୍ବପୂର୍ଣ୍ଣ ଭୁମିକା ନିର୍ବାହ କରିଛନ୍ତି ମାଲକାନଗିରିର ଯୁବ ବୈଜ୍ଞାନିକ ଜୟନ୍ତ କୁମାର ହାଲଦାର। ଜୟନ୍ତ କେରଳ ତିରୁଅନନ୍ତପୁରମ ସ୍ଥିତ ବିକ୍ରମ ସାରାଭାଇ ସ୍ପେଶ ସେଣ୍ଟରରେ ମେକାନିଜମ୍…
ହାଇଦ୍ରାବାଦରୁ ବିଜାପୁରକୁ ଚାଲାଣ ବେଳେ ୨୫ କିଲୋ ବିସ୍ଫୋରକ ଜବତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଦାନ୍ତେଓ୍ବାଡ଼ା ଜିଲ୍ଲାରେ ପୁଲିସ ଜଣେ ନାବାଳକ ସହ ୪ ମାଓବାଦୀଙ୍କୁ ଗିରଫ କରି ସେମାନଙ୍କଠାରୁ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ସୂଚନା ଅନୁଯାୟୀ, ଗତ ଦୁଇ ଦିନ ତଳେ ଦାନ୍ତେୱାଡ଼ା ବସଷ୍ଟାଣ୍ଡ ନିକଟରେ ମାଓବାଦୀମାନେ ବିଜାପୁରକୁ ବସରେ ଯିବା…
ଅବିବାହିତ ଦିବ୍ୟାଙ୍ଗ (ମୂକ) ଯୁବକଙ୍କୁ ବିବାହିତ ଦର୍ଶାଇ ପରିବାର ନିୟୋଜନ ଅସ୍ତ୍ରୋପଚାର
ମାଲକାନଗିରି: ମାଲକାନଗିରି ଜିଲ୍ଲା ଆମ୍ବଗୁଡା ଗାଁର ଦିବ୍ୟାଙ୍ଗ (ମୂକ) ଅବିବାହିତ ଯୁବକଙ୍କୁ ପରିବାର ନିୟୋଜନ ଘଟଣାର ତଦନ୍ତ ନିର୍ଦେଶ ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ।ଜାତୀୟ ସ୍ବାସ୍ଥ୍ୟ ମିଶନ ଡିପିଏମ ଓ ଆଶା କୋର୍ଡିନେଟର ତଦନ୍ତ କରିବେ। ଏମାନେ ମାଥିଲି ବ୍ଲକ ଆମ୍ବଗୁଡା ଯାଇ…
ପରୀକ୍ଷାର୍ଥିନୀଙ୍କ ଶିଶୁର ଯତ୍ନ ନେଇ ଚର୍ଚ୍ଚାରେ ମାଲକାନଗିରିର ମହିଳା କନେଷ୍ଟବଳ
ମାଲକାନଗିରି: ଚର୍ଚ୍ଚାରେ ମହିଳା କନେଷ୍ଟବଳ ବାସନ୍ତୀ ଚୌଧୁରୀ। ମାଲକାନଗିରିର ଏହି ମହିଳା କନେଷ୍ଟବଳ ମାନବିକତାର ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି। ପରୀକ୍ଷା ଦେଉଥିଲେ ମାଆ। ପରୀକ୍ଷା କେନ୍ଦ୍ରରେ ଛୁଆକୁ କାଖେଇ ତା’ର ଯତ୍ନ ନେଇଥିଲେ ମହିଳା କନଷ୍ଟେବଳ ବାସନ୍ତୀ ଚୌଧୁରୀ(୨୮)। ଏପରିକି ଶିଶୁକୁ…
ରାସ୍ତା ପାର୍ କରୁଥିବା ବେଳେ ମାଡ଼ିଗଲା ଟ୍ରକ୍, ଘଟଣାସ୍ଥଳରେ ଚାଲିଗଲା ଭାଲୁର ଜୀବନ
ମାଲକାନଗିରି: ମାଲକାନଗିରି ଜିଲ୍ଲାର ମାଥିଲି ବନ ବିଭାଗ ଅଧୀନରେ ଥିବା ଜଙ୍ଗଲରୁ ଭାଲୁଟିଏ ରାସ୍ତା ପାର କରୁଥିବା ବେଳେ ଟ୍ରକ ଧକ୍କାରେ ତାର ଜୀବନ ଚାଲିଯାଇଥିବା ଜଣାପଡିଛି। ଘଟଣା ଅନୁଯାୟୀ ଟିଲୁଗୁଡା ଏବଂ ଭୋଇଗୁଡା ମଧ୍ୟରେ ଜଙ୍ଗଲୀ ଭାଲୁ ରାସ୍ତା ପାର କରୁଥିଲା। ରାସ୍ତା ପାର୍ ସମୟରେ…