Browsing Category

ଜିଲ୍ଲା

ଘର ପଛପଟ ଏକ ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା,୨।୩ :  ଘର ପଛପଟ ଏକ ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । କେନ୍ଦୁଝର ଜିଲା ପାଟଣା ଥାନା ଫୁଲ୍ ପାହାଡି ଗ୍ରାମର ଗୋପିନାଥ ମୁଣ୍ଡାଙ୍କ ପୁଅ ରାଜେଶ ମୁଣ୍ଡା (୧୬) ଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ସୋମବାର ଘର ପଛ ପଟ ଏକ ଗଛରୁ ଉଦ୍ଧାର କରିଛି । ରବିବାର ଅପରାହ୍ନରୁ ନିଖୋଜ…

ଛାତ୍ରୀଙ୍କୁ ଅସଦାଚରଣ : ଛାତ୍ରୀମାନେ ରାସ୍ତାରୋକରେ ସାମିଲ ହୋଇଛନ୍ତି।

ଭଦ୍ରକ : ବାସୁଦେବପୁର ଶିକ୍ଷା ସର୍କଲ କିସ୍ମତ କୃଷ୍ନପୁର ପଂଚାୟତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀକୁ ସେହି ବିଦ୍ୟାଳୟ ଶିକ୍ଷକ ଗୌତମ ସାହୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ଆଜି ବିଦ୍ୟାଳୟରେ ଅଶାନ୍ତ ବାତାବରଣ ସୃଷ୍ଟି ହୋଇଛି। ଅଭିଭାବକମାନେ…

ଘାଟିରେ ଓଲଟିଲା ଯାତ୍ରା ପାର୍ଟି ବସ୍

ଦେବଗଡ଼:ଦେବଗଡ ଜିଲ୍ଲା ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଡଙ୍ଗାପଥର ଘାଟିରେ ଅଭାବନୀୟ ଘଟଣା ଘଟିଛି। ଡଙ୍ଗାପଥର ଘାଟିରେ ଭାରସାମ୍ୟ ହରାଇ ଅପେରା ୱେଷ୍ଟର୍ଣ୍ଣ ଓଡିଶା ଯାତ୍ରା ପାର୍ଟି ବସ ଓଲଟି ପଡିଛି। ଫଳରେ ୨୦ ରୁ ଅଧିକ କଳାକାର ଆହତ ହୋଇଛନ୍ତି । ଡଙ୍ଗାପଥର ଗାଁରୁ ଯାତ୍ରା ସାରି ଘରକୁ…

ନବରଙ୍ଗପୁରରେ ଆୟୋଜିତ ହୋଇଯାଇଛି “ଟ୍ରାଇବାଲ୍ ଫ୍ୟାଶନ୍ ଶୋ”।

ନବରଙ୍ଗପୁର : ନବରଙ୍ଗପୁରରେ ଆୟୋଜିତ ହୋଇଯାଇଛି “ଟ୍ରାଇବାଲ୍ ଫ୍ୟାଶନ୍ ଶୋ”। ଜିଲ୍ଲାରେ ସୁଭଦ୍ରା ଶକ୍ତି ମେଳା ଅବସରରେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଏହି ଫ୍ୟାଶନ ଶୋ ଆୟୋଜିତ ହୋଇଛି। କାର୍ଯ୍ୟକ୍ରମରେ ସୁଭଦ୍ରା ଶକ୍ତିର ମହିଳାମାନେ ଅଂଶଗ୍ରହଣ କରି ଆଦିବାସୀ ସଂସ୍କୃତିକୁ ଏକ ନୂତନ ରୂପ…

ଚନ୍ଦ୍ର ଗ୍ରହଣ ପାଇଁ ମଙ୍ଗଳବାର ସନ୍ଧ୍ୟା ପର୍ଯ୍ୟନ୍ତ ମା’ ତାରିଣୀ ମନ୍ଦିର ଓ ଦୁଆରଶୁଣି ମନ୍ଦିର ବନ୍ଦ ରହିବ।

