Sign in
Sign in
Recover your password.
A password will be e-mailed to you.
Browsing Category
ଜିଲ୍ଲା
ରାୟଗଡାରୁ ୬ଟି ଜିଲ୍ଲାର ୯୭୦ ଜଣ ତୀର୍ଥଯାତ୍ରୀ ଗଲେ ବାରଣାସୀ ଓ ଗୟା
ରାୟଗଡ଼ା: ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ରାୟଗଡା ଜିଲ୍ଳା ପ୍ରଶାସନ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣ କାର୍ଯ୍ୟକ୍ରମରେ ଦକ୍ଷିଣ-ପଶ୍ଚିମାଚଂଳର କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି ଜିଲ୍ଳାର ୯୭୦ଜଣ…
ଆରପାରିରେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲ, କଟକରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
କଟକ: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ୧୦୨ ବର୍ଷ ବୟସରେ ଦେହାନ୍ତ ହୋଇଛି। କଟକ ବଡ଼ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ବୟସାଧିକ୍ୟ କାରଣରୁ ସେ ଗତ ୨୪ ତାରିଖ ଠାରୁ ମେଡିସିନ ବିଭାଗର ଆଇସିୟୁରେ ୩ ଦିନ ଧରି ଚିକିତ୍ସିତ ହେଉଥିଲେ। ସ୍ୱାଧୀନତା…
କୋଶଳ ସାହିତ୍ୟ ଏକାଡେମୀ ତରଫରୁ ତରଭାର ବାଟେଘାଟେ କାର୍ଯ୍ୟକ୍ରମ ଅନୁଷ୍ଠିତ
ତରଭା,ତା ୨୭/୦୧ : ସ୍ଥାନୀୟ ସାରସ୍ବତ ଅନୁଷ୍ଠାନ କୋଶଳ ସାହିତ୍ୟ ଏକାଡେମୀ ତରଫରୁ ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ତରଭାର ବାଟେଘାଟେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। କୋସଲୀ ଭାଷାର ଭବିଷ୍ୟତ ଶୀର୍ଷକ ଆଲୋଚନାଚକ୍ର ପ୍ରାରମ୍ଭରେ ଶିଶୁପାଳ…
ପୁରୀ ଶ୍ରୀନଅରରେ ପୁଷ୍ୟାଭିଷେକ ନୀତି: ଗଜପତି ମହାରାଜଙ୍କ ହେଲା ରାଜାଭିଷେକ
ପୁରୀ: ଗଜପତି ମହାରାଜଙ୍କ ପୁଷ୍ୟାଭିଷେକ ନୀତି ପୁରୀ ଶ୍ରୀନଅରରେ ଅନୁଷ୍ଠିତ ହୋଇଯାଇଛି।। ଆଜି (ଶୁକ୍ରବାର) ମାଘମାସର ପୁଷ୍ୟା ନକ୍ଷତ୍ର ପଡୁଥିବାରୁ ଶ୍ରୀନଅରରେ ମହାପ୍ରଭୁଙ୍କର ଚଳିନ୍ତି ପ୍ରତିମା ଗଜପତିଙ୍କ ରାଜାଭିଷେକ କରାଯାଇଛି। ଇଷ୍ଟ ଦେବୀ କନକଦୁର୍ଗାଙ୍କ ପାଖରେ ପୂଜା ବିଧି ପରେ…
ସୁବର୍ଣ୍ଣପୁର ଜିଲ୍ଲା ରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ା
ସୁବର୍ଣ୍ଣପୁର-ସୁବର୍ଣ୍ଣପରୁ ଜିଲ୍ଲା ରାମେଶ୍ବର ଷ୍ଟାଡିୟମ ଠାରେ ୭୫ ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି।ଏହି ଅବସରରେ ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍ରେ…
