Sign in
Sign in
Recover your password.
A password will be e-mailed to you.
Browsing Category
ଜିଲ୍ଲା
ରାମକୃଷ୍ଣ ସେବାଶ୍ରମରେ ବୃକ୍ଷରୋପଣ ନିମନ୍ତେ ସମ୍ବର୍ଦ୍ଧନା
ଖୋର୍ଦ୍ଧା : ବୋଲଗଡ ବ୍ଲକ୍ ପିଚୁକୁଳି ପଞ୍ଚାୟତ ଅନ୍ତର୍ଗତ ଟିକାତାଳ ରାମକୃଷ୍ଣ ସେବାଶ୍ରମରେ ଭୁବନେଶ୍ୱରସ୍ଥିତ ପ୍ରେରଣା ଗ୍ରୀନ୍ ଆର୍ମି ଇଣ୍ଟରନ୍ୟାସନାଲ୍ ଅନୁଷ୍ଠାନ ତରଫରୁ ଆଶ୍ରମ ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ସଭାପତି ବିଜୟ କୁମାର ମହାପାତ୍ରଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଯାଇଛି…
ବିଲମାନପୁର ବିଦ୍ୟାଳୟ ରେ ଖୋଲିଲା କବ୍ ଓ ବୁଲବୁଲ
ଓଡ଼ଗାଁ: ଆଜି ଓଡ଼ଗାଁ ବ୍ଲକ୍ ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ବିଲାମାନପୁର ରେ ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ସ୍ ଓ ଗାଇଡସ୍ ଆନୁକୂଲ୍ୟରେ ଦୁଇଟି କବ୍ , ବୁଲବଲ୍ ୟୁନିଟ ଖୋଲା ଯାଇଛି। ଏଥିରେ ରାଜ୍ୟ ସଂଯୋଜକ ତଥା ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ରବିନ୍ଦ୍ର କୁମାର ନାୟକ ଯୋଗ ଦେଇ…
ଅଜଣା ଗାଡ଼ି ଧକ୍କାରେ କଲରାପତରିଆ ବାଘର ମୃତ୍ୟୁ
ଭଞ୍ଜନଗର: ଅଜଣା ଗାଡ଼ି ଧକ୍କାରେ ଏକ କଲରାପତରିଆ ବାଘର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ଗାଁ ନିକଟ ମୁଖ୍ୟରାସ୍ତାରୁ ଗୁରୁତର ଭାବେ ଆହତ ହୋଇ ପଡ଼ିଥିବା କଲରାପତରିଆ ବାଘକୁ ଉଦ୍ଧାର କରାଯିବା ପରେ ତାର ମୃତ୍ୟୁ ଘଟିଛି।…
ହୀରାକୁଦ ଡ୍ୟାମର ୧୦ଟି ସ୍ଲୁଇସ୍ ଗେଟ୍ ବନ୍ଦ
ସମ୍ବଲପୁର: ବନ୍ୟା ଜଳ ପ୍ରବେଶ ହ୍ରାସ ପାଇଥିବାରୁ ହୀରାକୁଦ ଡ୍ୟାମର ୧୦ଟି ସ୍ଲୁଇସ୍ ଗେଟ୍ ବନ୍ଦ ହୋଇଥିବା ଜଣାଯାଇଛି। ବାମ ପଟରୁ ୭ ଓ ଡାହାଣ ପଟରୁ ୩ଟି ଗେଟ୍ ବନ୍ଦ ସୂଚନା ମିଳିଛି। ଏବେ ୧୦ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ପୂର୍ବରୁ ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ…
ଭୁବନେଶ୍ୱରରୁ କଳାହାଣ୍ଡିକୁ ଉଡ଼ିବ ବିମାନ
କଳାହାଣ୍ଡି: ଖୁବଶୀଘ୍ର କଳାହାଣ୍ଡିକୁ ଉଡ଼ିବ ବିମାନ। ବହୁ ପ୍ରତିକ୍ଷିତ ଉତ୍କେଲା ଏୟାରପୋର୍ଟରୁ ବିମାନ ଚଳାଚଳ ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର ସରକାରଙ୍କ ‘ଉଡ଼ାନ୍’ ଯୋଜନାରେ ଏହାର ଭିଭିଭୂମି ପ୍ରସ୍ତୁତି ପ୍ରାୟ ଶେଷ ହୋଇଥିବାବେଳେ ଡ଼ି. ଜି.ସି.ଏ ବିମାନ ଉଡ଼ାଣ ନିମନ୍ତେ ଗ୍ରୀନ ସିଗ୍ନାଲ…