କେନ୍ଦୁଝର : ଆସନ୍ତା ୩ ତାରିଖ ମଙ୍ଗଳବାର ଚନ୍ଦ୍ର ଗ୍ରହଣ ପଡ଼ୁଥିବାରୁ ତାରିଣୀ ମନ୍ଦିର ବନ୍ଦ ରହିବ। ସୋମବାର ରାତି ୩ଟା ୨୦ରୁ ମଙ୍ଗଳବାର ସନ୍ଧ୍ୟା ୬ଟା ୫୦ ପର୍ଯ୍ୟନ୍ତ ପାକ ତ୍ୟାଗ, ଦେବନୀତି ନିଷେଧ ରହିଛି। ଏଣୁ ୩ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ମା’ ତାରିଣୀ ମନ୍ଦିର ଓ ଦୁଆରଶୁଣି ମନ୍ଦିର…

କଟକରେ ଭୂକମ୍ପର ଝଟକା

ଭୁବନେଶ୍ବର: ଭୂକମ୍ପରେ ଥରିଲା କଟକ । ଭୟରେ ଘରୁ ବାହାରକୁ ପଳାଇ ଆସିଲେ ଲୋକେ । ବର୍ତ୍ତମାନ ଯାଏଁ ଭୂକମ୍ପର ତିବ୍ରତା କେତେ ରହିଥିଲା । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ସୂଚନା ଅନୁଯାୟୀ, ମଧ୍ୟାହ୍ନ ୧.୨୦ ମିନିଟ ସମୟରେ ଦେଶର କୋଲକାତା ଆଦି ଅନେକ ସ୍ଥାନରେ ଭୂକମ୍ପର ଝଟ୍‌କା…

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

ଭୁବନେଶ୍ଵର : କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନରେ ବଡ଼ ସଫଳତା ମିଳିଛି। ରାଇକିଆ କରଡ଼ା ନିକଟ ନିତିବାଡ଼ି ଜଙ୍ଗଲରେ ଗୁଇନ୍ଦା ସୂଚନା ଆଧାରରେ ଏସଓଜି ଯବାନମାନେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏନକାଉଣ୍ଟରରେ ଜଣେ ପୁରୁଷ ଓ ଜଣେ ମହିଳା ମାଓବାଦୀ ନିହତ ହୋଇଥିବା ବେଳେ ଅନ୍ୟ କିଛି…

ହାତୀ ଆକ୍ରମଣରେ ଦମ୍ପତି ଗୁରୁତର : ଅନୁଗୁଳ

ଅନୁଗୁଳ : ଅନୁଗୁଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ସରପା ଗାଁରେ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ଦମ୍ପତି ଗୁରୁତର ହୋଇଛନ୍ତି। ଉଭୟଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରାଯାଇଛି। ଗୁରୁତର ମାନେ ହେଲେ ଭିକାରୀ ପାତ୍ର ଙ୍କ ପୁଅ ନିତ୍ୟାନନ୍ଦ…

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

ରାଉରକେଲା : ରାଉରକେଲାସ୍ଥିତ ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ଶୁଭାରମ୍ଭ ହୋଇଯାଇଛି। ବ୍ରିଜେଶ ରାୟ, ଡିଆଇଜି (ପଶ୍ଚିମାଞ୍ଚଳ)ଏହି ଚାମ୍ପିୟାନସିପରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ। ଏହି ଅବସରରେ…

ଟ୍ରକରୁ ୪୧ ବସ୍ତା ଚୋରା ଗଞ୍ଜେଇ ଜବତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଏମଭି-୭୯ ପୁଲିସ୍‌ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ମାଲକାନଗିରି ଜିଲ୍ଲାରୁ ଜାତୀୟ ରାଜପଥ ୩୨୬ ନମ୍ବର ଦେଇ ହାଇଦ୍ରାବାଦ ଯାଉଥିବା ଏକ ଟ୍ରକକୁ ଏମଭି-୭୯ ଥାନା ପୁଲିସ୍‌ ଏମଭି-୯୬ ଛକରେ ଅଟକାଇଥିଲା। ଏବଂ ଏହାର ତଲାସୀ କରିବା ସମୟରେ ଟ୍ରକ ଭିତରୁ ୪୧…