Sign in
Sign in
Recover your password.
A password will be e-mailed to you.
Browsing Category
ଜିଲ୍ଲା
ନକଲି ଔଷଧ ଯୋଗାଉଥିବା ବିହାରର ୨ ବ୍ୟବସାୟୀ ଚିହ୍ନଟ: ତଦନ୍ତ ଜାରି
କଟକ: ନକଲି ଔଷଧ କାରବାର ମାମଲାରେ ବିହାର ଯାଇଥିବା କଟକ କମିସନରେଟ ପୋଲିସ ଟିମକୁ ସଫଳତା। ଚିହ୍ନଟ ହେଲେ ନକଲି ଔଷଧ ଯୋଗେଇ ଥିବା ବିହାରର ଦୁଇ ବ୍ୟବସାୟୀ। ଏନେଇ ଆଜି ସୂଚନା ଦେଇଛନ୍ତି ଡିସିପି ପିନାକ ମିଶ୍ର। ଉତ୍ପାଦନ କେଉଁଠାରେ ହୋଇଥଲା ତାର ଯାଞ୍ଚ କରୁଛି କମିସନରେଟ ପୁଲିସ।
ଡିସିପି…
ଗୋପାଳପୁରପଞ୍ଚାୟତ ରେ ବିଧାୟକ ଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ,
ତିର୍ତ୍ତୋଲ: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋପାଳପୁର(ଶଙ୍ଖେଶ୍ୱର) ପଂଚାୟତରେ ବିଧାୟକ ବିଜୟ ଶଙ୍କର ଦାସଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ର ଉଦଘାଟନ ଓ ଶିଳାନ୍ୟାସ ହୋଇଯାଇଛି. ବିଧାୟକ ଶ୍ରୀ ଦାସଙ୍କୁ ସମାଜସେବୀ ପ୍ରଭାସ ବେହେରାଙ୍କ ନେତୃତ୍ୱ ରେ ମୋଟରସାଇକେଲ ରାଲି ଦ୍ୱାରା…
ମୁଖ୍ୟ ଶାସନ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବଙ୍କର ଭଦ୍ରଖ ଜିଲ୍ଲାଗସ୍ତ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ.ପାଣ୍ଡିଆନ୍ ଆଜି ଭଦ୍ରଖ ଜିଲ୍ଲା ଅନ୍ତର୍ଗତ ଧାମରା ବନ୍ଦର ଏବଂ ଆରଡ଼ିଧାମ ପରିଦର୍ଶନ କରି ବିଭିନ୍ନ ପ୍ରକଳ୍ପର…
ବରିଷ୍ଠ କଂଗ୍ରେସ ନେତା ଗୋପାଳ କୃଷ୍ଣ ଜେନା ଙ୍କ ଦେହାନ୍ତ l
କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସର ବରିଷ୍ଠ ନେତାଙ୍କ ଅକାଳ ବିୟୋଗ ହୋଇ ଯାଇଛି । ସେ କିଛିଦିନ ହେବ କିଡ଼ନୀ ରୋଗ ରେ
ଆକ୍ରାନ୍ତ ହୋଇ ଅସୁସ୍ଥ ଥିଲେ , ତାଙ୍କ ମୃତ୍ୟୁର ଖବର ପାଇ କେନ୍ଦ୍ରାପଡ଼ା ବିଧାୟକ ଶ୍ରୀଯୁକ୍ତ ଶଶୀଭୂଷଣ , ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ,…
କାର୍ତ୍ତିକରେ ଦିନ ୧୨ଟା ସୁଦ୍ଧା ମିଳିବ ମହାପ୍ରସାଦ
ପୁରୀ : କାର୍ତ୍ତିକ ମାସରେ ଦିନ ୧୨ଟା ସୁଦ୍ଧା ଭକ୍ତଙ୍କୁ ମିଳିବ ମହାପ୍ରସାଦ। ଭୋର ୪ଟାରୁ ଖୋଲିବ ଶ୍ରୀମନ୍ଦିର ଦ୍ବାର। ସକାଳ ୫ଟାରେ ମଙ୍ଗଳ ଆଳତି ଏବଂ ୬ଟା ୩୦ରୁ ୭ଟା ୩୦ ମଧ୍ୟରେ ଠାକୁରଙ୍କୁ ରାଧା ଦାମୋଦର ବେଶ କରାଯିବ। ଦିନ ୧୦ଟାରୁ ୧୦ଟା ୩୦ ମଧ୍ୟରେ ବାଳଧୂପ କରାଯିବ। ଭକ୍ତମାନେ ଯେପରି…
ଡାକ୍ତର ଦୀନବନ୍ଧୁ ମହାରଣାଙ୍କୁ ଜାତୀୟ ବିଶ୍ୱକର୍ମା ସମ୍ମାନ
