Browsing Category

ଜିଲ୍ଲା

ହାସ୍ୟ ଅଭିନେତା ଗୋବିନ୍ଦ ବାରିକଙ୍କ ପରଲୋକ

ପଟ୍ଟାମୁଣ୍ତାଇ: ଯାତ୍ରା ଜଗତରେ ହାସ୍ୟ ଅଭିନୟରେ ନିଜର ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା ଅଭିନେତା ଗୋବିନ୍ଦ ଚନ୍ଦ୍ର ବାରିକ (ଗୋବିନ୍ଦ ଭାଇ)ଙ୍କର ୭୧ ବର୍ଷ ବୟସରେ ପରଲୋକ ଘଟିଛି। କଟକ ବଡ଼ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ଗୋବିନ୍ଦ ଦୀର୍ଘ ୪୦ ବର୍ଷ…

ଶ୍ରୀମନ୍ଦିର ଭିତରକୁ ପୁଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ମନା

ପୁରୀ: ଶ୍ରୀମନ୍ଦିର ଭିତରକୁ ପୁଲିସ କର୍ମଚାରୀଙ୍କୁ ସ୍ମାର୍ଟ ଫୋନ ମନା। ଏନେଇ ପୁରୀ ଏସପି କଡ଼ା ନିର୍ଦେଶ ଦେଇଥିବା ଜଣାଯାଇଛି। ଆଜିଠାରୁ ଶ୍ରୀମନ୍ଦିର ଭିତରେ କର୍ତ୍ତବ୍ୟରତ ପୁଲିସଙ୍କ ସ୍ମାର୍ଟଫୋନ ବ୍ୟବହାର ଉପରେ ଲାଗିଛି କଟକଣା। ପୂର୍ବରୁ ବିଭିନ୍ନ ସମୟରେ ଶ୍ରୀମନ୍ଦିର ଭିତରେ ମାଳମାଳ…

ଭାରସାମ୍ୟ ହରାଇ ବାଇକରୁ ପଡ଼ି ଚାଲିଗଲା ଯୁବକଙ୍କ ଜୀବନ

ଚିତ୍ରଡ଼ା: ମୟୂରଭଞ୍ଜ ଜିଲ୍ଲା ମୋରଡା ଥାନା ଅନ୍ତର୍ଗତ ପୁନେଇତାଣ୍ଡି ଠାରେ ଭାରସାମ୍ୟ ହରାଇ ଏକ ବାଇକରୁ ପଡ଼ି ଜଣେ ଜଣେ ଯୁବକ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଖବରରୁ ପ୍ରକାଶ କି ଗତ ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା। ବିଳମ୍ବିତ ରାତିରେ ଯୁବକଜଣକ ବାଇକରେ ଘରକୁ ଫେରୁଥିବା…

ପ୍ରଶାସକଙ୍କ ଡ୍ରାଇଭରଙ୍କୁ ହତ୍ୟାକଲା ପତ୍ନୀ: ଦୁଇ କୁନି ପୁଅଝିଅ ସାମ୍ନାରେ ହତ୍ୟା

ସୁନ୍ଦରଗଡ଼: ଦୁଇ କୁନି ପୁଅଝିଅଙ୍କ ସମ୍ମୁଖରେ ନିଜ ଓଢ଼ଣିରେ ସ୍ବାମୀଙ୍କ ତଣ୍ଟି ଚିପି ହତ୍ୟା କରିଛି ପତ୍ନୀ। ଏହି ମହିଳା ଜଣକ ସ୍ବାମୀ ଆତ୍ମହତ୍ୟା କରିଥିବା କହି ଘଟଣାକୁ ଲୁଚାଇବା ପାଇଁ ଉଦ୍ୟମ କରିଥିଲେ ମଧ୍ୟ ସଫଳ ହୋଇପାରିନି। ହସ୍ପିଟାଲରେ ମୃତକଙ୍କ ବେକରେ ଦାଗ ଦେଖି ପୁଲିସକୁ ଖବର ଦେବାପରେ…

ବଲାଙ୍ଗୀର ରେଳ ଷ୍ଟେସନରୁ ୪୪ ଦାଦନ ଶ୍ରମିକ ଉଦ୍ଧାର

ବଲାଙ୍ଗୀର: ବଲାଙ୍ଗୀରରେ ଦାଦନ ଚାଲାଣ ଥମିବାର ନାଆଁ ନେଉନାହିଁ। ପୁଣି ଚାଲାଣବେଳେ ପୁଲିସ ୪୪ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଏମାନଙ୍କ ଘର ବେଲପଡ଼ା ଥାନା ରେଙ୍ଗାଳୀ ଗାଁରେ ବୋଲି ଜଣାଯାଇଛି। ଏହି ଦାଦନ ଶ୍ରମିକମାନେ ଘରୋଇ ବସରେ ବଲାଙ୍ଗୀର ରେଳ ଷ୍ଟେସନକୁ ଆସୁଥିଲେ। ସେମାନେ ଷ୍ଟେସନରୁ…

