Browsing Category

ଜିଲ୍ଲା

ଅଜଣା ଗାଡ଼ିର ଧକ୍କାରେ ଯୁବକଙ୍କ ପ୍ରାଣହାନି: ପ୍ରେମଜନିତ ହତ୍ୟା ଅଭିଯୋଗ

କାମାକ୍ଷାନଗର/ଭୁବନ: ଢେଙ୍କାନାଳ ଜିଲ୍ଲାର ମଠକରଗୋଳ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଅଜଣା ଗାଡ଼ିର ଧକ୍କାରେ ଜଣେ ଯୁବକଙ୍କ ପ୍ରାଣହାନି ଘଟିଛି। ସୂଚନା ଅନୁଯାୟୀ, ସଞ୍ଜୟ କୁମାର ନାୟକଙ୍କ ଏକମାତ୍ର ପୁତ୍ର ସତ୍ୟବ୍ରତ କୁମାର ନାୟକ ଗତକାଲି ଜିରାଳକୁ ଯାଇଥିଲେ।…

ପାଗଳା କୁକୁର କାମୁଡ଼ାରେ ୩୦ରୁ ଅଧିକ ଲୋକ ଗୁରୁତର

ବାଲେଶ୍ୱର: ବାଲେଶ୍ୱର ସହର ସୁନହଟ ଅଂଚଳ ୧, ୪ ଓ ୧୧ ନମ୍ବର ୱାର୍ଡରେ ପାଗଳା କୁକୁର ଆକ୍ରମଣ କରି ୩୦ରୁ ଅଧିକ ଲୋକଙ୍କୁ ଗୁରୁତର ଆହତ କରିଛି। ସମସ୍ତେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ରହେମଦ ଖାନ, ଶେଖ ଅମାନୁଲ୍ଲ, କମରୁଲ ବିବି, ଶେଖ କାଦର, ଗୋପାଳ ଚନ୍ଦ୍ର ସେଠୀ, ଶେଖ…

ପୌର ନିଗମରେ ବିପର୍ଯ୍ୟସ୍ତ ପରିମଳ, ଅନୁମତି ପରେ ବି ସବୁ ୱାର୍ଡରେ ଆରମ୍ଭ ହେଲାନି ସଫେଇ

କଟକ: ସହରର ପରିମଳ ଟେଣ୍ଡରକୁ ନେଇ ସରକାରଙ୍କ ପକ୍ଷରୁ ଗଲା ସେପ୍ଟେମ୍ବର ମାସରେ ଅନୁମତି ମିଳିଥିଲା। ମାତ୍ର ଏହା ମଧ୍ୟରେ ୨ମାସ ବିତି ଯାଇଥିଲେ ବି ଏହାକୁ ସଂପୂର୍ଣ୍ଣ ଭାବେ ନିଗମର ସବୁ ୱାର୍ଡରେ କାର୍ଯ୍ୟକ୍ଷମ କରାଯାଇ ପାରିଲା ନାହିଁ। ଦୁଇ ମାସ ମଧ୍ୟରେ ନିଗମର ୫୯ଟି ୱାର୍ଡରୁ କେବଳ ୨୫ଟି…

ମାଛ ବୋଝେଇ ପିକଅପ ଦୁର୍ଘଟଣାଗ୍ରସ୍ତ: ଚାଳକ ମୃତ, ଦୁଇ ଗୁରୁତର

ଜଳେଶ୍ଵର: ବାଲେଶ୍ବର ଜିଲ୍ଲାର ଜଳେଶ୍ଵର-ଚନ୍ଦନେଶ୍ବର ୫୭ ନମ୍ବର ରାଜ୍ୟ ରାଜପଥର ବାଣିଦା ଛକ ନିକଟରେ ଗତକାଲି ମଧ୍ୟରାତ୍ରିରେ ବାହାବଳପୁରରୁ ଦୀଘାକୁ ଯାଉଥିବା ଏକ ମାଛ ବୋଝେଇ ପିକଅପ ଦୁର୍ଘଟଣାଗ୍ରସ୍ତ ହେବାରୁ ପିକଅପ ଚାଳକର ମୃତ୍ୟୁ ହୋଇଥିବା ବେଳେ ଆଉ ଦୁଇ ଜଣ ଗୁରୁତର ହୋଇଛନ୍ତି।…

