Sign in
Sign in
Recover your password.
A password will be e-mailed to you.
Browsing Category
ଜିଲ୍ଲା
ଗୋପାଳପୁର ବେଳାଭୂମି ମହୋତ୍ସବର ଉଦ୍ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ : ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ । ଏହି ମହୋତ୍ସବ ମାଧ୍ୟମରେ ଆମେ ଓଡ଼ିଶାର ଅନନ୍ୟତା, ଗଞ୍ଜାମର ଗରିମା ଓ ଆମ ସଂସ୍କୃତିର ଜୀବନ୍ତ ଐତିହ୍ୟକୁ ଉତ୍ସବରେ ପରିଣତ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର…
ବାହାର ଜିଲା ମିଲରଙ୍କୁ ମିଳିବ ଅନୁମତି : ଯୋଗାଣ ମନ୍ତ୍ରୀ
ଭଦ୍ରକ : ସମସ୍ତ ଚାଷୀଙ୍କ ଧାନ ସରକାର କିଣିବେ ସରକାର, କାହାରି ବି ଟୋକନ ଲାପ୍ସ କରିବ ନାହିଁ ବୋଲି କହିଛନ୍ତି ଖାଉଟି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଭଦ୍ରକ ଜିଲା ଗସ୍ତରେ ଆସି ମନ୍ତ୍ରୀ ଆଜି ଜିଲାପାଳଙ୍କ କାର୍ଯ୍ଯାଳୟରେ ଧାନକିଣା ନେଇ ସମୀକ୍ଷା ବୈଠକ କରିଥିଲେ ।
ବୈଠକ ପରେ…
ପ୍ରଦୀପ୍ତ କୁମାର ଶ୍ରୀଚନ୍ଦନ ପାଇବେ ଭାରତୀୟ ଅନୁବାଦ ସାହିତ୍ୟ ସମ୍ମାନ ୨୦୨୬ ।
କଟକ (୩୧/୧) : ଆସନ୍ତା ଫେବୃଆରୀ ମାସ ୨ଓ ୩ ତାରିଖରେ ଓଡିଶା ସାହିତ୍ୟ ଏକାଡେମୀର ସହାୟତାରେ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ଶ୍ରୀ ଶ୍ରୀ ସେଣ୍ଟର ଫର୍ ଟ୍ରାନସ୍ ଲେସନ ଆଣ୍ଡ୍ ଇଣ୍ଟରପ୍ରିଟିଙ୍ଗ ଷ୍ଟଡିଜ୍ ଏବଂ ଭାରତୀୟ ଅନୁବାଦ ସାହିତ୍ୟର ସମନ୍ୱୟରେ ପରିଚାଳିତ ୪ର୍ଥ ଜାତୀୟ ଅନୁବାଦକ ସମ୍ମିଳନୀ…
ଓଡ଼ଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକଉତ୍ସବ ଅନୁଷ୍ଠିତ
ନୟାଗଡ଼ (୩୦/୦୧): ଓଡ଼ଗାଁ ଶିକ୍ଷାମଣ୍ଡଳ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ପୁଷ୍ପଲତା ସାହୁଙ୍କ ସଭାପତିତ୍ୱରେ ଉକ୍ତ ଉତ୍ସବରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଓଡ଼ଗାଁର କାର୍ଯ୍ୟନିର୍ବାହୀ ଅଧିକାରୀ ନିହାର ରଂଜନ ବେହେରା…
ତ୍ରୁଟିଶୂନ୍ୟ ପଞ୍ଜିକା ପ୍ରସ୍ତୁତକୁ ଗୁରୁତ୍ବ :
ପୁରୀ : ଶ୍ରୀମନ୍ଦିରରେ ପାଳନ ହେବାକୁ ଥିବା ବିଭିନ୍ନ ପର୍ବପର୍ବାଣି ଓ ଯାନିଯାତ୍ରାର ସୂଚନା ବିଭିନ୍ନ ପଞ୍ଜିକାରେ କିଭଳି ତ୍ରୁଟିଶୂନ୍ୟ ଭାବେ ପ୍ରକାଶିତ ହେବ ସେଥିପାଇଁ ଏକ ସ୍ବତନ୍ତ୍ର ବୈଠକ ଗୁରୁବାର ଅପରାହ୍ଣରେ ଶ୍ରୀମନ୍ଦିର ସଦର କାର୍ଯ୍ୟାଳୟ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି।…
