Sign in
Sign in
Recover your password.
A password will be e-mailed to you.
Browsing Category
ନବରଙ୍ଗପୁର
ସ୍ୱତନ୍ତ୍ର ସଘନ ସଂଶୋଧନ–୨୦୨୬ ଅନ୍ତର୍ଗତ ଖସଡ଼ା ଭୋଟର ତାଲିକା ପ୍ରକାଶ
ନବରଙ୍ଗପୁର, ତା. ୦୫.୦୭.୨୦୨୬: ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟବ୍ୟାପୀ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision–SIR), ୨୦୨୬ କାର୍ଯ୍ୟକ୍ରମ ଅନ୍ତର୍ଗତ ଆଜି ନବରଙ୍ଗପୁର ଜିଲ୍ଲାର ଖସଡ଼ା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା…
ନବରଙ୍ଗପୁରରେ ‘ବିକଶିତ ଭାରତ-ଗ୍ୟାରେଣ୍ଟି ଫର୍ ରୋଜଗାର ଏବଂ ଆଜୀବିକା ମିଶନ (ଗ୍ରାମୀଣ)’ର ଜିଲ୍ଲାସ୍ତରୀୟ ଶୁଭାରମ୍ଭ
ନବରଙ୍ଗପୁର, ତା. ୦୨.୦୭.୨୦୨୬:(ଶେଖର ଖୁରା) ବିକଶିତ ଭାରତ @୨୦୪୭ର ପରିକଳ୍ପନାକୁ ସାକାର କରିବା ତଥା ଗ୍ରାମୀଣ ପରିବାରମାନଙ୍କର ଆର୍ଥିକ ସଶକ୍ତିକରଣ ଓ ଆଜୀବିକାର ସ୍ଥାୟୀ ବିକାଶକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ‘ବିକଶିତ ଭାରତ-ଗ୍ୟାରେଣ୍ଟି ଫର୍ ରୋଜଗାର ଏବଂ ଆଜୀବିକା…
ତେନ୍ତୁଳୀଖୁଣ୍ଟି ଥାନାରେ ‘ଆମ ପୋଲିସ’ କାର୍ଯ୍ୟକ୍ରମ ଅନୁଷ୍ଠିତ
ନବରଙ୍ଗପୁର ୧ ଜୁଲାଇ:2026(ଶେଖର ଖୁରା )ନବରଙ୍ଗପୁର ଜିଲ୍ଲା ତେନ୍ତୁଳୀଖୁଣ୍ଟି ପୋଲିସ ବିଭାଗ ପକ୍ଷରୁ ଆଜି ତେନ୍ତୁଳୀଖୁଣ୍ଟି ଥାନା ପରିସରରେ 'ଆମ ପୋଲିସ' କାର୍ଯ୍ୟକ୍ରମ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରାଣବ କୁମାର ଟୁଡୁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା।
ଏହି କାର୍ଯ୍ୟକ୍ରମରେ…
ନବରଙ୍ଗପୁରରେ ୯୦ ଲିଟର ଦେଶୀ ମଦ ଜବତ, ଦୁଇ ଅଭିଯୁକ୍ତ ଗିରଫ
ନବରଙ୍ଗପୁର, ୩୦.୦୬.୨୦୨୬:(ଶେଖର ଖୁରା) ଜିଲ୍ଲାପାଳ ଡ଼ଃ ମହେଶ୍ୱର ସ୍ୱାଇଁ ଏବଂ ଅବକାରୀ ଅଧିକ୍ଷକ ପ୍ରତାପ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ, ଅବକାରୀ ନିରୀକ୍ଷକ ଦିଲ୍ଲୀପ କୁମାର ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆଜି ନବରଙ୍ଗପୁର ଥାନା ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ପେଟ୍ରୋଲିଂ ଓ…
ଝରିଗାଁ ଠାରେ ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ନବରଙ୍ଗପୁର ତା ୨୯.୬.୨୦୨୬: (ଶେଖର ଖୁରା )ଆଜି ଝରିଗାଁ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଡ଼. ପ୍ରମୋଦ କୁମାର ପୃଷ୍ଟି ଏବଂ ଆରକ୍ଷୀ ଅଧୀକ୍ଷକ କାଶ୍ୟପ ପାର୍ଥ ଜଗଦୀଶ ଙ୍କ ଯୁଗ୍ମ…