ସୁବର୍ଣ୍ଣପୁର ଜିଲ୍ଲା ସାଲେଇପଦର ଗାଁରେ ଯୁବକ କୁ ହତ୍ୟା ା
ସୁବର୍ଣ୍ଣପୁର-ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ସାଲେଇପଦର୍ ଗାଁ ରେ ଯୁବକଙ୍କୁ ହତ୍ୟା । କାରଣ ଅସ୍ପଷ୍ଟ । ମୃତ ଯୁବକ ଜଣକ ହେଲେ ସୁବଳୟା ଧିବରପଡାର ଡମ୍ବରୁଧର ଅଧିକାରୀ। ଘଟଣା ସ୍ଥଳରେ ସୁବଳୟା ପୋଲିସ ର ତନାଘନା । ଅଭିଯୋଗ ଅନୁସାରେ ଗତ କାଲି ସଂଧ୍ୟାରେ ଡମ୍ବରୁ ଘରୁ ବାହାରି ଆଉ ଫେରି…
ସୁବର୍ଣ୍ଣପୁର ଜିଲ୍ଲା ତରଭା ଠାରେ ୭୫ତମ ସାଧାରଣତନ୍ତ୍ର ଦିବସରେ ତ୍ରିରଙ୍ଗା ଯାତ୍ରା ା
ସୁବର୍ଣ୍ଣପୁର-ସୁବର୍ଣ୍ଣପୁର ଜିଲ୍ଲା ତରଭାରେ ଅନୁଷ୍ଠିତ ହୋଇଯାଇଛି ତ୍ରିରଙ୍ଗା ଯାତ୍ରା । ଜିଲ୍ଲାର ତରଭା ବିଜ୍ଞାପିତ ଅଂଚଳ ପରିଷଦ ଅଂଚଳରେ ୨୦୦ ମିଟରର ଏକ ତ୍ରିରଙ୍ଗା ପତାକା ନିର୍ମାଣ ସହ ଏକ ଭବ୍ୟ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଶହନସିଳତା, ଏକତା ଓ ଅଖଣ୍ଡତା ର ଏହି ତ୍ରରଙ୍ଗା…
ଏ ଏମ୍ ଏନ୍ ଶ୍ଟିଲ ପ୍ଲାଣ୍ଟ ରେ ବିପିଏନଏସଆଇ ର କର୍ମଶାଳା
ପାରାଦ୍ବୀପ : - ୨୫. ୦୧. ୨୦୨୪(ଗୁରୁବାର) ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନ, ପାରାଦୀପ ଠାରେ ଅବସ୍ଥିତ ଆର୍ସେଲର ମିତ୍ତଲ ନିପ୍ପନ୍ ଶ୍ଟିଲ କାରଖାନା ରେ ସସ୍ଟୈନେବିଲିଟି, ଏନର୍ଜି କନଜେର୍ଭେସନ୍ ଏବଂ ଇମୋସନାଲ ଇଂନ୍ଟେଲିଜେନ୍ସ ସଂବନ୍ଧୀୟ ଏକ ଦିବସୀୟ କର୍ମଶାଳା ଆୟୋଜନ କରିଥିଲେ।…
ବନ କର୍ମଚାରୀଙ୍କ ହାତରେ ଏକେ-୪୭: ଜଗିବେ ଶିମିଳିପାଳ
ବାରିପଦା: ଶିମିଳିପାଳ ସୁରକ୍ଷା ପାଇଁ ଦୃଢ଼ ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର। ଗତବର୍ଷ ଶିକାରୀଙ୍କ ଗୁଳିରେ ୨ ବନ କର୍ମଚାରୀ ଟଳି ପଡ଼ିବା ପରେ ଶିମିଳିପାଳ ସୁରକ୍ଷା ପାଇଁ ସଶସ୍ତ୍ର ପୁଲିସ ଫୋର୍ସ ନିୟୋଜିତ କରାଯାଇଥିଲା, ଯାହା ଏଯାଏ ବଳବତ୍ତର ରହିଛି। ତେବେ ଅଭୟାରଣ୍ୟ ଜଗିବା ଓ…
ସମଲେଇ ପ୍ରକଳ୍ପର ଲୋକାର୍ପଣ: ୨୭ରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ସମଲେଇ ପ୍ରକଳ୍ପ ଉଦଘାଟିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ମା’ଙ୍କ ପୀଠକୁ ନୂଆ ରୂପରେ ଦେଖିବାକୁ ପାଇବେ ଶ୍ରଦ୍ଧାଳୁ। ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ୨୭ ତାରିଖକୁ…