Browsing Category

ଜିଲ୍ଲା

ନିର୍ଯାତନା ଅଭିଯୋଗ ଆଣିଲେ ମହିଳା ଅଧ୍ୟାପିକା

ସମ୍ବଲପୁର : ସମ୍ବଲପୁର ବିଶ୍ବବିଦ୍ୟାଳୟର ଜଣେ ଆସିଷ୍ଟାଣ୍ଟ ପ୍ରଫେସରଙ୍କ ନାଁରେ ସାଂଘାତିକ ଅଭିଯୋଗ । ରାଜନୀତି ବିଜ୍ଞାନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ରଜତ କୁଜୁରଙ୍କ ନାଁରେ ସାଂଘାତିକ ଅଭିଯୋଗ ହୋଇଛି । ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ଆଣିଛନ୍ତି ସେହି ବିଭାଗର ଜଣେ ମହିଳା…

ପଥର ତଳେ ଚାପି ହୋଇ ମାମୁ ଭଣଜା ମୃତ

ଗଜପତି : ବ୍ଲାଷ୍ଟିଂ ବେଳେ ମାମୁ ଭଣଜାଙ୍କ ଉପରେ ପଡ଼ିଗଲା ବଡ଼ ପଥର। ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଛି। ଘଟଣା ଘଟିଛି ଗଜପତି ଜିଲ୍ଲା ବନ୍ଧାଗୁଡ଼ାରେ।ସେମାନେ ହେଲେ ରମ୍ଭା ନିକଟସ୍ଥ ଝାରେଡି ଗାଁର ନାରାୟଣ ନାହାକ ଓ ମଧୁରଚୁଆ ଗାଁର ବିଷ୍ଣୁ ନାହାକ।ଗତ କିଛି ଦିନ ହେଲା ବନ୍ଧାଗୁଡ଼ା ଗାଁ…

ଚନ୍ଦ୍ରାୟନ-୩ ପ୍ରକଳ୍ପର ସଫଳତା: ଚର୍ଚ୍ଚାରେ ମାଲକାନଗିରିର ଯୁବ ବୈଜ୍ଞାନିକ

ମାଲକାନଗିରି: ଉପାନ୍ତ ଅଞ୍ଚଳର ଶିକ୍ଷକଙ୍କ ପୁଅ ଇସ୍ରୋ ବୈଜ୍ଞାନିକ। ଚନ୍ଦ୍ରାୟନ-୩ ପ୍ରକଳ୍ପରେ ଗୁରୁତ୍ବପୂର୍ଣ୍ଣ ଭୁମିକା ନିର୍ବାହ କରିଛନ୍ତି ମାଲକାନଗିରିର ଯୁବ ବୈଜ୍ଞାନିକ ଜୟନ୍ତ କୁମାର ହାଲଦାର। ଜୟନ୍ତ କେରଳ ତିରୁଅନନ୍ତପୁରମ ସ୍ଥିତ ବିକ୍ରମ ସାରାଭାଇ ସ୍ପେଶ ସେଣ୍ଟରରେ ମେକାନିଜମ୍…

ଦନ୍ତାର ତାଣ୍ଡବ: ଦୁଇ ଜୀବନ ଗଲା

ବନ୍ତଳା: ଅନୁଗୁଳ ବ୍ଲକ ପାତେଳି ଗ୍ରାମରେ ଆଜି ଏକ ଅଘଟଣ ଘଟିଛି। ଦନ୍ତାହାତୀ ଆକ୍ରମଣରେ ଆଜି ସକାଳୁ ଦୁଇ ଦୁଇଟି ଜୀବନ ଯାଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ…

ସ୍ତ୍ରୀକୁ ଶାବଳରେ ପିଟିପିଟି ହତ୍ୟା କଲା ସ୍ବାମୀ

ମୋହନା: ପାରିବାରିକ କଳହର କରୁଣ ପରିଣତି। ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ। ଗଜପତି ଜିଲ୍ଲା ମୋହନା ଥାନା ରାଣୀଖମା ଗାଁରେ ଏଭଳି ଘଟଣା ଘଟିଛି। ରାଣୀଖମା ଗାଁର ହାଡୁ ମଲିକ ନିଜ ସ୍ତ୍ରୀ ସାରୁଗାଳୁ ମଲିକଙ୍କୁ ଅତି ଅମାନୁଷିକ ଭାବେ ହତ୍ୟା କରିଛି। ଏନେଇ ମୃତକଙ୍କ ଭାଇ ମୋହନା ଥାନାରେ ଅଭିଯୋଗ…

