Sign in
Sign in
Recover your password.
A password will be e-mailed to you.
Browsing Category
ଜିଲ୍ଲା
ମାସକର ଛୁଆକୁ ୨୦ ହଜାର ଟଙ୍କାରେ ବିକି ଦେଲେ ଜନ୍ମକଲା ବାପା-ମାଆ।
ଭଦ୍ରକ : ପୁଣି ଅଲୋଡ଼ା ଶିଶୁକନ୍ୟା। ଭଦ୍ରକ ଥାନା ବୟାବନାପୁର ଅଞ୍ଚଳରେ ଚାଞ୍ଚଲ୍ୟ। ମାସକର ଛୁଆକୁ ୨୦ ହଜାର ଟଙ୍କାରେ ବିକି ଦେଲେ ଜନ୍ମକଲା ବାପା-ମାଆ। ଭଣ୍ଡାରିପୋଖରୀ ଥାନାରେ ଜେଜେମାଆଙ୍କ ଏତଲା। ତନାଘନା କରୁଛି ପୁଲିସ, ୩ ଅଟକ।
ସୂଚନାନୁଯାୟୀ, ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଧୀନ…
ଝାରସୁଗୁଡା ଜିଲାର ଲଖନପୁରରେ ସ୍ଥାପନ ହେବାକୁ ଯାଉଛି ନୂଆ ଷ୍ଟେଟ୍ ଅଫ୍ ଆର୍ଟ କୋଇଲା ବାଷ୍ପୀକରଣ ୟୁନିଟ ।
ଭୁବନେଶ୍ୱର : ଝାରସୁଗୁଡା ଜିଲାର ଲଖନପୁରରେ ସ୍ଥାପନ ହେବାକୁ ଯାଉଛି ନୂଆ ଷ୍ଟେଟ୍ ଅଫ୍ ଆର୍ଟ କୋଇଲା ବାଷ୍ପୀକରଣ ୟୁନିଟ । ଏଥିଲାଗି ଭାରତ ହେଭି ଇଲେକ୍ଟ୍ରିକାଲସ ଲିମିଟେଡ (ବିଏଚ୍ଇଏଲ୍)କୁ ୫୪୦୦ କୋଟିର ଇଞ୍ଜିନିୟରିଂ, ପ୍ରକ୍ୟୋରମେଣ୍ଟ ଏବଂ କନ୍ଷ୍ଟ୍ରକସନ (ଇପିସି) କଣ୍ଟ୍ରାକ୍ଟ ମିଳିଛି ।…
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆଖଣ୍ଡଳମଣି ବସଷ୍ଟାଣ୍ଡ ଉଦଘାଟିତ :
ଭଦ୍ରକ : ରାଜ୍ୟର ବହୁ ପୁରାତନ ଶୈଵକ୍ଷେତ୍ର ଭାବେ ପରିଚିତ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ପୀଠ. ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଦ୍ଵାରା ଆଭାସି ମାଧ୍ୟମରେ ବସଷ୍ଟାଣ୍ଡ ଉଦଘାଟନ ହୋଇଯାଇଛି। ଏହି ଉଦଘାଟନ ଉତ୍ସବରେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ଚାନ୍ଦବାଲି ବିଧାୟକ ଡ. ବ୍ୟୋମକେଶ…
ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନର ପୁସ୍ତକ ଉନ୍ମୋଚନ, ଆଲୋଚନା ଚକ୍ର ଏବଂ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ।
ବୁଗୁଡ଼ା : ରିପୋର୍ଟ-ସନାତନ ମହାକୁଡ଼।ସ୍ଥାନୀୟ ପିପୁଲସ୍ କଲେଜ ପରିସରରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ସହଯୋଗରେ ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ପୁସ୍ତକ ଉନ୍ମୋଚନ,ଆଲୋଚନା ଚକ୍ର ଏବଂ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଶ୍ରୀ ଗୌରୀପତି ଦାଶ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି ।…
ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ରାଜନୈତିକ ଦଳ
