Sign in
Sign in
Recover your password.
A password will be e-mailed to you.
Browsing Category
ଜିଲ୍ଲା
ପୁଅକୁ ଝୁରି ଝୁରି ଆଖିବୁଜିଲେ ସହିଦ ଯବାନ ମା’
ଆନନ୍ଦପୁର: ସହିଦ ପୁଅକୁ ଝୁରି ଝୁରି ଆଖିବୁଜିଲେ ମା’। ଆନନ୍ଦପୁର ନନ୍ଦିସାହିର ସହିଦ ଯବାନ ସୁଶାନ୍ତ ଖୁଣ୍ଟିଆଙ୍କ ମା’ ସୁନ୍ଦରୀଙ୍କ ଚିକିତ୍ସାଧିନ ଅବସ୍ଥାରେ ଗତକାଲି ମୃତ୍ୟୁ ଘଟିଥିଲା । ଏସସିବିରେ ଚିକିତ୍ସିତ ହେଉଥିଲେ ସୁନ୍ଦରୀ ଖୁଣ୍ଟିଆ । ହୃଦଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।…
ବଢ଼ୁଛି ବୈତରଣୀ : ବିପଦରେ ୯ ପଞ୍ଚାୟତ
ଦଶରଥପୁର: ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ ବୈତରଣୀ ଫୁଲିବାରେ ଲାଗିଛି। ଆଖୁଆପଦାଠାରେ ବୈତରଣୀର ବିପଦସଂକେତ ୧୭.୮୩ ମିଟର ଥିବା ବେଳେ ରାତି ୮ଟା ସୁଦ୍ଧା ଏଠାରେ ଜଳସ୍ତର ୧୭.୭୯ ମିଟର ରହିଛି। ଉପରମୁଣ୍ଡ କେନ୍ଦୁଝର ଜିଲ୍ଲାରେ ବର୍ଷା ପରିମାଣ କିଛିଟା କମିଛି। ତଥାପି ରାତିରେ ବୈତରଣୀ…
ଟ୍ରଲିରେ ବୁହା ହେଲେ ୯୫ ବର୍ଷର ବୃଦ୍ଧା
ପାରଳାଖେମୁଣ୍ଡି: ଡିବିଟି ବ୍ୟବସ୍ଥା ବନ୍ଦ କରି ପୁଣି ହିତାଧିକାରୀଙ୍କ ହାତରେ ବାର୍ଦ୍ଧକ୍ୟ ଭତ୍ତା ଦେବା ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଯେଉଁ ହିତାଧିକାରୀ ଚାଲି ପାରୁନାହାନ୍ତି ସେମାନଙ୍କୁ ଘରେ ଭତ୍ତା ଟଙ୍କା ଦିଆଯିବା ବ୍ୟବସ୍ଥା ମଧ୍ୟ ସରକାର କରିଛନ୍ତି। ହେଲେ ଆଜି ଜଣେ ୯୫ ବର୍ଷର…
ରେଳଧାରଣା ନିକଟରୁ ୧୦କେଜିରୁ ଅଧିକ ଓଜନର ଲ୍ୟାଣ୍ଡମାଇନ୍ ଜବତ
ସୁନ୍ଦରଗଡ଼: ପଣ୍ଡ ହେଲା ମାଓ ଷଡ଼ଯନ୍ତ୍ର । ଟଳିଗଲା ବଡ଼ ଧରଣର ବିପଦ । ରେଳଧାରଣା ନିକଟରୁ ଜବତ ହୋଇଛି ୧୦କେଜିରୁ ଅଧିକ ଓଜନର ଲ୍ୟାଣ୍ଡମାଇନ୍ । ସୁନ୍ଦରଗଡ଼ ଜିଲ୍ଲା ତଥା କୋଇଡା ଥାନା ଟୋପାଡିହି ରେଳଧାରଣା ନିକଟରୁ ଲ୍ୟାଣ୍ଡମାଇନ ଜବତ କରିଛନ୍ତି ଡିଭିଏଫ ଯବାନ । ସ୍ଥାନୀୟ ପୋଲିସ ଓ ଡିଭିଏଫ୍…
୧୦୦ ଫୁଟ୍ ଧସିଲା ବୈତରଣୀ ନଦୀବନ୍ଧ
ଦଶରଥପୁର: ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ୍ କମାରଡ଼ିହ ପଞ୍ଚାୟତ ବଳରାମପୁର ଠାରେ ବୈତରଣୀ ନଦୀବନ୍ଧ ପ୍ରାୟ ୧୦୦ ଫୁଟରୁ ଅଧିକ ଲମ୍ବର ଧସି ନଦୀ ଗର୍ଭରେ ଲୀନ ହୋଇଛି। ବନ୍ଧର ୭୫ ଭାଗ ଧସି ନଦୀରେ ଲୀନ ହୋଇଯାଇଛି। ଏହାଫଳରେ ଆଖପାଖ ଅଂଚଳର ୩ଟି ପଂଚାୟତର ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ…
