Sign in
Sign in
Recover your password.
A password will be e-mailed to you.
Browsing Category
ଜିଲ୍ଲା
ଜରିପାଲ ଖଣ୍ଡେ ପାଇଁ ତହସିଲଦାର ଙ୍କ ଗୋଡତଳେ ପଡି ଗୁହାରି କଲେ ଜନପ୍ରତିନିଧି ।
ସୁବର୍ଣ୍ଣପୁର : ଜରି ପାଲ ଖଣ୍ଡିଏ ପାଇଁ ତହସିଲଦାରଙ୍କ ଗୋଡ ଧରିଲେ ଜିଲ୍ଲା ପରିଷଦ ସଦସ୍ୟ । ଏଭଳି ଅଭାବନୀୟ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ତହସିଲ କାର୍ଯ୍ୟାଳୟରେ । ସୁଚନା ଅନୁସାରେ ଚଳିତ ବନ୍ୟାରେ ବିରମହାରାଜପୁର ତହସିଲ ଅଂଚଳରେ ବହୁ ଲୋକଙ୍କ ଘର ଦ୍ବାର ଭାଙ୍ଗି…
କୁମ୍ଭୀର ଦେଖି ଆତଙ୍କିତ ତିର୍ତ୍ତୋଲ ବନ୍ୟାଞ୍ଚଳବାସୀ ।
ଜଗତସିଂହପୁର ୨୦/୮: ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ମହାନଦୀରେ ଏକ କୁମ୍ଭୀର ବୁଲୁଥିବାର ସ୍ଥାନୀୟ ଲୋକେ ଦେଖିବା ପରେ ବନ୍ୟାପାଣିରେ ଉବୁଟୁବୁ ହେଉଥିବା ଧୋୟା ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ସୂଚନାନୁଯାୟୀ ଉକ୍ତ ବ୍ଲକ ଅଧିନସ୍ଥ କୃଷ୍ଣାନନ୍ଦପୁର ପଞ୍ଚାୟତ ପୋଲିସ୍ ଫାଣ୍ଡି ନିକଟସ୍ଥ…
ବାଲିଯାତ୍ରା କରିବା ପାଇଁ ଜିଲ୍ଲାପାଳ ଙ୍କର ସୂଚନା ।
କଟକ : ଦୁଇ ବର୍ଷର ବ୍ୟବଧାନ ପରେ ଲୋକାରଣ୍ୟ ମଧ୍ୟରେ ଆୟୋଜିତ ହେବ ଐତିହାସିକ କଟକ ବାଲିଯାତ୍ରା । କରୋନା ମହାମାରୀ କାରଣରୁ ଦୁଇ ବର୍ଷ ବାଲିଯାତ୍ରାକୁ ବନ୍ଦ ରଖିଥିଲା ପ୍ରଶାସନ । ପୁଣି ଥରେ ଚଳଚଞ୍ଚଳ ହେବ କଟକ ବାଲିଯାତ୍ରା ପଡ଼ିଆ । କୋଭିଡ ମହାମାରୀର ପ୍ରକୋପ କମିବା ପରେ ବାଲିଯାତ୍ରା କରିବା…
କଟକ ବନ୍ୟା ସ୍ଥିତି କୁ ନେଇ ଜିଲ୍ଲାପାଳଙ୍କ ବିବୃତି
କଟକ ୨୦।୮: କଟକ ଜିଲ୍ଲାର ବନ୍ୟା ସ୍ଥିତି ନିୟନ୍ତ୍ରଣ ଭିତରେ ଅଛି । ସମସ୍ତ ବିପନ୍ନଙ୍କ ପାଖରେ ୧୫ ଦିନ ପାଇଁ ରିଲିଫ ପହଞ୍ଚାଇ ଦିଆଯାଇଛି ବୋଲି ଜିଲ୍ଲାପାଳ କହିଛନ୍ତି । ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଥିବା ସମସ୍ତ ଅଞ୍ଚଳକୁ ବିଦ୍ୟୁତ ସଂଯୋଗ ଦିଆସରିଛି । ପାଣି ଛାଡ଼ିଲା ମାତ୍ରେ କ୍ଷୟ…
ସୋନପୁର ଗଡଜାତ ତଥା ପଞ୍ଚରା ଅଞ୍ଚଳପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ।
ସୁବର୍ଣ୍ଣପୁର- ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଏବେ ସଜବାଜ ଆରମ୍ଭ ହୋଇଯାଇଛି । ପ୍ରତିବର୍ଷ ଭାଦ୍ରବ ପଂଚମୀ ତିଥିରେ ନୂଆଁଖାଇ ପର୍ବ ପାଳିତ ହୋଇ ଆସୁଛି ା ସେହିପରି ସୁବର୍ଣ୍ଣପୁର ଗଡଜାତ ତଥା ପଞ୍ଚରା ଅଂଚଳ ପାଇଁ ଏବର୍ଷ ପଣ୍ଡିତ ମହାସଭା ସ୍ଥାନିୟ ଜଗନ୍ନାଥ ମନ୍ଦିର ମୁକ୍ତି ମଣ୍ଡପରେ…
