Sign in
Sign in
Recover your password.
A password will be e-mailed to you.
Browsing Category
ଜିଲ୍ଲା
ଡଲଫିନ ଗଣନା ଆରମ୍ଭ
ରାଜନଗର : ବିଶ୍ୱପ୍ରସିଦ୍ଧ ଜୈବମଣ୍ଡଳ ଭିତରକନିକା ଜାତୀୟ ଉଦ୍ୟାନ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ସୋମବାର ଦିନ ଡଲଫିନ୍ ଗଣନାର ପ୍ରଶିକ୍ଷଣ ତାଲିମ ପ୍ରଦାନ କରାଯାଉଛି । ୨୦ ତାରିଖରୁ ୨୨ ତାରିଖ ପଯ୍ୟନ୍ତ ୩ ଦିନ ଧରି ଗହୀରମଥା ସାମୁଦ୍ରିକ ଅଭୟରଣ୍ୟ ଓ ଭିତରକନିକାର ନଦୀ, ନାଳରେ ଡଲଫିନ…
ଦ୍ରୌପଦୀ ଦେବୀ ବାଲଭବନ ଓ ଦ୍ରୌପଦୀ ଦେବୀ ଭିନ୍ନ କ୍ଷମ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ପାଳିତ।
ବଡ଼ବିଲ : ବଡ଼ବିଲ ର ଜିଲ୍ଲା ପ୍ରଥମ ପ୍ଲେ ସ୍କୁଲ ଦ୍ରୌପଦୀ ଦେବୀ ବାଲ ଭବନ ର ଉଣିଶି ତମ ବାର୍ଷିକ ଉତ୍ସବ ପାଳିତ ହୋଇଛି ବଡ଼ବିଲ ସ୍ଥିତ ରୁଙ୍ଗଟା ଟାଉନ ହଲ ରେ ଏହି ଉତ୍ସବ ରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ ସ୍ଥାନୀୟ ତହସିଲ ଦାର ଶ୍ରୀ ଯୁକ୍ତ ରାକେଶ କୁମାର ପଣ୍ଡା ଓ ସେଣ୍ଟ ମେରୀ…
ମୟୂରଭଞ୍ଜରେ ଗୋ-ମାଫିଆ ବିରୋଧରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ
ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆର ସୁରଜିତ ମହାନ୍ତିଙ୍କ ଘରେ ଚଢାଉ ହୋଇଛି। ଆଜି ସକାଳୁ ଚଢାଉ ହୋଇଥିବା ବେଳେ ଏପର୍ଯ୍ୟନ୍ତ ୩୦ ଲକ୍ଷ ନଗଦ ଟଙ୍କା, ୩୭୦ ଗ୍ରାମ ସୁନା ଓ ୨୮୦ ଗ୍ରାମ ରୂପା ଜବତ କରିଛି ଭିଜିଲାନ୍ସ । ଏହାସହିତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ଯାଞ୍ଚ ଚାଲିଛି।…
୨୪ରୁ ଗଡ଼ିବନି ଘରୋଇ ବସ୍
କଟକ : ୨୪ରୁ ଗଡିବନି ଘରୋଇ ବସ୍। ମୁଖ୍ୟମନ୍ତ୍ରୀ ବସ୍ ବ୍ଲକରୁ ଜିଲ୍ଲା ହେଡ୍ କ୍ଵାର୍ଟରକୁ ଆସିବାକୁ ନେଇ ବିବାଦ ଦେଖାଦେଇଛି। ମୁଖ୍ୟମନ୍ତ୍ରୀ ବସ୍ ସେବା ବନ୍ଦ କରିବାକୁ ଘରୋଇ ବସ୍ ମାଲିକ ସଂଘ ଦାବି କରିଛି। ଆସନ୍ତା ୨୩ ତାରିଖ ସୁଦ୍ଧା ଦାବିର ସମାଧାନ କରିବା ପାଇଁ ସଂଘ ଚେତାବନୀ ଦେଇଛି।…
ସୁନ୍ଦରଗଡ ଗୋଷ୍ଠୀ ସଂଘର୍ଷ ଘଟଣାରେ ୬ ଗିରଫ
ସୁନ୍ଦରଗଡ଼ : ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣାରେ ଆକ୍ସନ୍ ମୋଡରେ ଆସିଛି ପୁଲିସ୍। ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଶାନ୍ତି କମିଟି ବୈଠକରେ ସମସ୍ତ ନାଗରିକ ଦାବି କରିଥିଲେ। ଗତକାଲି ରାତିରୁ ଟାଉନ୍ ଥାନା ପୁଲିସ୍ ସହରର ବିଭିନ୍ନ ସ୍ଥାନରେ ଚଢ଼ଉ କରି ଉଭୟ…