ହନୁମାନ ପଇସା ବିକ୍ରି କରି ଧନୀ ହେବାର ସ୍ବପ୍ନ ଦେଖିଥିଲେ, ଧରାପଡ଼ିଗଲେ ୩ ଅଭିଯୁକ୍ତ
ରେଢାଖୋଲ: ଆଜିକାଲି ଅନେକ ଲୋକ ବିନା ପରିଶ୍ରମରେ ଲକ୍ଷପତି ବା କୋଟିପତି ହେବାକୁ ଚାହୁଁଛନ୍ତି। ସତ୍ ଉପାୟରେ କମ ପରିଶ୍ରମରେ ବହୁତ କମ ସମୟରେ ଧନୀ ହେବା ସହଜ ନୁହେଁ। ତେଣୁ ଅନେକ ଲୋକ ଅସାଧୁ ତଥା ବିକଳ୍ପ ଚିନ୍ତା କରନ୍ତି। ନିଶା ବେପାର ହେଉ କି ଅନ୍ୟ କିଛି ଅସାଧୁ କାମ କରି ଟଙ୍କା…
ଟିଟିଲାଗଡ଼କୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବି: ୧୨ ଘଣ୍ଟିଆ ବନ୍ଦ ପାଳନ
ଟିଟିଲାଗଡ଼: ଟିଟିଲାଗଡ଼କୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ ପାଳନ ହେଉଛି। ଏହାଫଳରେ ଜନଜୀବନ ପ୍ରଭାବିତ। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ଏହି ବନ୍ଦ ପାଳିତ ହେଉଛି। ଆଜି ଟିଟିଲାଗଡ଼ରେ ଦୋକାନ ବଜାର, ଶିକ୍ଷାନୁଷ୍ଠାନ,…
ବଜ୍ରପାତରେ ଜଣେ ମହିଳା ସମେତ ୭ ମୃତ; ୧୦ ଆହତ
ବାଲେଶ୍ୱର/ଭଦ୍ରକ|: ବଜ୍ରପାତରେ ଦୁଇଟି ଜିଲ୍ଲାରେ ୫ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ଘଟଣା ଘଟିଛି ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ। ଗତକାଲି ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରେ ୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବସ୍ତା ଓ ବାଲେଶ୍ୱର…
ପୁରୀରେ କେନ୍ଦ୍ର ଅର୍ଥମନ୍ତ୍ରୀ, ଶ୍ରୀଜୀଉଙ୍କୁ କଲେ ଦର୍ଶନ
ପୁରୀ: ପୁରୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କଲେ। ବେଢା ପରିକ୍ରମା, ପାର୍ଶ୍ଵ ଦେବାଦେବୀ ଓ ବିମଳା ମନ୍ଦିରରେ କଲେ ଦର୍ଶନ। ଭିତର କାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରିଥିବା ବେଳେ କିଛି ଦାନ ମଧ୍ୟ ପ୍ରଦାନ କରିଛନ୍ତି। ପ୍ରଶାସନ…
ଘାଟିରେ ମୁହାଁମୁହିଁ ହେଲେ ଯାତ୍ରୀବାହୀ ବସ୍ ଓ ଟ୍ରକ୍
ମୟୂରଭଞ୍ଜ: ଘାଟିରେ ମୁହାଁମୁହିଁ ହେଲେ ଲୁହା ପଥର ବୋଝେଇ ଟ୍ରକ୍ ଓ ଯାତ୍ରୀବାହୀ ବସ୍। ଏଥିରେ କେହି ମୃତାହତ ହୋଇନଥିଲେ ମଧ୍ୟ ଏକ ବଡ଼ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ବସ୍ ଯାତ୍ରୀ। ଆଜି ପୂର୍ବାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମୟୂରଭଞ୍ଜ ଜିଲ୍ଲାରେ ଘଟିଛି।‘ବାସୁଦେବ’…