ଭଦ୍ରକରେ ସବୁ ସ୍କୁଲ ବନ୍ଦ, ବାଲେଶ୍ୱରକୁ ଆଲର୍ଟ ଜାରି
ଭୁବନେଶ୍ୱର: ଆଇଏମଡିର ସୂଚନା ଅନୁଯାୟୀ, ରାଜ୍ୟର ୪ଟି ଜିଲ୍ଲାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ରାତିରୁ କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ବର୍ଷାକୁ ନେଇ ଭୟଭୀତ ନ ହୋଇ ପ୍ରଶାସନର…
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି
ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଶୁକ୍ରବାର ଲଗ୍ନ ଧାର୍ଯ୍ୟ ହୋଇଛି। ସେପ୍ଟେମ୍ବର ୧ ତାରିଖ ନୂଆଖାଇରେ ମା’ ସମଲେଶ୍ବରୀଙ୍କଠାରେ ନବାନ୍ନ ଲାଗି ହେବା ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ସକାଳ ୧୦ଟା ୫୬ରୁ ୧୧ଟା ୧୦ ମଧ୍ୟରେ ମା’ଙ୍କୁ ନବାନ୍ନ ଲାଗି ହେବ।
କେନ୍ଦୁଝର ଜିଲ୍ଲା ଯାଦବ ମହାସଭା ତରଫରୁ ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ ପାଳିତ
କେନ୍ଦୁ ଝରଜିଲ୍ଲା : ଯାଦବ ମହାସଭା ତରଫରୁ ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ ପାଳିତ । ଜିଲ୍ଲା ସଭାପତି ପ୍ରଦୀପ କୁମାର ବାରିକଙ୍କ ବାସଭବନରେ ଦୁଇ ଦିନ ବ୍ୟାପୀ ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । କେନ୍ଦୁଝର ଗଡ ପୌରାଞ୍ଚଳ ଯାଦବ ସମିତିର ସଦସ୍ୟ ବୃନ୍ଦ ଓ ହରିଚନ୍ଦନପୁର…
‘ବିଡ଼ି ସ୍କୁଲର ଭିତ୍ତିଭୂମି ବିକାଶ କରାଯାଇ ଶୈକ୍ଷିକ ପରିବେଶ ସୃଷ୍ଟି କରାଯିବ’
ପଟ୍ଟାମୁଣ୍ଡାଇ: ବିଡ଼ି ନୋଡାଲ ସ୍କୁଲ ବିକାଶ ପାଇଁ ଅନୁଦାନ ଯୋଗାଇ ଦିଆଯିବା ସହିତ ଆବଶ୍ୟକ ପଦକ୍ଷେପ ନିଆଯାଇଛି ବୋଲି ରାଜନଗର ବିଧାୟକ ଧ୍ରୁବ ସାହୁ ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ୩ନଂ ୱାର୍ଡ ତନୁପୁର ଗ୍ରାମର ବିଡ଼ି ନୋଡାଲ ସ୍କୁଲର ନୂତନ ଗୃହ ଉଦଘାଟନ ଉତ୍ସବରେ ଯୋଗଦେଇ ପ୍ରକାଶ…
କେନ୍ଦ୍ରାପଡ଼ା ଜିଲ୍ଲାରେ ବନ୍ୟା ସ୍ଥିତି ଅପରିବର୍ତ୍ତିତ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଜିଲ୍ଲାରେ ପ୍ରବାହିତ ମହାନଦୀର ଶାଖା ଲୁଣା, କରାଣ୍ଡିଆ, ପାଇକା ଓ ଚିତ୍ରୋପିଳା ନଦୀରେ ବନ୍ୟାଜଳ ବିପଦ ସଙ୍କେତ ଉଦ୍ଧ୍ୱର୍ରେ ପ୍ରବାହିତ ହେବା ଫଳରେ ନଦୀଘେର ମଧ୍ୟରେ ଥିବା ଗ୍ରାମ ଗୁଡ଼ିକରେ ଲୋକେ ନାହିଁ ନଥିବା ଦୁର୍ଦ୍ଦଶା ଭୋଗୁଛନ୍ତି । ଅନ୍ୟପକ୍ଷରେ ୧୭ଟି…