Sign in
Sign in
Recover your password.
A password will be e-mailed to you.
Browsing Category
ଜିଲ୍ଲା
ମଞ୍ଚରେ କେକ୍ କାଟି ବିଜେଡ଼ି ବିଧାୟକଙ୍କ ଜନ୍ମଦିନ ପାଳନ କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ
ରେଢ଼ାଖୋଲ : ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ୭୭ ତମ ଜନ୍ମଦିନ ଅବସରରେ ରେଢ଼ାଖୋଲରେ ଆୟୋଜିତ କେନ୍ଦ୍ରୀୟ ବିଦ୍ୟାଳୟର ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ମଞ୍ଚ ଉପରେ କେକ୍ କାଟି ବିଧାୟକଙ୍କ…
ପାଇପ୍ରେ ଟ୍ୟାପ୍ ନଥିବାରୁ ରାସ୍ତାରେ ବୋହୁଛି ପାଣି ଜଳ ଅପଚୟ ରୋକିବାକୁ ଘଟଣାସ୍ଥଳରେ ପହଞ୍ଚିଲେ ବିଧାୟକ ରୂପେଶ…
ଗଜପତି,୮.୮ (ମନୋଜ ପାଢ଼ୀ)-:ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ମଧୁସୂଦନପୁର ପଞ୍ଚାୟତର ବାଟସିରପୁର ଅଞ୍ଚଳରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକୁ ନେଇ ସମସ୍ୟା ଦେଖାଦେଇଛି। ପାଇପ୍ରେ ଆବଶ୍ୟକ ଟ୍ୟାପ୍ ବ୍ୟବସ୍ଥା ନଥିବାରୁ ଜଳ ଯୋଗାଣ ସମୟରେ ପାଣି ରାସ୍ତା ଉପରେ ବୋହି ଯାଉଥିବା ଅଭିଯୋଗ…
ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ।
ଗଜପତି,୮.୮ (ମନୋଜ ପାଢ଼ୀ)-: ଆସନ୍ତା ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଓ…
ଅତି ପୁରାତନ ପ୍ରସିଦ୍ଧ ରାଧାକାନ୍ତ ମଠର ମହନ୍ତ ଭାବେ ଦାୟିତ୍ୱ ନେଲେ ଗୋପାଳ ଦାସ ।
ଗଜପତି,୮.୮(ମନୋଜ ପାଢ଼ୀ): ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ବାଘଶାଳା ଗ୍ରାମରେ ଅବସ୍ଥିତ ଅତି ପୁରାତନ ପ୍ରସିଦ୍ଧ ରାଧାକାନ୍ତ ମଠର ନୂତନ ମହନ୍ତ ଭାବେ ଗୋପାଳ ଦାସ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ପାରଳା ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ସମେତ ବିଭିନ୍ନ ମଠର ମହନ୍ତ ମହାରାଜମାନଙ୍କ…
୮୦ତମ ସ୍ୱାଧୀନତା ଦିବସ ଉପଲକ୍ଷେ ହାଇସ୍କୁଲ ଓ କଲେଜ ସ୍ତରରେ ବିଭିନ୍ନ ପ୍ରତିଯୋଗିତା
ନବରଙ୍ଗପୁର,ଶେଖର ଖୁରା ତା. ୦୮.୦୮.୨୦୨୬: ଆଗାମୀ ୮୦ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦେଶପ୍ରେମ, ଜାତୀୟ ଏକତା, ଦେଶର ସ୍ୱାଧୀନତା ସଂଗ୍ରାମ ଓ ମହାନ ସ୍ୱାଧୀନତା ସଂଗ୍ରାମୀମାନଙ୍କ ଅବଦାନ ସମ୍ପର୍କରେ ସଚେତନତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଆଜି ନବରଙ୍ଗପୁର ସହରରେ…
ଗୋଷ୍ଠୀ ଶୌଚାଳୟ ନିର୍ମାଣ ଘଟଣା ! ପ୍ରଶାସନ ପକ୍ଷରୁ ଆଲୋଚନା ବିଫଳ : ଅନଶନ ଜାରି