ହରଭଙ୍ଗା ଲୋକ ମହୋତ୍ସବ ଉଦଘାଟିତ
ବୌଦ୍ଧ : ବୌଦ୍ଧ ଜିଲ୍ଲାର ଚତୁର୍ଥ ହରଭଙ୍ଗା ଲୋକ ମହୋତ୍ସବ ମଙ୍ଗଳବାର ଉଦଘାଟିତ ହୋଇଛି। ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ତଥା ଓଡିଶା ସରକାରଙ୍କ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଉପସ୍ଥିତ ରହି ମହୋତ୍ସବକୁ ଉଦଘାଟନ କରିଥିଲେ l ମହୋତ୍ସବ କମିଟିର ସଭାପତି ସଂଗ୍ରାମ କେଶରୀ ବେହେରାଙ୍କ…
ଜାତୀୟ ଶିକ୍ଷାନୀତି ୨୦୨୦ ଆଲୋଚନାଚକ୍ର ଅନୁଷ୍ଠିତ
ଓଡ଼ଗାଁ,୨୮/୦୧(ରିପୋର୍ଟ-ସନାତନ ମହାକୁଡ଼): ଆଜି ଓଡ଼ଗାଁ ବ୍ଲକ୍ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଜାତୀୟ ଶିକ୍ଷାନୀତି ୨୦୨୦ ସମ୍ପର୍କିତ ଏକ ଆଲୋଚନାଚକ୍ର ଏବଂ ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ସମ୍ବର୍ଦ୍ଧନା ଉତ୍ସବ ଶରଣକୁଳ ସ୍ଥିତ ନାରାୟଣ ହାଇସ୍କୁଲ ଅଡିଟୋରିଅମ୍ ପରିସରରେ…
ମଦନପୁର ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଓଡ଼ଗାଁ(୨୯/୦୧): ଓଡ଼ଗାଁ ଶିକ୍ଷାମଣ୍ଡଳ ଅନ୍ତର୍ଗତ କୁରାଳ କ୍ଲଷ୍ଟର୍ ଅଧୀନରେ ଥିବା ମଦନପୁର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଭାବେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି।ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ କୄଷ୍ଣଚନ୍ଦ୍ର ସେଠୀଙ୍କ ସଭାପତିତ୍ୱରେ ଉକ୍ତ ଉତ୍ସବରେ ମଣ୍ଡଳ…
ରାଷ୍ଟ୍ରପତି ଗସ୍ତକୁ ଆଖିଆଗରେ ରଖି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ।
ଭୁବନେଶ୍ୱର : ରାଷ୍ଟ୍ରପତି ଗସ୍ତକୁ ଆଖିଆଗରେ ରଖି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଦୁଇ ଦିନ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ…
ଦଣ୍ଡୋର ଉ.ପ୍ରା.ବିଦ୍ୟାଳୟକୁ ଲାଇଟ୍ ଆପ୍ରିସିଏସନ୍ ପୁରସ୍କାର
ନୟାଗଡ଼ : ଓଡ଼ଗାଁ ଶିକ୍ଷାମଣ୍ଡଳ ଅନ୍ତର୍ଗତ କୁରାଳ କ୍ଲଷ୍ଟର୍ ଅଧୀନସ୍ଥ ଦଣ୍ଡୋର ଉ.ପ୍ରା.ବିଦ୍ୟାଳୟ ନିଜ ବିଦ୍ୟାଳୟରେ ଛାତ୍ରଛାତ୍ରୀ, ଅଭିଭାବକ ଓ ଗ୍ରାମବାସୀମାନଙ୍କ ପାଇଁ ମାଗଣା ଚକ୍ଷୁ ଓ ମଧୁମେହ ପରୀକ୍ଷା ଶିବିର ଆୟୋଜନ କରି ଉତ୍ତର ପ୍ରଦେଶର ଏକ ବେସରକାରୀ ସଂସ୍ଥା ଦୀପକ ଫାଉଣ୍ଡେସନ ଓ…