Sign in
Sign in
Recover your password.
A password will be e-mailed to you.
Browsing Category
ମୟୁରଭଞ୍ଜ
ବିନା ବର୍ଷାରେ ବଜ୍ରାଘାତ; ଛେଳିଚରାଳିଙ୍କ ମୃତ୍ୟୁ ଘଟିଛି।
ବେତନଟୀ : ମୟୂରଭଂଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପାଟୁଳିପୁରା ପଞ୍ଚାୟତ ନଖରା ଗାଁରେ ରବିବାର ବିନା ବର୍ଷାରେ ହୋଇଥିବା ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ସ୍ବର୍ଗତ ଉପେନ୍ଦ୍ର ପାଳଙ୍କ ପୁଅ ସୁଦର୍ଶନ (୪୫)।
ସୂଚନା ମୁତାବକ ସୁଦର୍ଶନ ଅପରାହ୍ନରେ ନିଜ…
ବାରିପଦା ମେଡ଼ିକାଲ କଲେଜ ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ବାରିପଦା: ବାରିପଦା ମେଡ଼ିକାଲ କଲେଜ ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ହଷ୍ଟେଲ ରୁମର ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଛି। ମୃତ ଡାକ୍ତର ସଚିନ ସାହୁ ଓ ପ୍ରଥମ ବର୍ଷ ହାଉସ ସର୍ଜନ ଥିଲେ। ମୃତ୍ୟୁର କାରଣ ଜଣାପଡ଼ିନି। କଲେଜ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା…
ଖିଚିଂର ଐତିହାସିକ ମା’ କିଚକେଶ୍ୱରୀ ମନ୍ଦିରରୁ ହୁଣ୍ଡି କାଟି ଚୋରି କଲେ ଦୁର୍ବୃତ୍ତ
କରଞ୍ଜିଆ: ମୟୂରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ କିଚକେଶ୍ୱରୀ। ମା’ କିଚକେଶ୍ୱରୀ ମନ୍ଦିର ଖିଚିଂ ଠାରେ ଅବସ୍ଥିତ। ଗତକାଲି ବିଳମ୍ବିତ ରାତ୍ରରେ ଖିଚିଂର ଏହି ଐତିହାସିକ ମନ୍ଦିରରେ ଥିବା ମୁଖ୍ୟ ହୁଣ୍ଡି କାଟି ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ମୁଖ୍ୟ…
ଘାଟିରେ ମୁହାଁମୁହିଁ ହେଲେ ଯାତ୍ରୀବାହୀ ବସ୍ ଓ ଟ୍ରକ୍
ମୟୂରଭଞ୍ଜ: ଘାଟିରେ ମୁହାଁମୁହିଁ ହେଲେ ଲୁହା ପଥର ବୋଝେଇ ଟ୍ରକ୍ ଓ ଯାତ୍ରୀବାହୀ ବସ୍। ଏଥିରେ କେହି ମୃତାହତ ହୋଇନଥିଲେ ମଧ୍ୟ ଏକ ବଡ଼ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ବସ୍ ଯାତ୍ରୀ। ଆଜି ପୂର୍ବାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମୟୂରଭଞ୍ଜ ଜିଲ୍ଲାରେ ଘଟିଛି।‘ବାସୁଦେବ’…
୨୧ ଶିକାରୀ ଗିରଫ ୧୬୫ ବନ୍ଧୁକ ଜବତ
ଶିମିଳିପାଳ: ଶିକାରୀଙ୍କ କବଜାରେ ଶିମିଳିପାଳ ଅଭୟାରଣ୍ୟ । ବନ୍ଧୁକ ମୁନରେ ଅବାଧରେ ଚାଲିଛି ବନ୍ୟା ପ୍ରାଣୀ ଶିକାର। ଆଉ ଏହାକୁ ବିରୋଧ କରୁଥିବା ତଥା ପାଟ୍ରୋଲିଂକୁ କଡ଼ାକଡ଼ି କରୁଥିବା ବନ କର୍ମଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି ଦୁର୍ଦ୍ଦାନ୍ତ ଶିକାରୀ। ଏଥିପାଇଁ ଗତ କିଛି ମାସ…