ମିଳିଲା ୨ ନିଖୋଜ କାଉଡିଆଙ୍କ ମୃତଦେହ
ସୋର : ୨୨ ଘଣ୍ଟା ପରେ ୨ କାଉଡ଼ିଆଙ୍କ ମୃତଦେହ ଉଦ୍ଧାର । ସାଳନ୍ଦୀ ନଦୀରେ ଭାସି ନିଖୋଜ ଥିବା ଦୁଇ କାଉଡ଼ିଆଙ୍କ ମୃତଦେହ ଉଦ୍ଧାର ହୋଇଛି । ଗତକାଲି ଜଳଲାଗି ପାଇଁ ନଦୀରୁ ପାଣି ଉଠାଇବା ବେଳେ ନିଖୋଜ ଥିଲେ । ବାଲେଶ୍ୱର ଜିଲ୍ଲା ବରଦା ଗାଁ ଦେଇ ଯାଇଥିବା ସାଳନ୍ଦୀ ନଦୀରୁ ପାଣି ନେଇ ସାନଜୟୀ…
ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର
କଟକ : ଆଜି ଓଡ଼ିଶା ହାଇକୋର୍ଟର ୩୩ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଶୁଭାଶିଷ ତାଳପତ୍ର । ହାଇକୋର୍ଟର ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି । ଜଷ୍ଟିସ ତାଳପତ୍ର ଏବେ ବରିଷ୍ଠ ବିଚାରପତି ଭାବେ ଓଡ଼ିଶା…
୩୬ ଘଣ୍ଟା ପରେ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଲାଗିଥିବା ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
ପୁରୀ: ଅଗ୍ନଶମ କର୍ମଚାରୀମାନଙ୍କ ଦୀର୍ଘ ୩୬ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଲାଗିଥିବା ନିଆଁକୁ ଆୟତ୍ତ କରାଯାଇଛି। ଏନେଇ ସ୍ଥାନୀୟ ଅଗ୍ନିଶମ ବିଭାଗ ଅଧିକାରୀ ରମେଶ ଚନ୍ଦ୍ର ମାଝୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ବୁଧବାର ରାତି ପ୍ରାୟ ସାଢ଼େ ୭ଟାରେ…
ଟ୍ରକ ଦୁର୍ଘଟଣାରେ ବାଇକ ଚାଳକ ମୃତ, ଜଣେ ଗୁରୁତର
ଯାଜପୁର: ଯାଜପୁର ବଡଚଣା ଥାନା ଅନ୍ତର୍ଗତ ଚଣ୍ଡିଖୋଲ ଟ୍ରାଫିକ ଛକ ଉପରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ତେବେ ଟ୍ରାଫିକ ନିୟମ ନମାନି ଏକ ଟ୍ରକ ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେଇଛି। ଫଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ପଛରେ ବସିଥିବା ବ୍ୟକ୍ତି ଗୁରୁତର ଆହତ ହୋଇ କଟକ…
ପାଟଣା ଅଞ୍ଚଳରେ ପ୍ରଚଣ୍ଡ ଶବ୍ଦ, ଥରିଲା ସବୁକିଛି
ପାଟଣା,୨୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟରେ ସୋମବାର ପୂର୍ବାହ୍ନରେ ୨ ଥର ପ୍ରଚଣ୍ତ ଶବ୍ଦ ଶୁଣିବାକୁ ମିଳିଛି। ଫଳରେ ଭୂମି ସହ ଘର କାନ୍ଥ, ଝରକା, କବାଟ ଥରି ଉଠିବା ଲୋକେ ଅନୁଭବ କରି ଭୟଭୀତ ହୋଇଛନ୍ତି। ଏହାକୁ କେହି ମୃଦୁ ଭୂକମ୍ପର ଝଟ୍କା କହୁଥିବା ବେଳେ କେହି…