ଚୌଦ୍ୱାର ଜେଲରୁ ବିହାରୀ କଏଦୀ ଚମ୍ପଟ ମାରିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା ।
କଟକ : ଚୌଦ୍ୱାର ଜେଲରୁ ବିହାରୀ କଏଦୀ ଚମ୍ପଟ ମାରିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା ହୋଇଛି । ଜେଲ ଅଧୀକ୍ଷକଙ୍କ ନାଁରେ ଜେଲର ଅଭିଯୋଗ କରିବା ସହ ଏଫଆଇଆର ଦେଇଛନ୍ତି । ଦୁଇ ବିହାରୀ ଜଏଦୀ ଖସିଯିବା ଘଟଣା ଉଠାଇ ସାଂଘାତିକ ଅଭିଯୋଗ ଆଣିଛନ୍ତି ଜେଲର । ଏନେଇ ଅଧୀକ୍ଷକ ସୁଜିତ ରାଉଳଙ୍କ ନାଁରେ…
ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର, ୧୪/୦୧ : ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ। ବୈତରଣୀର ଶବ୍ୟା କାବେରୀ ଘାଟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସପତ୍ନୀକ ବୁଡ଼ ପକାଇଛନ୍ତି। ସୂଚନାନୁଯାୟୀ, ମୁଖ୍ୟମନ୍ତ୍ରୀ କେନ୍ଦୁଝର ଗସ୍ତରେ ଅଛନ୍ତି। ପାଟଣା ରାଜନଗରରେ ପହଞ୍ଚି ବୈତରଣୀର ଶବ୍ୟା କାବେରୀ ଘାଟରେ ପୂଜାର୍ଚ୍ଚନା…
କେଶରା ଉପ୍ରା ପ୍ପ୍ରାଥମିକ ବିଦ୍ୟାଳୟ ତାଲୁକ୍ ସ୍ଥରିଅ ଆଇନ ସେବା ପ୍ରାଧିକରଣ
ଗଜପତି : ମୋହନା ଗଜପତି ତରଫରୁ କେଶରା ଉପ୍ରା ପ୍ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟ୍ୟରେ ବିବେକାନନ୍ଦଙ୍କ ଜୟନ୍ତୀ,ଯୁବ ସମ୍ମିଳନୀ, ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମର ମୁଖ୍ୟାଉଧେଶ୍ୟ ଥିଲା ନିଶା ମୁକ୍ତ ଗ୍ରାମ ଓ ନିଶା ମୁକ୍ତ ଭାରତ ଗଠନ ର ଆଭିମୁଖ୍ୟ ଥିଲା, ଏହି କାର୍ଯକ୍ରମ…
ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ସମ୍ପନ୍ନ
ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ସମ୍ପନ୍ନ। ବଡ଼ ମହାସ୍ନାନ ପରେ ସ୍ବାଭାବିକ ହେଲା ଦର୍ଶନ। ଦେଢ଼ ଘଣ୍ଟା ଧରି ବନ୍ଦ ରହିଥିଲା ଦର୍ଶନ । ଭିତର କାଠ ନିକଟରେ ରକ୍ତଛିଟା ପଡ଼ିଥିବାରୁ ଠାକୁରଙ୍କ ବଡ଼ ମହାସ୍ନାନ ହୋଇଥିଲା ।
ସୂଚନା ଅନୁଯାୟୀ, ବୁଧବାର ମକର…
ମକର ସଂକ୍ରାନ୍ତିରେ ଘଟଗାଁ ମା’ ତାରିଣୀଙ୍କ ପୀଠରେ ଭକ୍ତଙ୍କ ସମାଗମ
କେନ୍ଦୁଝର : ମକର ସଂକ୍ରାନ୍ତିରେ ଘଟଗାଁ ମା ତାରିଣୀଙ୍କ ପୀଠରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳୁଛି | ସକାଳୁ ସେବାୟତ ମାନେ ମାଙ୍କୁ ପ୍ରଥମେ ମହାସ୍ନାନ, ମାଜଣା, ବଡ ସିଂହାର ବେଶ, ମଙ୍ଗଳ ଆଳତୀ ସମେତ ଯଥା ରିତିକାନ୍ତିରେ ପୂଜାର୍ଚ୍ଚନା କରିଛନ୍ତି। ମାଙ୍କୁ ସୁନାବେଶରେ ସଜ୍ଜିତ କରାଯାଇଛି।…