ପଦ୍ମପୁର ଜିଲ୍ଲା ଗଠନ ଘୋଷଣା ପରେ ରାଇରଙ୍ଗପୁର ଜିଲ୍ଲା ପାଇଁ ଜୋର ଧରୁଛି ଦାବି
ରାଇରଙ୍ଗପୁର: ବର୍ଷେ ମଧ୍ୟରେ ପଦ୍ମପୁରକୁ ଜିଲ୍ଲା ଘୋଷଣା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ମୟୂରଭଞ୍ଜ ଜିଲ୍ଲାର ଦ୍ୱିତୀୟ ବୃହତ୍ତମ ସହର ରାଇରଙ୍ଗପୁରକୁ ଜିଲ୍ଲା ଘୋଷଣା ପାଇଁ ବହୁବର୍ଷ ପୂର୍ବରୁ ଦାବି ହୋଇ ଆସୁଥିଲେ ମଧ୍ୟ ରାଇରଙ୍ଗପୁର ଜିଲ୍ଲା…
ଭାରସାମ୍ୟ ହରାଇ କଲଭର୍ଟ ଉପରକୁ ଚଢ଼ିଗଲା ଟ୍ରକ୍; ଡ୍ରାଇଭର ମୃତ, ଅଳ୍ପକେ ବର୍ତ୍ତିଲା ହେଲ୍ପର
ବିଶୋଇ: ମୟୂରଭଂଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନଂ ଜାତୀୟ ରାଜପଥସ୍ଥିତ ସ୍ଥାନୀୟ ଚଟାଣି ଛକ ନିକଟରେ ଏକ ଆଇରନ ବଝେଇ ଟ୍ରକ୍ ଭାରସାମ୍ୟ ହରାଇ କଲଭର୍ଟ ଉପରକୁ ଚଢ଼ିଯିବା ଫଳରେ ଘଟଣାସ୍ଥଳରେ ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ହେଲ୍ପର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତ ଟ୍ରକ…
ବିଷଦେଇ ଅସ୍ଥାୟୀ ବନ କର୍ମଚାରୀଙ୍କୁ ହତ୍ୟା ମାମଲା: ତତକାଳୀନ ରେଞ୍ଜର ଓ ୨ ଫରେଷ୍ଟର ଗିରଫ
ଯଶିପୁର/ପଦ୍ମପୁର: ବିଷଦେଇ ଅସ୍ଥାୟୀ ବନ କର୍ମଚାରୀଙ୍କୁ ହତ୍ୟା ମାମଲାରେପୁଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଯଶୀପୁର ଥାନା ପୁଲିସ ପୂର୍ବତନ ରେଞ୍ଜର ଶିବ ଶଙ୍କର ସାମଲ ଓ ୨ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ ଅନ୍ୟ ଦୁଇ ଅଭିଯୁକ୍ତ ହେଲେ ଗରାଣ୍ଡିଆ ବିଟର ଫରେଷ୍ଟର ଚନ୍ଦ୍ରଭାନୁ ବେହେରା ଓ…
ଜମିପଟ୍ଟା ପାଇଁ ତିହସିଲର କନିଷ୍ଠ କିରାଣୀ ୪୦ ହଜାର ନେଉଥିଲେ ଲାଞ୍ଚ, ମାଡ଼ିବସିଲା ଭିଜିଲାନ୍ସ
ବାରିପଦା: ଭିଜିଲାନ୍ସ ଜାଲରେ ତହସିଲ କିରାଣି। ମୟୂରଭଞ୍ଜ ଜିଲ୍ଲା ଯଶୀପୁର ତହସିଲର କନିଷ୍ଠ କିରାଣି ଭାର୍ଗବ ଚନ୍ଦ୍ର ମହାକୁଡ଼ଙ୍କୁ ମାଡିବସିଲା ଭିଜିଲାନ୍ସ। ଯଶୀପୁର ବ୍ଲକ କାଳିଆଣି ଗାଁର ଭୀଷ୍ମ ଚରଣ ହେମ୍ବ୍ରମଙ୍କ ଠାରୁ ଜମିପଟ୍ଟା କରିଦେବାକୁ ନେଇ ୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ…
ଘରେ ଶୋଇଥିବା ବେଳେ ଲଗାଇ ଦେଲେ ନିଆଁ: ଦମ୍ପତି ଗୁରୁତର
ଉଦଳା: ଯୁବକ ଘଟାଇଲେ ନାରକୀୟ କାଣ୍ଡ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଡ଼ୋଶୀଙ୍କ ଘରେ ନିଆଁ ଲଗାଇଦେଲେ ଯୁବକ। ଘରେ ଶୋଇଥିବା ବେଳେ ନିଆଁ ଲାଗିବା ଫଳରେ ନିଆଁରେ ପୋଡି ହୋଇ ଗୁରୁତର ହୋଇଛନ୍ତି ସ୍ୱାମୀ ଏବଂ ସ୍ତ୍ରୀ। ଏଭଳି ଘଟଣା ଘଟିଛି କପ୍ତିପଦା ଥାନା ନୂଆସାହି ଗ୍ରାମରେ।
ସୂଚନା…