କଟକ : ଆଗାମୀ ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ରାଜନୈତିକ ଦଳ ଗଠିତ ହେବ। ଏଇ ୧୨ ତାରିଖରେ ଏହାର ମୂଳଦୁଆ ପଡ଼ିବ। ଆଜି ଏନେଇ ସୂଚନା ଦେଇଛନ୍ତି କଂଗ୍ରେସରୁ ବହିଷ୍କୃତ ନେତା ମହମ୍ମଦ ମୋକିମ୍। ସେ ଆହୁରି କହିଛନ୍ତି, ଭୁବନେଶ୍ବରରେ ୧୨ ତାରିଖରେ ଯୁବ ସମାବେଶ ହେବ। ଏଥିରେ ଉପକୂଳ ଓଡ଼ିଶାର ବହୁ…
ସାହିତ୍ୟ ଓ ବନ୍ଧୁତାର ଉତ୍ସବ “କାକର” ଅନୁଷ୍ଠିତ।
ଖୋର୍ଦ୍ଧା : ରିପୋର୍ଟ-ସନାତନ ମହାକୁଡ଼। ବୋଲଗଡ ବ୍ଲକ୍ ଅନ୍ତର୍ଗତ ଓଡିଶାର ଅନ୍ୟତମ ହିନ୍ଦୁ ମୁସଲମାନ ଭାଇଚାରାର ଗ୍ରାମ ମାଣିକାଗୋଡାରେ ପ୍ରତିଷ୍ଠିତ ମାଣିକ୍ୟ ସାହିତ୍ୟ ସଂସଦର ବାର୍ଷିକ ସାରସ୍ୱତ ଉତ୍ସବ "କାକର" ଶିକ୍ଷାବିତ୍ ପୁରେନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଭୀମପଡ଼ାସ୍ଥ ଗିଭ୍…
Karlapada Football Tournament Ends: Baliguda Defeats Madhyapur, Becomes Champion
Bhawanipatn : Reported by Sanatan Mahakud. The first Marua Kumar and Rashmita Naik Memorial Football Tournament, which was being held since the 4th of this month under the auspices of Karlapada Football Club, ended on Sunday. The final…
ମଧ୍ୟାହ୍ନ ଭୋଜନ ଚାଉଳ ଚୋରୀ ଘଟଣା, ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ
ଚୌଦ୍ୱାର : ଆଠଗଡ଼ ବ୍ଲକ ଛଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଆଜି ସକାଳ ୮ଟା ସମୟରେ ଏକ ଦାମୀ କାରରେ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ରୀନା ଦେଇ କାର ଭିତରେ ଚାଉଳ ନେଇ ଯାଉଥିବାବେଳେ ଗ୍ରାମବାସୀଙ୍କ ହାବୁଡ଼ରେ ପଡିଥିଲେ l
କାର ଭିତରେ ଓ ଡିକି ମଧ୍ୟରେ ୮ବସ୍ତା ଚାଉଳ ଥିବା…
ସଫେଇ କର୍ମଚାରୀଙ୍କୁ ଶୀତ ବସ୍ତ୍ର ପ୍ରଦାନ ।
ବ୍ରହ୍ମପୁର : ସାନ ଓ ନୀଳ ଫାଉଣ୍ଡେସନ ତରଫରୁ ସ୍ଥାନୀୟ ରାଉତପେଣ୍ଠା ସାହି ସ୍ଥିତ ଶ୍ରୀ ରଘୁନାଥ ମନ୍ଦିର କଲ୍ୟାଣ ମଣ୍ଡପରେ ସମସ୍ତ ସଫେଇ କର୍ମଚାରୀଙ୍କୁ ଓ ଅନ୍ୟ ନିରୀହ ଲୋକଙ୍କୁ ଶୀତ ବସ୍ତ୍ର ବଣ୍ଟନ କରାଯାଇଛି। ସାନ ଓ ନୀଳ ଫାଉଣ୍ଡେସନର ଅଧ୍ୟକ୍ଷ ପି. ଧର୍ମା ରାଓ, ଉପ ସଭାପତି ଏସ.ଚିଟ୍ଟୀ…
ବୃଦ୍ଧଙ୍କ ମୃତଦେହ ଉଦ୍ଧାର
ବ୍ରହ୍ମପୁର : ଗତ ଦୁଇ ଦିନ ଧରି ନିଖୋଜ ଥିବା ଶ୍ରୀନିବାସ ଦଳେଇ ନାମକ ଜଣେ ବୃଦ୍ଧ ବ୍ୟକ୍ତିଙ୍କ ଶବକୁ ଟାଉନ ଥାନା ଅର୍ନ୍ତଗତ ବିଜିପୁର ବନ୍ଧରୁ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ଉଦ୍ଧାର କରିଛନ୍ତି। ମୃତ ବ୍ୟକ୍ତି ଜଣକ ଗତ ଶନିବାର ସନ୍ଧ୍ୟା ଭ୍ରମଣରେ ଯାଇ ଘରକୁ ନ ଫେରିବାରୁ ଟାଉନ ଥାନା ରେ ଏକ…