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନାଁରେ ସଂଗୀନ ଅଭିଯୋଗ ଆଣିଲେ ପିଏ: ଥାନାରେ ଏତଲା ଦେଲେ ସ୍ତ୍ରୀ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନାଁରେ ସଂଗୀନ ଅଭିଯୋଗ ଆଣିଛନ୍ତି ପିଏ ହେମନ୍ତ ଭୋଇ। ଏନେଇ ତାଙ୍କ ସ୍ତ୍ରୀ ଆଜି ଥାନାରେ ଲିଖିତ ଅଭିଯୋଗ କରିଥିବା ଜଣାଯାଇଛି। ପିଏ ହେମନ୍ତ ଭୋଇ କହିଛନ୍ତି ଯେ, ଜିଲ୍ଲାପାଳ ୨ ମାସ ହେଲାଣି ତାଙ୍କୁ ମୋତେ ଜାତିଆଣ ଆକ୍ଷେପ କରି ମାନସିକ ନିର୍ଯାତନା…

ମାଥିଲି ଅଂଚଳରୁ ମିଳିଲା ମାଓ ଡମ୍ପ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ପୁଲିସକୁ ପୁଣି ମିଳିଛି ବଡ ସଫଳତା। ମାଥିଲି ଥାନା ଅନ୍ତର୍ଗତ ଡାବଗୁଡା ଠାରେ ମାଓ ଡମ୍ପ ରହିଥିବା ପୁଲିସ ବିଶେଷ ସୂତ୍ରରୁ ଖବର ପାଇଥିଲା। ତୁରନ୍ତ ଏସଓଜି ଏବଂ ଡିଭିଏଫ ଯବାନଙ୍କ ମିଳିତ ସର୍ଚ୍ଚ ଅପରେସନରେ ଡାବଗୁଡା ଜଂଗଲରୁ ପୁଲିସ ମାଓ ଡମ୍ପକୁ ଉଦ୍ଧାର କରିଥିଲା।…

ବିରଜା ମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ; ମା’ଙ୍କର ହେଲା ମହାସାନ, ଦର୍ଶନ ପାଇବାରୁ ଶ୍ରଦ୍ଧାଳୁ ବଞ୍ଚିତ

ଯାଜପୁର: ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିରରେ ଜଣେ ଅଣହିନ୍ଦୁ ପ୍ରବେଶ କରିଛନ୍ତି। ଏହାକୁ ନେଇ ବିରଜାବାହିନୀ ପକ୍ଷରୁ ଯାଜପୁର ଥାନାରେ ଅଭିଯୋଗ ହୋଇଛି। ଅଣହିନ୍ଦୁଙ୍କ ପ୍ରବେଶ ଯୋଗୁଁ ମନ୍ଦିରରେ ଶୋଧନ କାର୍ଯ୍ୟ ହୋଇଛି। ତେଣୁ ଦୂରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁ…

ଆସନ୍ତା ମାର୍ଚ୍ଚ ସୁଦ୍ଧା ଖାଲି ପଡ଼ିଥିବା ୨୮୩୪ ପଦ ପୂରଣ କରାଯିବ: ଓଡ଼ିଶା ଲୋକସେବା ଆୟୋଗ ଅଧ୍ୟକ୍ଷ

କଟକ: ଏଏସଓ ପରୀକ୍ଷାରେ ଅନିୟମିତତା ଅଭିଯୋଗ ହେବା ପରେ ଅବଶେଷରେ ମୁହଁ ଖୋଲିଛନ୍ତି ଓଡ଼ିଶା ଲୋକସେବା ଆୟୋଗ ଅଧ୍ୟକ୍ଷ ଡକ୍ଟର ସତ୍ୟଜିତ ମହାନ୍ତି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସେ କହିଛନ୍ତି, ଅତ୍ୟନ୍ତ ସ୍ୱଚ୍ଛତାର ସହ ଏଏସଓ ପରୀକ୍ଷା ହୋଇଛି। ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶ ଅନୁଯାୟୀ,…

ଆସନ୍ତାକାଲିଠାରୁ ମାଟ୍ରିକ ଏସ୍‌ଏ-୧ ପରୀକ୍ଷା

କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ହାଇସ୍କୁଲ ସାର୍ଟିଫ‌ିକେଟ୍‌ ପରୀକ୍ଷା(ମାଟ୍ରିକ୍), ମଧ୍ୟମା(ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ (ଓପନ୍ ସ୍କୁଲ)ର ପ୍ରଥମ ସମ୍ମେଟିଭ୍ ଆସେସ୍‌ମେଣ୍ଟ(ଏସ୍ଏ-୧) ପରୀକ୍ଷା ଆସନ୍ତା ୨୩ ତାରିଖ…