Sign in
Sign in
Recover your password.
A password will be e-mailed to you.
Browsing Category
ଜିଲ୍ଲା
ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ
କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳିତ ହେଉଛି। ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ଆଜିର ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ…
ପୁଲିସକୁ ମାଡ଼ ମାରିବା ଘଟଣାରେ ଦୁଇ ଗିରଫ
ସୋର: ଗତକାଲି ସନ୍ଧ୍ୟାରେ ଅଭିଯୁକ୍ତକୁ ଧରିବାକୁ ଯାଇଥିବା ବେଳେ ପୁଲିସକୁ ମାଡ଼ ମାରି ହାତ ଭାଙ୍ଗିବା ଘଟଣାରେ ଦୁଇଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ସୋର ପୁଲିସ। ସୂଚନା ଅନୁସାରେ ସୋର ବ୍ଲକ ଅନନ୍ତପୁର ପଂଚାୟତ ପୁରୁଷୋତ୍ତମ ପୁର ଗ୍ରାମର ବଂଶୀଧର ମଳିକଙ୍କ ନାମରେ ୨୦୦୯ ମସିହାରେ ସୋର…
ନିମ୍ନମାନର ରାସ୍ତା କାମ ପ୍ରଶାସନ ନିଦାବିଷ୍ଣୁ
କଟକ: କଟକ ଜିଲ୍ଲା ସାଲେପୁର ବ୍ଲକ ଅଧିନସ୍ଥ ରଟିଲୋ ଗ୍ରାମ ପଞ୍ଚାୟତ ବୋଇଲ ଗ୍ରାମ ଗୁଡ଼ିଆ ସାଇକୁ ସଂଯୋଗ କରୁଥିବା ରାସ୍ତା କାମ ଚାଲୁ ରହିଛି | କିନ୍ତୁ ବିଡମ୍ବନାର ବିଷୟ ବିନା ଫଳକରେ ଅତି ନିମ୍ନମାନର କାର୍ଯ୍ୟ ଚାଲିଛି ତାହା ପୁଣି ଯନ୍ତ୍ରୀଙ୍କ ଅନୁପସ୍ଥିତରେ | ସରକାରୀକଳର ନିୟମକୁ ଖୋଲା…
ବିଦ୍ୟାଳୟ ପରିସରରୁ ବୃହତ ଗଛ ସବୁ କଟାଯାଉଛି କାହା ସ୍ୱାର୍ଥରେ ?
କିଶୋରନଗର: କଟକ ସଦର ବ୍ଲକ ଅନ୍ତର୍ଗତ କିଶୋରନଗର ଗ୍ରାମପଞ୍ଚାୟତ ହୁଲିପୁର ଗ୍ରାମର ଗରାଶୁଣି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରୁ ଆବଶ୍ୟକତା ନଥାଇ ବହୁ ପୁରାତନ ଆମ୍ବ ଗଛ କଟାଯାଇଛି |ବିଦ୍ୟାଳୟରେ ପିଲାମାନଙ୍କୁ ଶିକ୍ଷା ଦିଆ ଯାଉଛି ବୃକ୍ଷ ହଁ ଜୀବନ ବୃକ୍ଷର ସୁରକ୍ଷା ଆମର ଦାଇତ୍ୱ କିନ୍ତୁ…
ପୁଅକୁ ସ୍କୁଲରେ ଛାଡ଼ିବାକୁ ଯାଉଥିଲେ ଦମ୍ପତି: ଚାଲିଗଲା ସ୍ତ୍ରୀଙ୍କ ଜୀବନ
କୁଜଙ୍ଗ: କଟକ-ପାରାଦୀପ ରାସ୍ତାର ପଙ୍କପାଳ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ବାଇକକୁ କାର୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ପ୍ରାଣହାନି ଘଟିଛି। ମୃତା ହେଲେ ଝିଲି ମାଝି। ଏଥିରେ ସ୍ୱାମୀ ଓ ପୁଅ ଆହତ ହୋଇଛନ୍ତି। ଉଭୟଙ୍କୁ ମଣିଜଙ୍ଗା ମେଡିକାଲରେ…
ଶ୍ରାବଣ ସୋମବାରରେ ଅଘଟଣ:୨ କାଉଡ଼ିଆଙ୍କ ମୃତ,୧୩ ଆହତ
