Sign in
Sign in
Recover your password.
A password will be e-mailed to you.
Browsing Category
ନୟାଗଡ଼
ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ; ଜାତୀୟ ଯୁବ ସପ୍ତାହ ପାଳିତ
ବୋଲଗଡ ବ୍ଲକ୍ ଟିକାତାଳସ୍ଥ ଶ୍ରୀରାମକୃଷ୍ଣ ସେବାଶ୍ରମରେ ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ଉପଲକ୍ଷେ ଜାତୀୟ ଯୁବ ସପ୍ତାହ ପାଳିତ ହୋଇଯାଇଛି। ଅନୁଷ୍ଠାନର ପ୍ରତିଷ୍ଠାତା ସଂପାଦକ ସ୍ବାମୀ ଭାଗବତାନନ୍ଦ ମହାରାଜାଙ୍କ ମାର୍ଗଦର୍ଶନରେ ସଭାପତି ବିଜୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ନୂଆଗାଁ ରୋଡ଼-ଦଶପଲ୍ଲା ରେଳ ସେକ୍ସନ ଉଦ୍ଘାଟନ କରିବେ କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା…
ଦଶପଲ୍ଲା: କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କର ତିନି ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମରେ ଆସି ଆସନ୍ତା ୫ ତାରିଖ (ଶୁକ୍ରବାର) ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ। ତାଙ୍କ ଗସ୍ତ ସମୟରେ ଶ୍ରୀ ବୈଷ୍ଣବ ନୟାଗଡ଼…
ଓଡ଼ଗାଁ ବ୍ଲକ୍ ପାଇଁ ଗୌରବ ସାଜିଲେ ତମନ୍ନା ଓ ନୀଲମ୍
ଓଡ଼ଗାଁ,୧୩/୧୨(ନି.ପ୍ର):ଗତ ୧୧ ଓ ୧୨ ତାରିଖ ଦୁଇ ଦିନ ଧରି ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ୩୩ତମ ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ସେମିନାର୍ ଅନୁଷ୍ଠିତ ହୋଇଥିଲା।ଉକ୍ତ ପ୍ରଦର୍ଶନୀରେ ଜୁନିୟର ବିଭାଗରେ ସରକାରୀ ଉ.ପ୍ରା.ବିଦ୍ୟାଳୟ,ଦଣ୍ଡୋରର ଚତୁର୍ଥଶ୍ରେଣୀ…
ବର୍ଷା ଅଭାବରୁ ଧାନ ବିଲ ଫାଟି ଆଁ
ଭାପୁର: ଭାପୁର ବ୍ଲକ୍ ଅଞ୍ଚଳରେ ଆବଶ୍ୟକ ବର୍ଷାଠାରୁ କମ୍ ବର୍ଷା ହୋଇଥିବା ଯୋଗୁ ଚାଷ କାର୍ଯ୍ୟରେ ଅସୁବିଧା ଉପୁଜିଛି। ଗତ କିଛି ଦିନ ହେଲା ଲଘୁଚାପ ବର୍ଷା ହେଲା, କିନ୍ତୁ ଆବଶ୍ୟକ ପରିମାଣର ବର୍ଷା ହୋଇନଥିଲା। ବର୍ତ୍ତମାନ ଆକାଶରେ କଳାହାଣ୍ଡିଆ ବର୍ଷା ଉଠାଉଛି କିନ୍ତୁ ବରଷୁନାହିଁ। ବର୍ଷା…
ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ: ସ୍ବତନ୍ତ୍ର କ୍ୟାବିନ୍ ପାଲଟିଛି ଗୋଦାମ
ନୟାଗଡ଼: ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କ ପାଇଁ ଥିବା ସ୍ବତନ୍ତ୍ର କ୍ୟାବିନ୍ ଗୋଦାମରେ ପରିଣତ ହୋଇଛି। ଏଠାରେ ଚିକିତ୍ସାଳୟରେ ନିର୍ମାଣ କାର୍ଯ୍ୟ ପାଇଁ ନିୟୋଜିତ ଠିକା ସଂସ୍ଥାର ସିମେଣ୍ଟ୍ଠାରୁ ଆରମ୍ଭ କରି ଅନ୍ୟାନ୍ୟ ସାମଗ୍ରୀ ରଖାଯାଇଛି। ରୋଗୀଙ୍କ ସ୍ବାର୍ଥକୁ ପଛରେ…
ହାଇୱ। ଧକ୍କାରେ ଯୁବକ ମୃତ
ଭାପୁର: ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ଭାପୁର ବଜାର ପଶ୍ଚିମ ପଟେ ରାତି ବାରଟା ସମୟରେ ହାଇୱ। ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଉତ୍ତେଜିତ ଲୋକେ କ୍ଷତିପୂରଣ ଦାବିରେ ଫତେଗଡ଼-ଖଣ୍ଡପଡ଼ାକୁ ସଂଯୋଗ ମୁଖ୍ୟ ରାସ୍ତାରେ ଟାୟାର ଜାଳି ଅବରୋଧ କରିଛନ୍ତି। ଫଳରେ…
ଛୁଆକୁ ମାରିବାକୁ ରାଜି ନହେବାରୁ ସ୍ବାମୀର ଆତ୍ମହତ୍ୟା ଅଭିଯୋଗ
ଶରଣକୁଳ: ଛୁଆକୁ ମାରିବାକୁ ସ୍ତ୍ରୀ ରାଜି ନହେବାରୁ ସ୍ବାମୀର ଆତ୍ମହତ୍ୟା ଅଭିଯୋଗ। ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ତୋଡିବାରୀ ଗାଁରେ ଘଟିଛି ଏଭଳି ଚାଞ୍ଚଲ୍ୟକରଣ ଘଟଣା। ୨୧ଦିନର ଶିଶୁକନ୍ୟାକୁ ମାରିବାକୁ ସ୍ତ୍ରୀ ରାଜି ନହେବାରୁ ସ୍ବାମୀ ଆତ୍ମହତ୍ୟା କରିଥିବାନେଇ ଥାନାରେ ଅଭିଯୋଗ କରିଛନ୍ତି…
ଓଡ଼ଗାଁ ବ୍ଲକ୍ ଶିକ୍ଷକ ସଂଘର ବିଶାଳ ରାଲି
ଓଡ଼ଗାଁ: ଆଜି ପୂର୍ବାହ୍ନ ସାଢ଼େ ଏଗାରଟା ସମୟରେ ରାଜରାସ୍ତା କିଛି ସମୟ ପାଇଁ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ଗଣବେଶରେ ଛାଇ ହୋଇଯାଇଥିଲା।ସ୍ଥାନୀୟ ଶ୍ରୀ ରଘୁନାଥ ମନ୍ଦିର ପରିସରରେ ଓଡ଼ଗାଁ ବ୍ଲକ୍ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କର ବିଶାଳ ସମାବେଶ ଦେଖିବାକୁ ମିଳିଥିଲା।ସରକାରଙ୍କ ଉଦ୍ଦେଶ୍ୟରେ…
ବିଲମାନପୁର ବିଦ୍ୟାଳୟ ରେ ଖୋଲିଲା କବ୍ ଓ ବୁଲବୁଲ
ଓଡ଼ଗାଁ: ଆଜି ଓଡ଼ଗାଁ ବ୍ଲକ୍ ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ବିଲାମାନପୁର ରେ ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ସ୍ ଓ ଗାଇଡସ୍ ଆନୁକୂଲ୍ୟରେ ଦୁଇଟି କବ୍ , ବୁଲବଲ୍ ୟୁନିଟ ଖୋଲା ଯାଇଛି। ଏଥିରେ ରାଜ୍ୟ ସଂଯୋଜକ ତଥା ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ରବିନ୍ଦ୍ର କୁମାର ନାୟକ ଯୋଗ ଦେଇ…
ଓଡ଼ଗାଁ ଶିକ୍ଷକ ସଂଘର ପ୍ରତିବାଦ ସଭା
ଓଡଗାଁ: ବ୍ଲକ ପ୍ରାଥମିକ ଶିକ୍ଷକ ସଙ୍ଘ (NPS)ର ସଭାପତି ନରେଶ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ବ୍ଲକର ଶତାଧିକ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ନେଇ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହେଇଯାଇଛି I ନଭେମ୍ବର 27 ଆନ୍ଦୋଳନ ସମୟରେ ସରକାରଙ୍କ ତରଫରୁ ମିଳିତ ପ୍ରାଥମିକ…