Sign in
Sign in
Recover your password.
A password will be e-mailed to you.
Browsing Category
ଜିଲ୍ଲା
ପାରଳା ପୁଲିସ ପକ୍ଷରୁ ଜୁଆ ଆଡ୍ଡା ଉପରେ ଚଢ଼ାଉ ।
ଗଜପତି (ମନୋଜ ପାଢ଼ୀ) – : ପାରଳାଖେମୁଣ୍ଡି ପୋଲିସ ବିଶ୍ୱସ୍ତ ସୂଚନା ଆଧାରରେ ଝାମି ଗ୍ରାମ ନିକଟସ୍ଥ ପାହାଡ଼ ଅଞ୍ଚଳରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଥିଲା । ଚଢ଼ାଉ ସମୟରେ ପୋଲିସ ଘଟଣାସ୍ଥଳରୁ ନଗଦ ଟଙ୍କା , ତାସ୍ ପତ୍ର , ୩ଟି ମୋବାଇଲ୍ ଫୋନ୍ ଏବଂ ୨ଟି ମୋଟର ସାଇକେଲ୍ ଜବତ…
ଶ୍ରୀ ଭେଙ୍କଟେଶ୍ବର ସ୍ନାତକ ମହାବିଦ୍ୟାଳୟ ରେ ବିଶ୍ଵ ହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ…
ଗଜପତି (ମନୋଜ ପାଢ଼ୀ) – : ଶ୍ରୀ ଭେଙ୍କଟେଶ୍ବର ସ୍ନାତକ ମହାବିଦ୍ୟାଳୟ ରେ ବିଶ୍ଵ ହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ । ଶ୍ରୀ ଲୋକନାଥ ମିଶ୍ର କାର୍ଯ୍ୟକ୍ରମ କୁ ପରିଚାଳନା କରି ଥିବା ବେଳେ ଶ୍ରୀ ଭେଙ୍କଟେଶ୍ବର ସ୍ନାତକ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ…
ଆନ୍ଧ୍ର – ତେଲଙ୍ଗାନା କୁ ଗଜପତିରୁ ନାହିଁ ଓଏସ୍ଆରଟିସି ବସ୍ ।
ଗଜପତି (ମନୋଜ ପାଢ଼ୀ) – : ଗଜପତି ଜିଲାର ବହୁ ପରିବାର ଦୀର୍ଘ ବର୍ଷ ଧରି ଜୀବିକା ଅନ୍ଵେଷଣରେ ଆନ୍ଧ୍ର ପ୍ରଦେଶ ଓ ତେଲଙ୍ଗାନା ଉପରେ ନିର୍ଭର କରନ୍ତି । ଜିଲ୍ଲାର ଗୁମ୍ମା, ଗୋଷାଣୀ ଓ କାଶୀନଗର ବ୍ଲକର ବହୁ ଲୋକ ହାଇଦ୍ରାବାଦ, ବିଶାଖାପଟ୍ଟନମ ଓ ବିଜୟୱାଡାରେ ରହି ବିଭିନ୍ନ କ୍ଷେତ୍ରରେ କାମ କରି…
ଅଲଡ଼ା ପଞ୍ଚାୟତରେ ଆୟୋଜିତ ମେଗା ଜନ ଅଭିଯୋଗ ଶୁଣାଣୀରେ ଲୋକଙ୍କ ଗୁହାରି ଶୁଣିଲେ ବିଧାୟକ
ଗଜପତି, (ମନୋଜ କୁମାର ପାଢୀ) : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଅଲଡ଼ା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ନେଇ ଅନୁଷ୍ଠିତ ହୋଇଯାଇଛି ଏକ ବଡ଼ ଧାରଣର ଜନ ଅଭିଯୋଗ ଶୁଣାଣୀ। କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ଇଂ.ରୁପେଶ ପାଣିଗ୍ରାହୀ ଯୋଗ ଦେଇ ଲୋକଙ୍କ ସମସ୍ୟା ଶୁଣିଛନ୍ତି। ପର୍ଯ୍ୟାୟ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ।
ଗଜପତି,ତା.୧୩.୦୭.୨୦୨୬(ମନୋଜ ପାଢ଼ୀ)-: ଗଜପତି ଜିଲ୍ଲା ରାୟଗଡ ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ମୁଖ୍ୟ…