ଆସିକା: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଈରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଋଷିକୂଲ୍ୟା ନଦୀରୁ ପାଣି ନେଇ ତାଡ଼କେଶ୍ୱର ଶିବ ମନ୍ଦିରକୁ ଯାଉଥିବା ବେଳେ କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍। ଦୁଇ ମୃତ,୧୩ ଆହତ।
ଆହତ ଓ ମୃତକମାନେ ବୁଗୁଡ଼ା ବ୍ଳକ ଅରଖପୁର ଗ୍ରାମର। ଦୁଇ ମୃତକଙ୍କ…
କାଳିମାଡ଼ ସତ୍ତ୍ବେ ଉଦାରତା ଦେଖାଇଲେ ୫ଟି ସଚିବ, ଅଭିଯୁକ୍ତ ଭାସ୍କର ସାହୁଙ୍କୁ ଛାଡ଼ିଦେଲା ପୁଲିସ
ସାକ୍ଷୀଗୋପାଳ: ସତ୍ୟବାଦୀରେ ୫ଟି ସଚିବ ଭି କେ ପାଣ୍ଡିଆନଙ୍କୁ କାଳିମାଡ଼ ଘଟଣାରେ ଅଭିଯୁକ୍ତ ଭାସ୍କର ସାହୁଙ୍କୁ ପୁଲିସ ଛାଡ଼ି ଦେଇଛି। ଅନୁଶୋଚନା ଓ ଦୁଃଖ ପ୍ରକାଶ କରିବା ପରେ ତାଙ୍କୁ ବଡ଼ଭାଇ ଧନେଶ୍ବର ସାହୁଙ୍କ ବ୍ୟକ୍ତିଗତ ମୁଚାଲିକା ପରେ ପୁଲିସ ଛାଡ଼ି ଦେଇଥିବା ସୂଚନା ରହିଛି। ଆଜି ସକାଳେ…
ପୂଜା କରୁଥିବା ସମୟରେ ଟଳି ପଡ଼ିଲେ ପୂଜକ
ନରସିଂହପୁର: ଆଜି ସକାଳେ କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ଅଲରା ଗାଁରେ ଥିବା ଶିବ ମନ୍ଦିରରେ ଅଘଟଣ ଘଟିଛି। ମନ୍ଦିରରେ ପୂଜା କରୁଥିବା ସମୟରେ ଟଳି ପଡ଼ିଥିଲେ ପୂଜକ। ମେଡିକାଲରେ ତାଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ସୂଚନା ଅନୁଯାୟୀ, ଅଲରା ଗାଁରେ ଶିବ ମନ୍ଦିରର ପୂଜକ ପ୍ରଭାସ…
ହାଇଦ୍ରାବାଦରୁ ବିଜାପୁରକୁ ଚାଲାଣ ବେଳେ ୨୫ କିଲୋ ବିସ୍ଫୋରକ ଜବତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଦାନ୍ତେଓ୍ବାଡ଼ା ଜିଲ୍ଲାରେ ପୁଲିସ ଜଣେ ନାବାଳକ ସହ ୪ ମାଓବାଦୀଙ୍କୁ ଗିରଫ କରି ସେମାନଙ୍କଠାରୁ ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ସୂଚନା ଅନୁଯାୟୀ, ଗତ ଦୁଇ ଦିନ ତଳେ ଦାନ୍ତେୱାଡ଼ା ବସଷ୍ଟାଣ୍ଡ ନିକଟରେ ମାଓବାଦୀମାନେ ବିଜାପୁରକୁ ବସରେ ଯିବା…
ଗଞ୍ଜାମର ୫ ମତ୍ସ୍ୟଜୀବୀଙ୍କୁ ଅପହରଣ
ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ୍ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ୧୯ ଜଣ ମତ୍ସ୍ୟଜୀବୀ ଆଜି ସକାଳେ ମାଛ ମାରିବାକୁ ସମୁଦ୍ରକୁ ଯାଇଥିଲେ। ସେମାନଙ୍କ ମଧ୍ୟରୁ ୫ଜଣ ମତ୍ସ୍ୟଜୀବୀଙ୍କୁ ଟ୍ରଲର୍ରେ ମାଛ ମାରୁଥିବା ଆନ୍ଧ୍ରର ମତ୍ସ୍ୟଜୀବୀମାନେ ଅପହରଣ…