Sign in
Sign in
Recover your password.
A password will be e-mailed to you.
Browsing Category
ଜିଲ୍ଲା
ଯୁବ ଭୋଟର ପଞ୍ଜୀକରଣ ନିମନ୍ତେ ସଚେତନତା କର୍ମଶାଳା ଅନୁଷ୍ଠିତ ।
ରାୟଗଡ଼ା ,ତାରିଖ ୧୦/୭/୨୦୨୭(ଭି ଗୌରୀଶଙ୍କର ରାଓ ) : ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀଯୁକ୍ତ ଆଶୁତୋଷ କୁଲକର୍ଣି ଭା ପ୍ର ସେଙ୍କ ନିର୍ଦ୍ଦେଶ କ୍ରମେ ରାୟଗଡ଼ ଜିଲ୍ଲାରେ ଯୁବ ଭୋଟରଙ୍କ ଚିହ୍ନଟ ଓ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି ।
ରାୟଗଡ଼ ଉପଜିଳ୍ଲାପାଳ ତଥା…
ତୃଣମୂଳ ସ୍ତରରେ ଦୀର୍ଘସ୍ଥାୟୀ ବିକାଶ ଯୋଜନା ପ୍ରସ୍ତୁତି ସମ୍ପର୍କିତ କର୍ମଶାଳା
ରାୟଗଡ଼ ତା ୧୦.୭.୨୦୨୬ ,ରିପୋର୍ଟର ଭି ଗୌରୀଶଙ୍କର ରାଓ । ରାୟଗଡ଼କୁ ଏକ ବିକଶିତ ଜିଲ୍ଲାରେ ପରିଣତ କରିବାର ଲକ୍ଷ୍ୟ ନେଇ ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରତିନିଧି ଓ କର୍ମଚାରୀଙ୍କ ବିକାଶ ଯୋଜନା ପ୍ରସ୍ତୁତି ସମ୍ପର୍କିତ କର୍ମଶାଳା ସମସ୍ତ ବ୍ଲକ୍…
ଭିନ୍ନକ୍ଷମ କମିଶନର ତଥା ଆଇଏଏସ ଶ୍ରୀମତୀ ବ୍ରତତୀ ହରିଚନ୍ଦନ ଙ୍କ ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ଦୃଷ୍ଟିହୀନ ଓ ବଧିର…
ମୋହନା,୧୦.୭(ମନୋଜ ପାଢ଼ୀ)-: ଓଡ଼ିଆ ସରକାରଙ୍କ ଭିନ୍ନକ୍ଷମ କମିଶନର ତଥା ଆଇଏଏସ୍ ଶ୍ରୀମତୀ ବ୍ରତତୀ ହରିଚନ୍ଦନ, ମୋହନା ସ୍ଥିତ ସ୍କୁଲକୁ ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟ ଗୁରୁବାର ଦିନ ପରିଦର୍ଶନ କରିଥିଲେ।
ତାଙ୍କ ସାଥିରେ ଥିଲେ ଗଜପତି ଜିଲ୍ଲା ସାମାଜିକ…
ଛେଳିଗଡ଼ ଜଳସେଚନ ପ୍ରକଳ୍ପ: ବିସ୍ଥାପିତ ୭୮ ପରିବାରଙ୍କ ପାଇଁ ୮.୪୮ କୋଟିର ପୁନର୍ବାସ ପ୍ୟାକେଜ୍
ଗଜପତି: ଗଜପତି ଜିଲ୍ଲାର ବହୁ ପ୍ରତୀକ୍ଷିତ ଛେଳିଗଡ଼ ଜଳସେଚନ ପ୍ରକଳ୍ପ ଯୋଗୁଁ ବିସ୍ଥାପିତ ହୋଇଥିବା ୭୮ଟି ପରିବାରଙ୍କୁ ପୁନର୍ବାସ ସହାୟତା ପ୍ରଦାନ ପାଇଁ ରାଜ୍ୟ ସରକାର ୮ କୋଟି ୪୮ ଲକ୍ଷ ୬୩ ହଜାର ୯୩୨ ଟଙ୍କାର ସଂଶୋଧିତ ଆର୍ଥିକ ପ୍ୟାକେଜ୍ ଅନୁମୋଦନ କରିଛନ୍ତି। ଏନେଇ ଜଳ ସମ୍ପଦ ବିଭାଗ…
ମ୍ୟାକ୍ସ ପିକ୍ଅପ୍ ସହ ବାଇକ୍ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର ।