ଚାଷ କରୁଥିବା ବେଳେ ଟ୍ରାକ୍ଟର ଓଲଟି ୧୯ ବର୍ଷୀୟ ଯୁବକଙ୍କ ମୃତ୍ୟୁ
କଲ୍ୟାଣସିଂହପୁର,୧୩/୭ ରିପୋର୍ଟର - ଭି ଗୌରୀଶଙ୍କର ରାଓ ଟ୍ରାକ୍ଟର ରେ ଚାଷକାମ କରୁଥିବା ବେଳେ ଟ୍ରାକ୍ଟର ଓଲଟି ପଡ଼ିବାରୁ ଜଣେ ୧୯ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଥିବା ଭଳି ଦୁଃଖଦ ଘଟଣା ରାୟଗଡ଼ା କଳାହାଣ୍ଡି ସୀମାନ୍ତ ଅଞ୍ଚଳ ରେ ଘଟିଛି।ସୂଚନା ଅନୁଯାୟୀ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର…
ପୋଡାଗଡ ଗ୍ରାମ ପଞ୍ଚାୟତରେ ଅଭିଯୋଗ ଜନଶୁଣାଣୀ ଓ ସଚେତନ ଶିବିର ।
କୋରାପୁଟର : (ବିପିନ କୁମାର ହିଆଲ )ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପୋଡ଼ାଗଡ ଗ୍ରାମ ପଞ୍ଚାୟତରେ ଅଭିଯୋଗ ଜନଶୁଣାଣୀ ଓ ସଚେତନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରକୁ ସ୍ଥାନୀୟ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଗଣେଶ୍ୱର କୁଲଦୀପ ଙ୍କ ନେତୃତ୍ୱରେ ପରିଚାଳିତ ହୋଇଥିଲା ।…
ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠିତ
ତେନ୍ତୁଳୀଖୁଣ୍ଟି (ଶେଖର ଖୁରା ): ତେନ୍ତୁଳୀଖୁଣ୍ଟି ବ୍ଲକ ଅନ୍ତର୍ଗତ ପୂଜାରୀଗୁଡା ଗ୍ରାମ ପଞ୍ଚାୟତସ୍ଥିତ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂତନ ପରିଚାଳନା କମିଟି ଆଜି ଗଠନ କରାଯାଇଛି।
ଏହି କାର୍ଯ୍ୟକ୍ରମ ପୂର୍ବତନ ପରିଚାଳନା କମିଟିର ସଭାପତି ଶ୍ରୀ ଶେଖର ଖୁରାଙ୍କ ସଭାପତିତ୍ୱରେ…
ଗଜପତିଙ୍କୁ ଅପମାନ, ଇସ୍କନ ଗୋ ବ୍ୟାକ୍ ନାରାରେ କମ୍ପିଲା ପୁରୀ
ପୁରୀ : ଗଜପତିଙ୍କୁ ଅପମାନ କରିଥିବା ଦର୍ଶାଇ ବଡ଼ଦାଣ୍ଡରେ ଇସ୍କନକୁ ଓଡ଼ିଶା ଛାଡ଼ିବାକୁ ନାରା ଦେଇଛନ୍ତି ଯୁବକ। ହାତରେ ଇସ୍କନ ଗୋ ବ୍ୟାକର ଫ୍ଳାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କେବଳ ଏତିକି ନୁହେଁ, ଶରଧାବାଲିରୁ ଇସ୍କନର ବୁକ୍ ଷ୍ଟଲକୁ ବି ବିଦା କରିଦିଆଯାଇଛି।
ରଥଯାତ୍ରାରେ ରାଜଧାନୀ ପାଇଁ ଆସିଲା ଟ୍ରାଫିକ୍ କଟକଣା
ଭୁବନେଶ୍ୱର : ରଥଯାତ୍ରା ପାଇଁ ରାଜଧାନୀ ଭୁବନେଶ୍ୱର ପାଇଁ ଆସିଲା ଟ୍ରାଫିକ୍ କଟକଣା। ଆସନ୍ତା ଜୁଲାଇ ୧୬, ୨୪ ଓ ୨୫ ପାଇଁ ଭୁବନେଶ୍ୱର ସ୍ଥିତ ଇସ୍କନ୍ ମନ୍ଦିର ରଥଯାତ୍ରା, ବାହୁଡା ଯାତ୍ରା ଏବଂ ସୁନାବେଶ ଅନୁଷ୍ଠିତ ହେବ। ଇସ୍କନ ମନ୍ଦିର ଯିବା ରାସ୍ତା ଏବଂ ଏହାର ଚର୍ତୁପାଶ୍ୱର୍ରେ ବହୁଳ…