କଟକ: ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ନିକଟ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ମନ୍ଦିର ପ୍ରାଙ୍ଗଣରେ ବିଶ୍ୱକର୍ମ।। ସମିତି ପକ୍ଷରୁ ରାଜ୍ୟସ୍ତରୀୟ ବିଶ୍ୱକର୍ମା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆୟୁର୍ବେଦ ଚିକିତ୍ସା, ସ୍ୱାସ୍ଥ୍ୟ ସାହିତ୍ୟ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ…
ଛତ୍ରପୁର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଦେହାନ୍ତ
ଛତ୍ରପୁର: ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ଦେହାନ୍ତ ହୋଇଛି । ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ତାଙ୍କର ଦେହାନ୍ତ ହୋଇଥିବା ଖବର ମିଳିଛି । ସୂଚନା ମୁତାବକ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା ।…
ଆପ୍ ଗଞ୍ଜାମ ଜିଲ୍ଲା କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ।
ବ୍ରହ୍ମପୁର: ୨୧/୦୯ ସ୍ଥାନୀୟ ଡାଇମଣ୍ଡ ଜୁବୁଲି ଟାଉନ ହଲରେ ଆମ୍ ଆଦମୀ ପାର୍ଟି ଗଞ୍ଜାମ ଜିଲ୍ଲାର କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାର ବିଭିନ୍ନ ବ୍ଲକ ଓ ଏନ.ଏ.ସି ରୁ ଶତାଧିକ କାର୍ଯ୍ୟକର୍ତ୍ତା ରୋଲଣ୍ଡ କଲେଜ ଛକ ଠାରୁ ମୋଟର ସାଇକେଲ ଶୋଭାଯାତ୍ରାରେ ବାହାରି ସ୍ଲୋଗାନ…
ହଡପ କରିନେଲେ ଫନି ବାତ୍ୟା ସହାୟତା : ନସ୍କରପୁର ପ୍ରାଥମିକ ବିଦ୍ୟାଳୟରେ ଜିଲ୍ଲା ଭିଜିଲାନ୍ସ ଟିମର ତଦନ୍ତ
ବାଲେଶ୍ଵର : ୨୧/୯ ଭୋଗରାଇ ବ୍ଲକ ଜଗନ୍ନାଥପୁର ପଞ୍ଚାୟତ ଅନ୍ତର୍ଗତ ନସ୍କରପୁର ପ୍ରାଥମିକ ବିଦ୍ୟାଳୟରେ ସରକାରୀ ଅନୁଦାନ ଅର୍ଥରାଶି ହଡ଼ପ ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ବୁଧବାର ଅପରାହ୍ନରେ ଜିଲ୍ଲା ଭିଜିଲାନ୍ସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିବା ଦେଖିବାକୁ ମିଳିଛି ।…
ଗାଜଲବାଡ଼ି ଘାଟିରେ ଭୂସ୍ଖଳନ: ଯାତାୟାତ ବାଧାପ୍ରାପ୍ତ
ବାଲିଗୁଡା: ଲଘୁଚାପ ଜନିତ ବର୍ଷାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ନିକଟସ୍ଥ ଗାଜଲବାଡ଼ି ଘାଟିରେ ଭୁସ୍ଖଳନ ହୋଇଥିବା ଦେଖିବାକୁ ମିଳିଛି । ଗୋପାଳପୁର-ରାୟପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥ ସ୍ଥିତ ଗାଜଲବାଡ଼ି ଘାଟିରେ ଭୁସ୍ଖଳନ ହେବା ଫଳରେ…