Browsing Category

ଜିଲ୍ଲା

ସିସିଟିଭିରେ କଏଦ ହେଲା ମହିଳାଙ୍କ ଚୋରି ଭିଡିଓ, ଦୋକନକୁ ଯାଇ…

ଗଜପତି,୨୮।୭(ମନୋଜ ପାଢ଼ୀ): ମୋହନାରେ କିଛିଦିନ ହେଲା ଠାକୁରାଣୀ ମନ୍ଦିରରୁ ମା’ଙ୍କ କିରଟି ସହ ଅନ୍ୟାନ୍ୟ ଜିନିଷ ଚୋରି ହୋଇଥିଲା । ଏହାସହ ପାନୀୟ ଜଳ ଯୋଗାଣ ପମ୍ପ ହାଉସରୁ ବିଦ୍ୟୁତ ତାର ଚୋରି ହୋଇଥଲା । ଏହାରି ଭିତରେ ଆଉ ଏକ ଚୋରି ଘଟଣା ସାମ୍ନାକୁ ଆସିଛି । ମୋହନା ବଜାରରେ ଦିନ…

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ

ନବରଙ୍ଗପୁର: କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର କୋରାପୁଟ କ୍ଲଷ୍ଟର ପକ୍ଷରୁ ନବରଙ୍ଗପୁର ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ‘ରାଷ୍ଟ୍ରୀୟ ଏକତା ପର୍ବ’ ଅବସରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’ ଅନୁଷ୍ଠିତ ହୋଇଛି। ବିଦ୍ୟାଳୟ ଅଧ୍ୟକ୍ଷ ହିତେଶ କୁମାର ବର୍ମାଙ୍କ ଅଧ୍ୟକ୍ଷତାରେ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

ଭୁବନେଶ୍ବର: କନ୍ଧମାଳର ସନ୍ଥ, ପୂଜ୍ୟ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଅମ୍ଳାନ ସୃତିକୁ ଉଜ୍ଜୀବିତ କରି ରଖିବା ପାଇଁ ତଥା କନ୍ଧମାଳର ଜନଜାତିଙ୍କ ପାଇଁ ତାଙ୍କ ସେବା ଓ ତ୍ୟାଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କନ୍ଧମାଳରେ ପ୍ରତିଷ୍ଠିତ ‘ସରକାରୀ ଭେଷଜ ମହାବିଦ୍ୟାଳୟ…

ବୌଦ୍ଧରେ ଗତ କାଲିଠାରୁ ଲଗାଣ ବର୍ଷା ; ଅଙ୍ଗନବାଡ଼ି, ସ୍କୁଲ କଲେଜ ବନ୍ଦ

ବୌଦ୍ଧ : ବୌଦ୍ଧରେ ଗତ କାଲିଠାରୁ ଲଗାଣ ବର୍ଷା ଲାଗି ରହିଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଜିଲ୍ଲାର ସବୁ ଅଙ୍ଗନବାଡ଼ି,ସ୍କୁଲ କଲେଜ, ସମସ୍ତ ଶିକ୍ଷାନୁଷ୍ଠାନ ଆଜି ପାଇଁ ବନ୍ଦ ରହିଛି। ହୀରାକୁଦ ଜଳଭଣ୍ଡାରର ଜଳ ପରିଚାଳନା ସ୍ୱାଭାବିକ ରହିଥିବା ବେଳେ ବୌଦ୍ଧ ସହର ନିକଟସ୍ଥ ମହାନଦୀର ଜଳସ୍ତର…

ଲଗାଣ ବର୍ଷାଜନିତ କ୍ଷୟକ୍ଷତି ସୂଚନା ତୁରନ୍ତ ଦେବାକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ଜିଲ୍ଲା ପ୍ରଶାସନର ଅନୁରୋଧ

ବାଲେଶ୍ୱର, ଜୁଲାଇ ୨୮ (କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱର ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଥିବା ପରିପ୍ରେକ୍ଷୀରେ କୌଣସି ସ୍ଥାନରେ ବର୍ଷାଜନିତ କ୍ଷୟକ୍ଷତି କିମ୍ବା ଜୀବନହାନୀ ଘଟିଥିଲେ ସେ ସମ୍ପର୍କିତ ସୂଚନା ତୁରନ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କୁ ଅବଗତ କରାଇବା ପାଇଁ…

ଲଗାଣ ବର୍ଷାରେ ବାଲେଶ୍ୱର ବେହାଲ : ୨୪ ଘଣ୍ଟାରେ ୨୪୬.୬ ମିମି ବର୍ଷା ରେକର୍ଡ, ସହରର ଅଧିକାଂଶ ଅଞ୍ଚଳ ଜଳବନ୍ଦୀ

ବାଲେଶ୍ୱର, ଜୁଲାଇ ୨୮ (କୃଷ୍ଣ କୁମାର ମହାନ୍ତି): ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ସହରର ଜନଜୀବନ ସମ୍ପୂର୍ଣ୍ଣ ଭାବେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ ଯେ, ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱରରେ ୨୪୬.୬ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଅବିରତ ବର୍ଷା ଫଳରେ ସହରର…

ଇଣ୍ଡିଆନ୍ ଆଇଡଲ୍‌ ସିଜନ୍-୧୬ର ବିଜୟ ମୁକୁଟ ପିନ୍ଧିଲେ ବାଲେଶ୍ୱରର ଝିଅ ଜ୍ୟୋତିର୍ମୟୀ ନାୟକ: ବାଲେଶ୍ଵରରେ ଆନନ୍ଦର ଲହରୀ

ବାଲେଶ୍ୱର, ୨୭ (କୃଷ୍ଣ କୁମାର ମହାନ୍ତି): ସଙ୍ଗୀତ ଜଗତରେ ଓଡ଼ିଶା ପାଇଁ ଆଉ ଏକ ଗୌରବମୟ ଅଧ୍ୟାୟ ଯୋଡ଼ିଛନ୍ତି ବାଲେଶ୍ୱର(ନୀଳଗିରି)ର ଝିଅ ଜ୍ୟୋତିର୍ମୟୀ ନାୟକ। ଲୋକପ୍ରିୟ ରିଆଲିଟି ଶୋ’ ଇଣ୍ଡିଆନ୍ ଆଇଡଲ୍‌ ସିଜନ୍-୧୬ର ବିଜୟୀ ମୁକୁଟ ପିନ୍ଧି ଜ୍ୟୋତିର୍ମୟୀ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ସେ…

ରାମନାଗୁଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ।

ରାମନାଗୁଡା / ଗୁଣପୁର / ରୟାଗଡ଼।( ଭି ଗୌରୀଶଙ୍କର ରାଓ) ୨୭/୦୭/୨୦୨୬ : ତାରିଖ ସୋମବାର ଦିନ ରାମନାଗୁଡା ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନୋଜ ପାଢ଼ୀ): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର ରାଜ୍ୟକୁ ଯାଇଥିଲେ ଛାତ୍ର । ହେଲେ ଫେରିଲାନି ତାଙ୍କ ସ୍ୱପ୍ନ, ଫେରିଲା କେବଳ ମୃତ୍ୟୁର ଖବର । ଘଟଣା ଅଞ୍ଚଳରେ ଏବେ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ.

ଗଜପତି,୨୭/୭(ମନୋଜ ପାଢ଼ୀ) : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ…