Browsing Category

ଜିଲ୍ଲା

ହାଇୱ। ଧକ୍କାରେ ଯୁବକ ମୃତ

ଭାପୁର: ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ଭାପୁର ବଜାର ପଶ୍ଚିମ ପଟେ ରାତି ବାରଟା ସମୟରେ ହାଇୱ। ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଉତ୍ତେଜିତ ଲୋକେ କ୍ଷତିପୂରଣ ଦାବିରେ ଫତେଗଡ଼-ଖଣ୍ଡପଡ଼ାକୁ ସଂଯୋଗ ମୁଖ୍ୟ ରାସ୍ତାରେ ଟାୟାର ଜାଳି ଅବରୋଧ କରିଛନ୍ତି। ଫଳରେ…

ଥାନା ପୋଡି ଘଟଣାର ସ୍ଥିତି ଅନୁଧ୍ୟାନ କଲେ ବିଜେଡିର ସାତ ଜଣିଆ ପ୍ରତିନିଧି ଦଳ

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ବହୁଚର୍ଚ୍ଚିତ ଫିରିଙ୍ଗିଆ ଥାନା ପୋଡି ଘଟଣାର ସ୍ଥିତି ଅନୁଧ୍ୟାନ କରିବା ସହ ଘଟଣା ବିଷୟରେ ଥାନା ଅଧିକାରୀ ଓ ସ୍ଥାନୀୟ ପୋଲିସ କର୍ମଚାରୀ ମାନଙ୍କ ସହ ଆଲୋଚନା କରିଛନ୍ତି ବିଜୁ ଜନତା ଦଳର ଏକ ସାତ ଜଣିଆ ପ୍ରତିନିଧି ଦଳ। ବିଜେଡିର କନ୍ଧମାଳ ପର୍ୟ୍ୟବେକ୍ଷକ ତଥା…

ଅବିବାହିତ ଦିବ୍ୟାଙ୍ଗ (ମୂକ) ଯୁବକଙ୍କୁ ବିବାହିତ ଦର୍ଶାଇ ପରିବାର ନିୟୋଜନ ଅସ୍ତ୍ରୋପଚାର

ମାଲକାନଗିରି: ମାଲକାନଗିରି ଜିଲ୍ଲା ଆମ୍ବଗୁଡା ଗାଁର ଦିବ୍ୟାଙ୍ଗ (ମୂକ) ଅବିବାହିତ ଯୁବକଙ୍କୁ ପରିବାର ନିୟୋଜନ ଘଟଣାର ତଦନ୍ତ ନିର୍ଦେଶ ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ।ଜାତୀୟ ସ୍ବାସ୍ଥ୍ୟ ମିଶନ ଡିପିଏମ ଓ ଆଶା କୋର୍ଡିନେଟର ତଦନ୍ତ କରିବେ। ଏମାନେ ମାଥିଲି ବ୍ଲକ ଆମ୍ବଗୁଡା ଯାଇ…

ରାଉରକେଲାରୁ ଉଡ଼ିବନି ନୂଆ ବିମାନ

ରାଉରକେଲା: ରାଉରକେଲା ବିମାନବନ୍ଦର ପୂର୍ଣ୍ଣ କାର୍ଯ୍ୟକ୍ଷମ ଆଶା ମଉଳିବାରେ ଲାଗିଛି। ରାଉରକେଲା-କୋଲକାତା ନୂଆ ବିମାନ ଉଡ଼ାଣ ପାଇଁ ଦାବି ହେଉଥିବାବେଳେ ଏହା ପୂରଣ ହେବା ସମ୍ଭାବନା କ୍ଷୀଣ। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ ଆଗାମୀ ୬ ମାସ ପାଇଁ ଏହି ନୂତନ ଉଡ଼ାଣ ସୂଚୀ…

ବାହାନଗାରେ ବଜ୍ରପାତ: ୨ ଚାଷୀ ମୃତ

ବାହାନଗା: ବାଲେଶ୍ବର ଜିଲ୍ଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତ ଦୁଇ ଗ୍ରାମରେ ଦୁଇ ଜଣଙ୍କ ବଜ୍ରପାତରେ ମୃତ୍ୟୁ ହୋଇଛି। ଜଣେ ଓସଙ୍ଗ ଗ୍ରାମର ଉପେନ୍ଦ୍ର ମଳିକ(୫୬)। ଅନ୍ୟଜଣେ ବଳରାମପୁର ଗ୍ରାମର ମଙ୍ଗ ମଳିକ (୬୩)। ଦୁଇ ଜଣ ଯାକ ପୃଥକ ପୃଥକ ଭାବେ ଗୁରୁବାର ଅପରାହ୍ନରେ ନିଜ ନିଜ ଗ୍ରାମର ବିଲକୁ…

