Browsing Category

ଜିଲ୍ଲା

ବନ୍ୟା ସମୟରେ ମାନବିକ ପଦକ୍ଷେପ: ଛାତ୍ର ବିଜେଡିର ରକ୍ତଦାନ ଶିବିରରେ ସଂଗୃହୀତ ହେଲା ୭୧ ୟୁନିଟ୍ ରକ୍ତ

ବାଲେଶ୍ଵର, ୬/୮(କୃଷ୍ଣ କୁମାର ମହାନ୍ତି): ବର୍ତ୍ତମାନର ବନ୍ୟା ପରିସ୍ଥିତିରେ ରକ୍ତଭଣ୍ଡାରରେ ଦେଖା ଦେଇଥିବା ରକ୍ତ ଅଭାବକୁ ପୂରଣ କରିବା ଲକ୍ଷ୍ୟରେ ବାଲେଶ୍ୱର ଜିଲ୍ଲା ଛାତ୍ର ବିଜୁ ଜନତା ଦଳ ପକ୍ଷରୁ ଗୁରୁବାର ବସ୍ତା ନିର୍ବାଚନମଣ୍ଡଳୀର କଟିପୋଲସ୍ଥିତ ପ୍ରିନ୍ସ କଲ୍ୟାଣ ମଣ୍ଡପ ଠାରେ ଏକ…

ବନ୍ୟା ପ୍ରପୀଡ଼ିତ ଅଞ୍ଚଳରେ ନାବାର୍ଡ ଅବସରପ୍ରାପ୍ତ କଲ୍ୟାଣ ସଂଘ ଏବଂ ଯୁବବିକାଶ ପକ୍ଷରୁ ରିଲିଫ୍ ସାମଗ୍ରୀ ବଣ୍ଟନ

ବାଲେଶ୍ଵର ୬/୮(କୃଷ୍ଣ କୁମାର ମହାନ୍ତି) : ଚଳିତ ବର୍ଷ ଲଗାଣ ବର୍ଷା ଯୋଗୁଁ ଜଳମଗ୍ନ ହୋଇଥିବା ଉଦଳା ବ୍ଲକ୍ ଅନ୍ତର୍ଗତ ବଡସିଙ୍ଗାରିଆ ଅଞ୍ଚଳର ବନ୍ୟା ପ୍ରପୀଡ଼ିତ ପରିବାରଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ନାବାର୍ଡ କର୍ମଚାରୀ କଲ୍ୟାଣ ସଂଘ ଏବଂ ଯୁବବିକାଶ ଫାଉଣ୍ଡେସନ୍। ଓଡ଼ିଶାର 'କ୍ଲଥ୍…

ବର୍ଷା ଅଭାବରେ ଚାଷ ଉଜୁଡ଼ିବା ଆଶଙ୍କା : କୂଅରୁ ମୁଲିଆ ଲଗାଇ ପାଣି କାଢ଼ି ଜମି ବଞ୍ଚାଉଛନ୍ତି ଚାଷୀ, ସରକାରୀ ଯୋଜନା…

ଗଜପତି,6.8(ମନୋଜ ପାଢ଼ୀ)-: ଚଳିତ ବର୍ଷ ଅନିୟମିତ ବର୍ଷା ଓ ଦୀର୍ଘ ଶୁଷ୍କ ପରିସ୍ଥିତି ଯୋଗୁଁ ଗ୍ରାମାଞ୍ଚଳରେ ଚାଷ କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହୋଇଛି। ବହୁ ସ୍ଥାନରେ ଜମିରେ ପାଣିର ଅଭାବ ଦେଖାଦେଇଥିବାରୁ ଧାନ ଓ ଅନ୍ୟାନ୍ୟ ଫସଲ ଶୁଖିବାକୁ ବସିଛି। ଏପରି ସ୍ଥିତିରେ ଚାଷୀମାନେ ଅତ୍ୟନ୍ତ…

ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ ; ଭିତରବେଢ଼ା, ନୀଳଚକ୍ର ବାନା ବଦଳା ଭିଡିଓ ପ୍ରଘଟ