ମୋହନା,୧୦।୭(ମନୋଜ ପାଢ଼ୀ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି। ଏକ କେଟିଏମ୍ ବାଇକ୍ ଓ ମ୍ୟାକ୍ସ ପିକ୍ଅପ୍ ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି।…
ବିଦ୍ୟାଳୟରେ ବନ ମହୋତ୍ସବ ପାଳନ ।
ଗଜପତି (ମନୋଜ ପାଢ଼ୀ) – : ମୋହନା ବ୍ଲକ ଅନ୍ତର୍ଗତ ଖଣି ଏସ୍ ଏସ୍ ଡି ଉଚ୍ଚ ବିଦ୍ୟାଳୟରେ ଜାତୀୟ ସବୁଜ ବାହିନୀ ଆନୁକୂଲ୍ୟରେ ମା’ ପାଇଁ ଗଛଟିଏ ବୃକ୍ଷରୋପଣ କାଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନାରାୟଣ ପ୍ରଧାନଙ୍କ ପୌରୋହିତ୍ୟରେ ଏକ ସଚେତନତା ରାଲି, ବୃକ୍ଷରୋପଣ…
ସିଲିଣ୍ଡର କଳାବଜାରୀ ରୋକିବାରେ ଯୋଗାଣ ବିଭାଗ ବିଫଳ ।
ଗଜପତି (ମନୋଜ ପାଢ଼ୀ) – : ଗ୍ୟାସ ସିଲିଣ୍ଡର କଳାବଜାରୀ ରୋକିବାରେ ଗଜପତି ଯୋଗାଣ ବିଭାଗ ବିଫଳ । ଗୁହାରି କରିବି ଯାହାକୁ , ଘଇତା କରିଛି ତାହାକୁ ନୀତିରେ ଚାଲିଛି ବେପାର । ଗଜପତି ଜିଲ୍ଲାରେ ଦିନକୁ ଦିନ ଗ୍ୟାସ ସିଲିଣ୍ଡର କଳାବଜରୀ ବଢ଼ିବାରେ ଲାଗିଛି , ତାହାକୁ ରୋକିବାରେ ବିଫଳ ହୋଇ ପଡିଛି…
ରାମସାଗର ହୁଡ଼ା ଉପରେ ବଜରଙ୍ଗ ଦଳ ଓ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ।
ଗଜପତି (ମନୋଜ ପାଢ଼ୀ) – : ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ନିକଟସ୍ଥ ରାମସାଗର ହୁଡ଼ା ଉପରେ ବଜରଙ୍ଗ ଦଳ ଓ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ! ସହର ର ବିଭିନ୍ନ ମନ୍ଦିର ଗୁଡ଼ିକ ସଫେଇ କାର୍ଯକ୍ରମ ଜାରି , ପରିବେଶ ସୁରକ୍ଷା ଓ ସବୁଜିମା ବୃଦ୍ଧି ପାଇଁ ଗଛ…
ଗୋଷାଣି ଠାରେ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ସହ ମାଗଣା ସ୍ବାସ୍ଥ୍ୟ ସେବା ଅନୁଷ୍ଠିତ ।
ଗଜପତି (ମନୋଜ ପାଢ଼ୀ) – : ଗୋଷାଣି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୁଲ୍ୟରେ ଗଜପତି ଜିଲ୍ଲା ଗୋଷାଣି ବ୍ଲକ କାର୍ଯ୍ୟାଳୟ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ…
ଜାତୀୟ ମତ୍ସ୍ୟଚାଷୀ ଦିବସ ପାଳିତ ।
ଗଜପତି (ମନୋଜ ପାଢ଼ୀ) – : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏମ୍ ପ୍ରକାଶ ରାଓ,ଜିଲ୍ଲା ମୁଖ୍ୟ ମତ୍ସ୍ୟ ଅଧିକାରୀ ଅରୁଣ କୁମାର ସାହୁ,…