ଗୁମ୍ମା ଘାଟିରେ ଦୁର୍ଘଟଣା ଯୋଗୁଁ ୩୨୬ ରାସ୍ତା ଜାମ
ରାୟଗଡା, ୨୭/୬(ଭି ଗୌରୀ ଶଙ୍କର ରାଓ): ରାୟଗଡା ଜିଲ୍ଲା ସଦର ବ୍ଲକ ଗୁମ୍ମା ଘାଟିରେ ଗୋଟିଏ ଟ୍ରଲର ଓଲଟିବା ଯୋଗୁଁ ଜାତୀୟ ରାଜପଥ ୩୨୬ ରେ ଯାତାୟାତ ବାଧାପ୍ରାପ୍ତ ହୋଇଯାଇଛି I ଫଳରେ ଜାତୀୟ ରାଜପଥରେ ଉଭୟ ପାର୍ଶ୍ୱରେ ଶତାଧିକ ବସ୍ ଟ୍ରକ୍ ଅଟକି ରହିଛି I ହଜାର ହଜାର ଯାତ୍ରୀ ରାତି ସାରା ଜଙ୍ଗଲ…
ନବରଙ୍ଗପୁର ଠାରେ ଉଦ୍ୟମୀ ଓଡ଼ିଶା ଏମ ଏସ ଏମ ଇ କାର୍ଯ୍ୟକ୍ରମ ଅନୁଷ୍ଠିତ
ନବରଙ୍ଗପୁର ୨୭.୬.୨୦୨୬:(ଶେଖର ଖୁରା,)ଜିଲ୍ଲାରେ ଉଦ୍ୟୋଗିତାକୁ ପ୍ରୋତ୍ସାହିତ କରିବା ଏବଂ MSME ଇକୋସିଷ୍ଟମକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଆଜି ମିଶନ୍ ଶକ୍ତି ସମ୍ମିଳନୀ କକ୍ଷ, ନବରଙ୍ଗପୁରଠାରେ ଉଦ୍ୟମୀ ଓଡ଼ିଶା MSME କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର…
୮୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ: ଭିଜିଲାନ୍ସ ଜାଲରେ ରାଇଘର ପ୍ରାଣୀଧନ ନିରୀକ୍ଷକ
ନବରଙ୍ଗପୁର : ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାରେ ଦୁର୍ନୀତି କରି ଆଜି ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ସରକାରୀ କର୍ମଚାରୀ। ନବରଙ୍ଗପୁର ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀଙ୍କ (CDVO) ଅଧୀନରେ ଥିବା ରାଇଘରର ପ୍ରାଣୀଧନ ନିରୀକ୍ଷକ (LI) ପ୍ରଫୁଲ୍ଲ ହାଲଦାରଙ୍କୁ…
ନବରଙ୍ଗପୁର -ଜୟପୁର ରେଳପଥ ପ୍ରକଳ୍ପର ଭୂମି ଅଧିଗ୍ରହଣ ବାବଦ ତୃତୀୟ ପର୍ଯ୍ୟାୟ କ୍ଷତି ପୂରଣ ରାଶି ବିତରଣ କାର୍ଯ୍ୟକ୍ରମ
ନବରଙ୍ଗପୁର ତା ୨୩.୬.୨୦୨୬:(ଶେଖର ଖୁରା )ଆଜି ସ୍ଥାନୀୟ ପୋଲିସ ପଡ଼ିଆ ଠାରେ ନବରଙ୍ଗପୁର ଜୟପୁର ରେଳପଥ ପ୍ରକଳ୍ପ ସକାଶେ ଭୂମି ଅଧିଗ୍ରହଣ ବାବଦ ତୃତୀୟ ପର୍ଯ୍ୟାୟ କ୍ଷତି ପୂରଣ ରାଶି ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…
ପ୍ରାକୃତିକ ଓ ଜୈବିକ ଚାଷ କର୍ମଶାଳା ଅନୁଷ୍ଠିତ
ନବରଙ୍ଗପୁର, ୨୧.୦୬.୨୦୨୬: (ଶେଖର ଖୁରା )କୃଷି ବିଜ୍ଞାନ କେନ୍ଦ୍ର (କେଭିକେ), ନବରଙ୍ଗପୁର ଠାରେ ଆଜି ପ୍ରାକୃତିକ ଓ ଜୈବିକ ଚାଷ ସମ୍ବନ୍ଧୀୟ ଏକ ଦିନିଆ କର୍ମଶାଳା ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ, ନବରଙ୍ଗପୁର ସୁଧିର ରଂଜନ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କୃଷକମାନଙ୍କ…