Browsing Category

ଜିଲ୍ଲା

ଗଜପତିର ଐତିହ୍ୟ ଓ ଆଦିବାସୀ ସଂସ୍କୃତି ଅବହେଳିତ ।

ଗଜପତି(ମନୋଜ ପାଢ଼ୀ): ପ୍ରାକୃତିକ ସୌନ୍ଦର୍ଯ୍ୟ, ପାହାଡ଼-ଜଙ୍ଗଲ, ଝରଣା ଓ ସମୃଦ୍ଧ ଆଦିବାସୀ ପରମ୍ପରା ପାଇଁ ପରିଚିତ ଗଜପତିଜିଲ୍ଲା ଆଜି ନିଜର ଅମୂଲ୍ୟ ଐତିହ୍ୟ ଓ ଲୋକସଂସ୍କୃତିର ସଂରକ୍ଷଣ କ୍ଷେତ୍ରରେ ଅବହେଳାର ଶିକାର ହେଉଥିବା ଅଭିଯୋଗ ଉଠୁଛି। ଜିଲ୍ଲାରେ ଲାଞ୍ଜିଆ ସଉରା, ଶବର, ଶୁଦ୍ଧ…

ଚୁଡୁଙ୍ଗପୂର ଆୟୋଜିତ ଜନ ଅଭିଯୋଗ ଶୁଣାଣୀରେ ଲୋକଙ୍କ ଗୁହାରି ଶୁଣିଲେ ବିଧାୟକ। 105 ବର୍ଷ ବୃଦ୍ଧା ଙ୍କୁ ମାତ୍ର ଏକ ହଜାର…

ଗଜପତି (ମନୋଜ ପାଢ଼ୀ): ଗଜପତି ଜିଲ୍ଲା କାଶୀନଗର ବ୍ଲକ ହାଦଭାଙ୍ଗି ପଞ୍ଚାୟତର ବିଭିନ୍ନ ଗ୍ରାମକୁ ନେଇ ଅନୁଷ୍ଠିତ ‌ହୋଇଯାଇଛି ଏକ ବଡ଼ ଧାରଣର ଜନ ଅଭିଯୋଗ ଶୁଣାଣୀ। କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ଇଂ ରୁପେଶ ପାଣିଗ୍ରାହୀ ଯୋଗ ଦେଇ ଲୋକଙ୍କ ସମସ୍ୟା ଶୁଣିଛନ୍ତି। ପର୍ଯ୍ୟାୟ କ୍ରମେ ପ୍ରଥମେ…

ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି

ବ୍ରହ୍ମପୁର :ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ଓ ୫ ତାରିଖ ରେ ଗଞ୍ଜାମ ଗସ୍ତରେ ଆସିବା କାର୍ଯକ୍ରମ ରହିଛି। କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ସୂଚନା ମିଳିନଥିଲେ ମଧ୍ୟ ୪ ତାରିଖ ରେ ଗଞ୍ଜାମର ତପ୍ତପାଣି ଠାରେ ଆଦିବାସୀ ଶବର ସମାଜ ର ସମ୍ମିଳନୀରେ ରାଷ୍ଟ୍ରପତି ଯୋଗଦେବା…

ପୁରୀ ରଥଯାତ୍ରାରେ ସେବା କେନ୍ଦ୍ର ସ୍ଥାପନ କଲା ଆଇଆରଇଡିଏ

ପୁରୀ: ସରକାରୀ ଉଦ୍ୟୋଗ – ଭାରତୀୟ ଅକ୍ଷୟ ଶକ୍ତି ବିକାଶ ସଂସ୍ଥା (ଆଇଆରଇଡିଏ) ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାରେ ଯୋଗ ଦେଇଥିବା ଭକ୍ତମାନଙ୍କ ପାଇଁ ଏକ ସେବା କେନ୍ଦ୍ର ସ୍ଥାପନ କରିଛି। ଶ୍ରୀଗୁଣ୍ଡିଚା ମନ୍ଦିର ନିକଟସ୍ଥ ବଡ଼ ଦାଣ୍ଡରେ ଏହି କେନ୍ଦ୍ରକୁ ଅଧ୍ୟକ୍ଷ ଏବଂ ପରିଚାଳନା…

ଟାଇମ୍‍ପାସ୍‍ ପୁସ୍ତକପର୍ବ ଅବସରରେ ଲୋକାର୍ପିତ ହେଲା ଡକ୍ଟର ବିବୁଧରଞ୍ଜନଙ୍କ ୧୨ଖଣ୍ଡ ଗ୍ରନ୍ଥାବଳୀ

