Sign in
Sign in
Recover your password.
A password will be e-mailed to you.
Browsing Category
ଜିଲ୍ଲା
ଇନ୍ଦ୍ରାଣୀ ବାନାର୍ଜୀ କବିଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ
ଭଦ୍ରକ/ଭୁବନେଶ୍ବର ତା ୧୩.୦୨ ରିଖ ସ୍ବର୍ଗତଃ ଇନ୍ଦ୍ରାଣୀ ବାନାର୍ଜୀ କବିଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ତାଙ୍କର ଅମ୍ଲାନ ସ୍ମୃତି ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।ଏହି ଉପଲକ୍ଷେ ଇନ୍ଦ୍ରାଣୀଙ୍କର ସ୍ୱାମୀ ଡଃ. ବସନ୍ତ କୁମାର କବିଙ୍କର ଭଦ୍ରକ ଜିଲ୍ଲାସ୍ଥିତ…
ପାରାଦୀପରେ ହେବ ବ୍ଲୁ ଫ୍ଲାଗ୍ ବିଚ୍
ପାରାଦୀପ : ପର୍ଯ୍ୟଟନ କ୍ଷେତ୍ରରେ ନୂତନ ଅଧ୍ୟାୟ ସୃଷ୍ଟି କରିବ ପାରାଦୀପ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦିନିକିଆ ପାରାଦୀପ ଗସ୍ତରେ ଆସି ମୁଖ୍ୟ ଶାସନ ସଚିବ ଏନେଇ ସମୀକ୍ଷା କରିଛନ୍ତି। ପାରାଦୀପ ଲାଇଟ ହାଉସ୍ ବେଳାଭୂମିରେ ଜଗତସିଂହପୁର ଜିଲ୍ଲାପାଳ ଜେ ସୋନାଲ, ଏସପି ଅଙ୍କିତ ବର୍ମା…
ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର
ବ୍ରହ୍ମପୁର : ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ଚଢାଉ କାର୍ଯ୍ୟାନୁଷ୍ଠାନ ସ୍ୱରୁପ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର କବିରାଜ ସେଠୀଙ୍କୁ ଆଜି ଭିଜିଲାନ୍ସ କର୍ମଚାରୀ ମାନେ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛନ୍ତି। ବାଲି ବୋଝେଇ ଟ୍ରାକ୍ଟର ମାଲିକଙ୍କ ଠାରୁ ଗାଡ଼ି ଛାଡ଼ିବା ପାଇଁ…
ରାଜ୍ୟରେ ଖାଦ୍ୟ ସୁରକ୍ଷା ଓ ଜନସ୍ୱାସ୍ଥ୍ୟ ରକ୍ଷା କ୍ଷେତ୍ରରେ ଭିତ୍ତିଭୂମିର ଅଭାବକୁ ନେଇ ଓଡ଼ିଶା ହାଇକୋର୍ଟ ଗଭୀର…
କଟକ : ରାଜ୍ୟରେ ଖାଦ୍ୟ ସୁରକ୍ଷା ଓ ଜନସ୍ୱାସ୍ଥ୍ୟ ରକ୍ଷା କ୍ଷେତ୍ରରେ ଭିତ୍ତିଭୂମିର ଅଭାବକୁ ନେଇ ଓଡ଼ିଶା ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ୪.୭୦ କୋଟି ଜନସଂଖ୍ୟା ବିଶିଷ୍ଟ ଓଡ଼ିଶା ପାଇଁ ମାତ୍ର ଗୋଟିଏ ଖାଦ୍ୟ ପରୀକ୍ଷାଗାର (ଫୁଡ୍ ଟେଷ୍ଟିଂ ଲବୋରୋଟାରୀ) ରହିଥିବାରୁ ଅଦାଲତ…
ଶିକ୍ଷକ ଅଭାବ ଘଟଣାର ନିଆରା ଢଙ୍ଗରେ ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀ ।
ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ କଖାରୁଣୀ ଉନ୍ନୀତ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଘଟଣାର ନିଆରା ଢଙ୍ଗରେ ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀ । କଖାରୁଣୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୩୫୦ରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି। ଏହି ସ୍କୁଲରେ ପ୍ରଥମ…
୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ
ଅନୁଗୋଳ, ୧୨।୨ : ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ ବଜାର, ଜାତୀୟ ରାଜପଥ ବନ୍ଦ କରାଯିବାର ଦେଖିବକୁ ମିଳିଛି। ୧୦ଟି ଶ୍ରମିକ ଓ ସ୍ବାଧୀନ ଫେଡେରେଶନ ପକ୍ଷରୁ ଗୁରୁବାର ୧୨ ଘଣ୍ଟିଆ ସର୍ବଭାରତୀୟ…
ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ
ବାଲେଶ୍ୱର,୧୨।୨ : ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କ ବିକ୍ଷୋଭ ଜାରି ରହିଛି l କେନ୍ଦ୍ର ସରକାରଙ୍କ…
ହାତୀଓଟ ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ
ବୁଗୁଡ଼ା ୧୧/୦୨/୨୬ : ( ଡ. କୁମୁଦ ଚନ୍ଦ୍ର ବେହେରା )ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଫେବୃୟାରୀ ୧୧ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମା ଶଙ୍କର ଦାସ ଅଧ୍ୟକ୍ଷତା…
ବିଧାନସଭା କ୍ଷେତ୍ରସ୍ତରୀୟ ଉନ୍ନୟନ କମିଟି ବୈଠକ
ଗଞ୍ଜାମ ବୁଗୁଡ଼ା ୧୧।୨ (ଡ. କୁମୁଦ ଚନ୍ଦ୍ର ବେହେରା ) ପୋଲସରା ବିଧାନସଭା କ୍ଷେତ୍ର ଅନ୍ତର୍ଗତ ପୋଲସରା ଓ ବୁଗୁଡ଼ା ବ୍ଲକ ର ଆଗାମୀ ୩ ବର୍ଷ ମଧ୍ୟରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ କରାଯିବ । ତାହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର) ୭ ଦିନ ରେ ପ୍ରସ୍ତୁତ କରି ଜିଲ୍ଲା ପ୍ରଶାସନ କୁ ଦିଆଯିବ…
ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା
ଭୁବନେଶ୍ଵର : ରାଜ୍ୟର ପ୍ରାଥମିକ ଶ୍ରେଣୀର ଶିକ୍ଷାର୍ଥୀମାନଙ୍କର ଭାଷାଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟାଜ୍ଞାନ ଦକ୍ଷତାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ୟୁନିଟ -୧ ପରିସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ନେଇ ଏକ ଦିବସୀୟ…