ସମ୍ବଲପୁରରେ ମା’-ପୁଅଙ୍କ ଆତ୍ମହତ୍ୟା ଘଟଣା

ସମ୍ବଲପୁର: ସମ୍ବଲପୁର ଟାଙ୍ଗରପାଲିରେ ଶିକ୍ଷୟିତ୍ରୀ ମା’ ଜ୍ୟୋତ୍ସ୍ନାରାଣୀ ଦାଶ(୫୫) ଏବଂ ତାଙ୍କ ବିବାହିତ ପୁଅ ସୁଧୀର ପଣ୍ଡା(୩୦)ଙ୍କ ଆତ୍ମହତ୍ୟା ପରେ ପୂରା ପରିବାରରେ ଏବେ କେବଳ ବୋହୂ ଓ ତାଙ୍କ ୭ ମାସର ଝିଅ। ଘରେ ବୋହୂ ଓ ୭ ମାସର ନାତୁଣୀ ଅନୁପସ୍ଥିତ ଥିବା ସମୟରେ ଜ୍ୟୋତ୍ସ୍ନାରାଣୀ ଓ…

କାଶୀନଗର ବ୍ଲକ୍‌ରେ‌ ଡେଙ୍ଗୁ ଆତଙ୍କ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା କାଶୀନଗର ବ୍ଲକ୍‌ରେ ଡେଙ୍ଗୁ ଜ୍ବରର ଆତଙ୍କ ଦେଖାଦେଇଛି। ବ୍ଲକ୍ ଅଧୀନ ‘ସାରା’ ଗ୍ରାମରୁ ଗତ ୧୪ ତାରିଖରୁ ଆଜିସୁଦ୍ଧା ତଥା ୮ ଦିନ ଭିତରେ ୨୭ ଜଣ ଡେଙ୍ଗୁ ଜ୍ବର ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଗ୍ରାମରେ ଆତଙ୍କ ଖେଳିଯାଇଥିବା ସହ ସ୍ବାସ୍ଥ୍ୟ ବିଭାଗର…

ଆଳତି ବେଳେ ମା ତାରିଣୀଙ୍କ ଆଗରେ ଉଡ଼ିଗଲା ପ୍ରାଣବାୟୁ

ଘଟଗାଁ: ଘଟଗାଁ ମା ତାରିଣୀ ମନ୍ଦିରରେ ଅଭାବନୀୟ ଘଟଣା। ଆଜି ମଙ୍ଗଳବାର ହୋଇଥିବା କାରଣରୁ ମନ୍ଦିରରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ମା ତାରିଣୀଙ୍କର ସକାଳ ଆଳତି ଚାଲିଥିଲା। ସେତିକି ବେଳେ ଜଣେ ଭକ୍ତଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତା ବୃଦ୍ଧାଙ୍କ ନାମ ସରସ୍ବତୀ ବେହେରା। ତାଙ୍କର…

ନୂତନ ନିର୍ମାଣ ହୋଇଥିବା ନଳକୂପଟି ଦିନକୁ ଦିନ ଦବିବାରେ ଲାଗିଛି

କିଶୋରନଗର: କିଶୋରନଗର ଗ୍ରାମ ପଞ୍ଚାୟତ ହୁଲିପୁର ଗ୍ରାମରେ ରହିଛି ଗରାଶୁଣି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ | ବିଦ୍ୟାଳୟ ପରିସରରେ ଗତ ତିନି ମାସ ତଳେ ନୂତନ ନଳକୂପଟି ନିର୍ମାଣ କରାଯାଇଥଲା କିନ୍ତୁ ଏବେ ତାହା ଅଚଳ ହେବାକୁ ଯାଉଛି | ନଳକୂପ ଟି ନିର୍ମାଣ ପରଠାରୁ ତଳ କୁ ତଳ ଦବିବାରେ ଲାଗିଛି ଯାହା…

ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଭୁବନ ବନ୍ଦ

ଭୁବନ: ବାର ଦଫା ଦାବିରେ ଢେଙ୍କାନାଳ ଜିଲ୍ଲା ଭୁବନ ବନ୍ଦ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କାମାକ୍ଷାନଗର ବିଜେପି। ବନ୍ଦର ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଥିବା ଜଣାଯାଇଛି। ପାନୀୟ ଜଳ, ରାସ୍ତା ସହ ଡାକ୍ତର ଓ ଶିକ୍ଷକ ନିଯୁକ୍ତି ଆଦି ସମେତ ୧୨ଟି ଦାବିରେ…