Browsing Category

ମାଲକାନଗିରି

ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ମାଓ ଏନକାଉଣ୍ଟର। ସୁକମା ଜିଲ୍ଲାରେ ନକ୍ସଲ ଏନକାଉଣ୍ଟର।

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ମାଓ ଏନକାଉଣ୍ଟର। ପାଲମପଲ୍ଲୀ ଜଙ୍ଗଲରେ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ ଘଟିଥିଲା। ପୋଲିସର ଏନକାଉଣ୍ଟରରେ ୫ ଲକ୍ଷ ଟଙ୍କା ପୁରସ୍କାର ଥିବା ହାର୍ଡକୋର ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ମୃତ ମାଓବାଦୀ ଜଣକ…

ମାଲକାନଗିରିରେ ଜଳକ୍ରୀଡ଼ା ସୁବିଧା

ଭୁବନେଶ୍ଵର : ମାଲକାନଗିରି ସତୀଗୁଡା ପରିବେଶ ପର୍ଯ୍ୟଟନସ୍ଥଳୀଠାରେ ଦକ୍ଷିଣ ଓଡ଼ିଶାର ପ୍ରଥମ ଜଳକ୍ରୀଡ଼ା ସୁବିଧା ଉଦଘାଟନ ହୋଇଛି। ବନ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ଯୋଗ ଦେଇ ଜଙ୍ଗଲ ଅବକ୍ଷୟର କାରଣ ବିଷୟରେ ଆଲୋକପାତ କରିଥିଲେ। ସେ…

ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳ ତରଫରୁ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ବାର୍ଷିକ ପାଳନ

ମାଲକାନଗିରି : ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳ ତରଫରୁ ମହାନ ଜନନାୟକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀରେ ଜିଲ୍ଲା ପାଳ କାର୍ଯ୍ୟାଳୟ ସମ୍ମୁଖ ରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ମାଲକାନଗିରି ବିଜେଡି ଜିଲ୍ଲା ସଭାପତି…

ଟ୍ରକରୁ ୪୧ ବସ୍ତା ଚୋରା ଗଞ୍ଜେଇ ଜବତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଏମଭି-୭୯ ପୁଲିସ୍‌ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ମାଲକାନଗିରି ଜିଲ୍ଲାରୁ ଜାତୀୟ ରାଜପଥ ୩୨୬ ନମ୍ବର ଦେଇ ହାଇଦ୍ରାବାଦ ଯାଉଥିବା ଏକ ଟ୍ରକକୁ ଏମଭି-୭୯ ଥାନା ପୁଲିସ୍‌ ଏମଭି-୯୬ ଛକରେ ଅଟକାଇଥିଲା। ଏବଂ ଏହାର ତଲାସୀ କରିବା ସମୟରେ ଟ୍ରକ ଭିତରୁ ୪୧…

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି : ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ଆଜି ୧୨ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ୧୨ ଜଣ ମାଓବାଦୀଙ୍କ ମଧ୍ୟରୁ ୮ ଜଣ ମହିଳା ଓ ୪ ଜଣ ପୁରୁଷ ମାଓବାଦୀ ରହିଛନ୍ତି । ହିଂସାର ରାସ୍ତା ଛାଡି ସମାଜର ମୁଖ୍ୟ ସ୍ରୋତକୁ ଫେରିଛନ୍ତି ଏହି ୧୨ ଜଣ…

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା:

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା। ମଧ୍ୟରାତ୍ର ୧୨ଟା ଯାଏଁ ଏହି କଟକଣା ବଳବତ୍ତର ରହିବ। ଏମ୍‌ଭି ୨୬ ଓ ରାଖେଲଗୁଡା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି କରାଯାଇଛି। ସେପଟେ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ…

ମାଲକାନଗିରିରେ ବିମାନର ଟ୍ରାଏଲ ରନ୍

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ସଫଳ ହେଲା ବିମାନ ଟ୍ରାଏଲ ରନ। ୭ ଟିକିଆ ସିଟ୍ ବିଶିଷ୍ଟ ବିମାନର ଟ୍ରାଏଲ ରନ୍ ହୋଇଛି। ପରୀକ୍ଷା ମୂଳକ ଭାବେ ଅବରତରଣ କରିଛି ଭିଟି-୧୦୦। ଅବତରଣ ପରେ ପାଇଲଟ୍ ସମଗ୍ର ବିମାନ ବନ୍ଦରର ତନଖି କରିଛନ୍ତି । ବିମାନ ବନ୍ଦରର ପ୍ରସ୍ତୁତି ନେଇ ଖୁବ୍ ପ୍ରଂଶସା…

ମାଲକାନଗିରି ସଡ଼କ ଦୁର୍ଘଟଣାରେ ୬ ଶ୍ରମିକଙ୍କ ମୃତ୍ୟୁ: ଶୋକ ପ୍ରକାଶ ସହ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ…

ବିଦ୍ୟୁତ ସୁରକ୍ଷା ଓ ସଚେତନତା ବାର୍ତ୍ତା ନେଇ ଟିପିଏସଓଡିଏଲ୍ କର୍ମଚାରୀଙ୍କ ସାଇକେଲ ଯାତ୍ରା

ମାଲକାନଗିରି: ବିଦ୍ୟୁତ ଉପଭୋକ୍ତା ଓ କରମଚାରୀଙ୍କ ସୁରକ୍ଷା ସମ୍ପର୍କିତ ବାର୍ତ୍ତା ନେଇ ଟିପିଏସଓଡିଏଲ୍ କର୍ମଚାରୀ ଇଂ ସୌମ୍ୟ ରଞ୍ଜନ ଲେଙ୍କାଙ୍କ ଦ୍ବାରା ଏକ ସାଇକେଲ ଯାତ୍ରା ଆରମ୍ଭ ହୋଇଛି। ସାଇକେଲ ମାଧ୍ୟମରେ ମାଲକାନଗିରିଠାରୁ ସିଲ୍କସିଟି ବ୍ରହ୍ମପୁର ପର୍ଯ୍ୟନ୍ତ ତାଙ୍କର ଯାତ୍ରା ସ୍ଥାନୀୟ…

ଜଣେ ମାଓବାଦୀ ଗିରଫ, ବିସ୍ଫୋରକ ଜବତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ କରିଥିବା ଜଣାପଡିଛି। ସୂଚନା ଅନୁଯାୟୀ, ସୁକୁମା ଜିଲ୍ଲା ଭେଜି ଥାନା ଅଞ୍ଚଳରେ ପୁଲିସ ଓ ଡିଆରଜି ଯବାନମାନେ ଚେକ ପୋଷ୍ଟ…