ଏଏସ୍ଓ ନିଯୁକ୍ତି ପରୀକ୍ଷାର ଚୂଡ଼ାନ୍ତ ଫଳ ପ୍ରକାଶ ଉପରେ ଅନ୍ତରୀଣ ରୋକ ଲଗାଇଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ

କଟକ: ଏଏସ୍ଓ ପରୀକ୍ଷାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ଏଏସ୍ଓ ନିଯୁକ୍ତି ପରୀକ୍ଷାର ଚୂଡାନ୍ତ ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରୋକ ଲଗାଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ତେବେ କମ୍ପ୍ୟୁଟର ପ୍ରୋଫିସିଏନସି ଟେଷ୍ଟ ଜାରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା ଲୋକସେବା…

ଜମିପଟ୍ଟା ପାଇଁ ତିହସିଲର କନିଷ୍ଠ କିରାଣୀ ୪୦ ହଜାର ନେଉଥିଲେ ଲାଞ୍ଚ, ମାଡ଼ିବସିଲା ଭିଜିଲାନ୍ସ

ବାରିପଦା: ଭିଜିଲାନ୍ସ ଜାଲରେ ତହସିଲ କିରାଣି। ମୟୂରଭଞ୍ଜ ଜିଲ୍ଲା ଯଶୀପୁର ତହସିଲର କନିଷ୍ଠ କିରାଣି ଭାର୍ଗବ ଚନ୍ଦ୍ର ମହାକୁଡ଼ଙ୍କୁ ମାଡିବସିଲା ଭିଜିଲାନ୍‌ସ। ଯଶୀପୁର ବ୍ଲକ କାଳିଆଣି ଗାଁର ଭୀଷ୍ମ ଚରଣ ହେମ୍ବ୍ରମଙ୍କ ଠାରୁ ଜମିପଟ୍ଟା କରିଦେବାକୁ ନେଇ ୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ…

କୋର୍ଟ ଭିତରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: କାରଣ ଅସ୍ପଷ୍ଟ

ବ୍ରହ୍ମପୁର: ବ୍ରହ୍ମପୁର ଏସଡିଜେଏମ କୋର୍ଟ ଭିତରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାଯାଇଛି। ଆଜି ଜଣେ ମହିଳା ହଠାତ କୋର୍ଟକୁ ଆସି ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ। କୋର୍ଟରେ ଥିବା ପୁଲିସ କର୍ମଚାରୀ ମହିଳାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ଉଦ୍ଧାର…

ଗରିବ ଲୋକଙ୍କ ହକ୍ ପାଇଁ ମୁଁ ଲଢ଼ୁଛି: ମୁଖ୍ୟମନ୍ତ୍ରୀ

ବରଗଡ଼: ନିର୍ବାଚନ ପ୍ରଚାର ଲାଗି ପଦ୍ମପୁରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଆଜି ପଦ୍ମପୁର ନିର୍ବାଚନମଣ୍ଡଳୀ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପଦ୍ମପୁର ନିକଟସ୍ଥ…

ପୋଲତଳୁ ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

ବୌଦ୍ଧ: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ବାଇପାସ ରାସ୍ତା କଡ଼ ଏକ ପୋଲ ତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ଚିତ୍ତରଞ୍ଜନ ନାଏକ। ସେ ଜଣେ ବ୍ୟାଙ୍କ କର୍ମଚାରୀ ହୋଇଥିବା ବେଳେ ମନମୁଣ୍ଡା ନିକଟ ଦେଉଳି ଗାଁରେ ଭଡ଼ାରେ ରହୁଥିବା ଜଣାଯାଇଛି। ଆଜି ସକାଳୁ…

‘ଜୟଦେବ’ ପୁରସ୍କାରପ୍ରାପ୍ତ ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ

କଟକ: ବର୍ଷିୟାନ ଅଭିନେତ୍ରୀ ଝରଣା ଦାସ ଆଉ ନାହାନ୍ତି। ଗତକାଲି ବିଳମ୍ବିତ ରାତିରେ କଟକ ଚଣ୍ଡୀ ଛକ ନିକଟସ୍ଥ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ବେତାରରେ ସେ ବେଶ ଲୋକପ୍ରିୟ ହେବା ପରେ ଷାଠିଏ ଦଶକରେ ସେ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ। …