କୃମି ବଟିକା ଖାଇ ୮ ଛାତ୍ରଛାତ୍ରୀ ଗୁରୁତର

ବସ୍ତା୨: ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଗୁଡ଼ିଖାଳ ବନବିହାରୀ ଲାଲ ବିଦ୍ୟାଳୟରେ କୃମି ବଟିକା ଖାଇ ୬ ଜଣ ଛାତ୍ରୀ ଓ ୨ ଜଣ ଛାତ୍ର ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସୂଚନାରୁ ପ୍ରକାଶ ଗୁରୁବାର ବିଦ୍ୟାଳୟରେ…

ଉଦ୍ଧାର ହେଲା ଗର୍ଭବତୀ ନାବାଳିକା

କେନ୍ଦୁଝର: ଦୁଷ୍କର୍ମର ଶିକାର ହୋଇ ୭ ମାସର ଗର୍ଭବତୀ ହୋଇଥିବା ନାବାଳିକାଙ୍କୁ ତାଙ୍କ ବାପା ଦୁ‌ର୍ଷ୍କମକାରୀଙ୍କ ଘରେ ଛାଡ଼ି ଦେଇଥିଲେ। ଏ ସଂପର୍କରେ ଆଜି ‘ସମ୍ବାଦ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଆଜି ସକାଳେ ଆଶାଦିଦି, ଅଙ୍ଗନବାଡ଼ି କର୍ମୀ ଓ…

ଛୁଆକୁ ମାରିବାକୁ ରାଜି ନହେବାରୁ ସ୍ବାମୀର ଆତ୍ମହତ୍ୟା ଅଭିଯୋଗ

ଶରଣକୁଳ: ଛୁଆକୁ ମାରିବାକୁ ସ୍ତ୍ରୀ ରାଜି ନହେବାରୁ ସ୍ବାମୀର ଆତ୍ମହତ୍ୟା ଅଭିଯୋଗ। ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ତୋଡିବାରୀ ଗାଁରେ ଘଟିଛି ଏଭଳି ଚାଞ୍ଚଲ୍ୟକରଣ ଘଟଣା। ୨୧ଦିନର ଶିଶୁକନ୍ୟାକୁ ମାରିବାକୁ ସ୍ତ୍ରୀ ରାଜି ନହେବାରୁ ସ୍ବାମୀ ଆତ୍ମହତ୍ୟା କରିଥିବାନେଇ ଥାନାରେ ଅଭିଯୋଗ କରିଛନ୍ତି…

ନିଖୋଜ କଲେଜ ଛାତ୍ରୀ ଉଦ୍ଧାର

କଣାସ: ରାଜୁଆ ନଦୀ ବ୍ରିଜ୍ ଉପରୁ ଡେଇଁ ନିଖୋଜ କଲେଜ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ଗତକାଲି କଣାସ ଥାନା ଅନ୍ତର୍ଗତ ଗଡବଡପୁଟ ଗ୍ରାମର ଜଣେ ୧୮ ବର୍ଷୀୟା +୩ ଦ୍ୱିତୀୟ ବର୍ଷ କଳାରେ ପାଠ ପଢୁଥିବା ଛାତ୍ରୀ ଗାଁ ନିକଟରେ ଥିବା ମନ୍ଦାରବସ୍ଥ ବିଦ୍ୟୁତ୍ ମହାବିଦ୍ୟାଳୟକୁ ଯିବା ସମୟରେ ରାଜୁଆ ନଦୀ…

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସେଁପୁରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା

 ଭବାନୀପାଟଣା : ଭବାନୀପାଟଣା ବ୍ଲକ ଅନ୍ତର୍ଗତ ସେଁପୁର ସରସ୍ବତୀଶିଶୁ ବିଦ୍ୟାମନ୍ଦିର ପରିସରରେ ବୁଧବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ହୋଇଛି । ଏଥିରେ ବିଜ୍ଞାନରେ ୬୨ ଓ ଗଣିତରେ ୪୭ ଟି ପ୍ରକଳ୍ପ ଆସିଥିଲା । ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଟିକଦେବ ସାହୁଙ୍କ…