ପୁରୀ : ପୁଣିଥରେ ଶ୍ରୀମନ୍ଦିର ଭିତରର ଭିଡିଓ ପ୍ରଘଟ ହୋଇଛି। କୃର୍ତ୍ତିକା-କ୍ରେପ ୨୦୧୭ ଇନଷ୍ଟାଗ୍ରାମ୍‌ ଆଇଡିରୁ ଶ୍ରୀମନ୍ଦିର ଭିତର ବେଢ଼ା ଭିଡିଓ ପ୍ରଘଟ ହୋଇଥିବା ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁ ଜଣକ ଶ୍ରୀମନ୍ଦିର ଭିତରବେଢ଼ାରେ ଥାଇ ନୀଳଚକ୍ରରେ ବାନା ପରିବର୍ତ୍ତନ ସମୟର ଭିଡିଓ କରି…

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବାଲେଶ୍ୱର ଜିଲ୍ଲା ଗସ୍ତ: ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ,…

ବାଲେଶ୍ୱର, ୫ ଅଗଷ୍ଟ(କୃଷ୍ଣ କୁମାର ମହାନ୍ତି): ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ବୁଧବାର ବନ୍ୟା ପ୍ରଭାବିତ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି କ୍ଷତିଗ୍ରସ୍ତ ଲୋକଙ୍କ ସହ ଆଲୋଚନା…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ (ମନୋଜ ପାଢ଼ୀ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଛି। ପ୍ରାଥମିକ ସୂଚନା ଅନୁଯାୟୀ, ଟ୍ରକ୍‌ଟିର ଟାୟାର ବ୍ଲାଷ୍ଟ ହୋଇଯିବାରୁ ଚାଳକ ଭାରସାମ୍ୟ ରକ୍ଷା…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ଆର, ଉଦୟଗିରି,୫ା୮(ମନୋଜ ପାଢ଼ୀ): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ପୋଲିସର ସୂଚନା ଅନୁଯାୟୀ, ଗତ ୪ ତାରିଖ ସକାଳେ ରା.ଉଦୟଗିରି…

ଗଜପତି ଜିଲ୍ଲା ରେ ୮୦ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ।

ଗଜପତି,୫.୮(ମନୋଜ ପାଢ଼ୀ) : ଚଳିତ ବର୍ଷର ଜିଲ୍ଲାସ୍ତରୀୟ ୮୦ତମ ସ୍ଵାଧୀନତା ଦିବସ ଗଜପତି ଷ୍ଟାଡିୟମ୍ ଠାରେ ମହା ସମାରୋହରେ ପାଳିତ ହେବ। ଚଳିତ ବର୍ଷର ସ୍ଵାଧୀନତା ଦିବସଟିକୁ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରିବା ନେଇ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ…

ଜଗପାଡୁ ବଡବନ୍ଧର ସମୀକ୍ଷା କଲେ ବିଧାୟକ ରୂପେଶ ପାଣିଗ୍ରାହୀ।

ଗଜପତି (ମନୋଜ ପାଢ଼ୀ):ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମରେ ଥିବା ବିରାଟ ବଡବନ୍ଧ (ପୋଖରୀ)ର ସ୍ଥିତି ପରିଦର୍ଶନ କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ। ଦୀର୍ଘ ବର୍ଷ ଧରି ଅବହେଳିତ ଅବସ୍ଥାରେ ପଡ଼ି ରହିଥିବା ଏହି ପୋଖରୀ ସମ୍ପୂର୍ଣ୍ଣ ଜଙ୍ଗଲରେ ପରିଣତ…

ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମୁଖରେ ଧାରଣା

ପଟ୍ଟାମୁଣ୍ଡାଇ୫/୮: ଓଡିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି ଆହ୍ୱାନରେ ପଟ୍ଟାମୁଣ୍ଡାଇ ଶାଖା ପକ୍ଷରୁ ସମସ୍ତ ଯୋଗ୍ୟ ବିବେଚିତ ବିଦ୍ୟାଳୟ ମହାବିଦ୍ୟାଳୟକୁ ସରକାରୀ ଅନୁଦାନ ଯୋଗାଇବା,ସମସ୍ତ ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟରୁ ଅବସର ନେଇଥିବା ଓ ଅବସର ନେବାକୁ…