ବାଲେଶ୍ଵର ,୧୮/୭(କୃଷ୍ଣ କୁମାର ମହାନ୍ତି): ଟାଇମପାସ ପ୍ରକାଶନ ପକ୍ଷରୁ ଭୁବନେଶ୍ୱର ବୁଦ୍ଧମନ୍ଦିର ସଭାଗୃହରେ ଆୟୋଜିତ ଏକ ସ୍ୱତନ୍ତ୍ର ପୁସ୍ତକପର୍ବରେ ଲୋକାର୍ପିତ ହୋଇଯାଇଛି ବିଶିଷ୍ଟ ଲେଖକ ଡକ୍ଟର ବିବୁଧରଞ୍ଜନଙ୍କ ୫୬ଟି ପୁସ୍ତକକୁ ନେଇ ୧୨ଖଣ୍ଡ ଗ୍ରନ୍ଥାବଳୀ! ମୁଖ୍ୟ ଅତିଥି ଭାବେ ଯୋଗଦେଇ…

କୋରାପୁଟରେ ପିତୃମାତୃହୀନ ଓ ଏକକ ଅଭିଭାବକ ଶିଶୁଙ୍କ ପାଇଁ ବିଶେଷ କ୍ୟାମ୍ପ

କୋରାପୁଟ(ବିପିନ କୁମାର ହିଆଲ): ପିତୃମାତୃହୀନ ଏବଂ ଏକ ଅଭିଭାବକ ଶିଶୁଙ୍କୁ ଉପଯୁକ୍ତ ଥଇଥାନ ଓ ସାମାଜିକ ସୁରକ୍ଷା ଯୋଗାଇଦେବା ନିମନ୍ତେ କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଲକ୍ଷ୍ମୀପୁର ବ୍ଲକର ମିଶନଶକ୍ତି ଗୃହ ପରିସରରେ ଏକ ସ୍ୱତନ୍ତ୍ର କ୍ୟାମ୍ପ ଅନୁଷ୍ଠିତ ହୋଇଥିଲା। ଏହି…

ପ୍ରଧାନମନ୍ତ୍ରୀ ଫସଲ ବିମା ଯୋଜନାର ସଚେତନତା ରଥକୁ ଶୁଭାରମ୍ଭ କଲେ ଗଜପତି ଜିଲ୍ଲାପାଳ ।

ଗଜପତି (ମନୋଜ ପାଢ଼ୀ) –: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ । ଏହି ସଚେତନତା ରଥ ବିଭିନ୍ନ ବ୍ଲକ ଓ…

ବୃଷଭ ଗ୍ରାମ ପଞ୍ଚାୟତରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ।

ଗଜପତି,(ମନୋଜ ପାଢ଼ୀ)-:ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ (ଡିଏଲଏସଏ) ପକ୍ଷରୁ ଆଜି ବୃଷଭ ସ୍ଥିତ ଗ୍ରାମ-ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଜିଲ୍ଲା ଦୌରାଜଜ୍ ତଥା ଜିଲ୍ଲା ଆଇନସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ…

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ପକ୍ଷରୁ ଜିରାଙ୍ଗ ପଞ୍ଚାୟତ ଠାରେ ଶିଶୁ ଚାଲାଣ ବିରୁଦ୍ଧରେ ଏବଂ ଶିଶୁ ସହାୟତା…

ଗଜପତି ,୧୮/୭(ମନୋଜ ପାଢ଼ୀ)-: ଗଜପତି ଜିଲ୍ଲା ରାୟଗଡା ବ୍ଲକ ଅନ୍ତର୍ଗତ ଜିର।ଙ୍ଗ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଗଜପତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ତରଫରୁ ଶିଶୁ ଚ।ଲାଣ ବିରୁଦ୍ଧରେ ଜନସଚେତନତା କାର୍ଯକ୍ରମ କରାଇବା ଆମର ଶିଶୁ ସହାୟତା ହେଲ୍ପଲାଇନ…

ଲୋକ ଙ୍କ ଗୁହାରି ଶୁଣିବା ସହ , ନିଆରା ଢଙ୍ଗରେ ଜନ୍ମଦିନ ପାଳନ କଲେ ବିଧାୟକ।

ଗଜପତି,୧୮.୭ (ମନୋଜ ପାଢ଼ୀ):ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଆଡାଗାଁ ନିକଟ ରେ ଥିବା ହନୁମାନ ମନ୍ଦିର ପ୍ରାଙ୍ଗଣ ରେ ବିଧାୟକ ରୁପେସ ପାଣିଗ୍ରାହୀ ଙ୍କ ଜନ୍ମଦିନ ବହୁ ଧୂମଧାମ ରେ ପାଳନ କରାଯାଇଛି, ପ୍ରଥମେ ଗୋଷାଣୀ ବ୍ଲକ ଅଧକ୍ଷ ଏନ ବିରରାଜୁ ସମେତ ଶତାଧିକ ପ୍ରଶଂସକ ବିଧାୟକ ଙ୍କୁ…