ପଟ୍ଟାମୁଣ୍ଡାଇ ୮/୮: ପଟ୍ଟାମୁଣ୍ଡାଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଚାଲିଥିବା ଅନଶନ ଆଜି ଚତୃର୍ଥ ଦିନରେ ପହଞ୍ଚିଛି । ସରକାରୀ ରାସ୍ତା ଉପରେ ଗୃହ ନିର୍ମାଣ କରାଯାଉଥିବା ଓ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବିକରି ଗତ ବୁଧବାର ଠାରୁ ମାଳିପୁର ଗ୍ରାମର କେତେଜଣ ଯୁବକ ପଟ୍ଟାମୁଣ୍ଡାଇ ତହସିଲ…
ବାଲେଶ୍ୱରରେ ଶୀଘ୍ର କାର୍ଯ୍ୟକ୍ଷମ ହେବ ଡପଲର ରାଡାର ଷ୍ଟେସନ : ୨୫୦ କିମି ପରିଧିରେ ବାତ୍ୟା, ବଜ୍ରପାତ ଓ ପ୍ରବଳ ବର୍ଷାର…
ବାଲେଶ୍ୱର, ୮/୮ (କୃଷ୍ଣ କୁମାର ମହାନ୍ତି): ଉତ୍ତର ଓଡ଼ିଶାର ପାଣିପାଗ ପୂର୍ବାନୁମାନ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଦିଗରେ ବାଲେଶ୍ୱରରେ ନିର୍ମାଣାଧୀନ ଅତ୍ୟାଧୁନିକ ଡପଲର ରାଡାର ଷ୍ଟେସନ ଏବେ କାର୍ଯ୍ୟକ୍ଷମ ହେବାକୁ ଯାଉଛି।
ଜିଲ୍ଲା ସଦର ବ୍ଲକର ହିଡିଗାଁ ଅଞ୍ଚଳରେ ନିର୍ମିତ ଚାରି…
ସେପ୍ଟେମ୍ବର ୧୫ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ: ଜାଣନ୍ତୁ ନବାନ୍ନ ଲାଗିର ଶୁଭ ଲଗ୍ନ
ବଲାଙ୍ଗୀର: ପଶ୍ଚିମ ଓଡ଼ିଶାର ପ୍ରମୁଖ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ଚଳିତ ବର୍ଷର ନବାନ୍ନ ଲଗ୍ନ ନିର୍ଦ୍ଧାରଣ କରାଯାଇଛି। ବଲାଙ୍ଗୀର ଜିଲ୍ଲା ଜ୍ୟୋତିଷ ପଣ୍ଡିତ ମହାସଭାର ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ଏବଂ ରାଜପୁରୋହିତଙ୍କ ନିଷ୍ପତ୍ତି ଅନୁଯାୟୀ, ସେପ୍ଟେମ୍ବର ୧୫ ତାରିଖ ସକାଳ…
ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ବିକ୍ଷୋଭ, ୪ ଦଫା ଦାବିପତ୍ର ପ୍ରଦାନ ।
କୋରାପୁଟ, ୦୭ ଅଗଷ୍ଟ: ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଆଜି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର ଜିଲ୍ଲା ଆବାହକ ତଥା ଜିଲ୍ଲା ଓଷ୍ଟା ସମ୍ପାଦକ ଅଶୋକ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ…
କାଶୀନଗର ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ଭିତ୍ତିଭୂମି ଅସମାନତା ବିଶ୍ଳେଷଣ ବୈଠକ ଆୟୋଜିତ ।
ଗଜପତି,୭.୮(ମନୋଜ ପାଢ଼ୀ):-ଗଜପତି ଜିଲ୍ଲା କାଶୀନଗର ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ଭିତ୍ତିଭୂମି ଅସମାନତା ବିଶ୍ଳେଷଣ ବୈଠକ ଆୟୋଜିତ ହୋଇଯାଇଛି।ଏହି ବୈଠକ ଗୁଡ଼ିକରେ ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପର ଚୟନ ହୋଇଯାଇଛି।ପଞ୍ଚାୟତ…