Sign in
Sign in
Recover your password.
A password will be e-mailed to you.
Browsing Category
ଜିଲ୍ଲା
ଟ୍ରକକୁ ପଛରୁ ଧକ୍କା ଦେଲା ବସ୍, ୫ ଯାତ୍ରୀ ଗୁରୁତର
ବାଲେଶ୍ଵର : ବାଲେଶ୍ଵର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଓଳିଆ ପାଟଣା ନିକଟ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ସମ୍ମୁଖରେ ମଙ୍ଗଳବାର ଅପରାହ୍ନରେ ଏକ ଲରି ଟ୍ରକକୁ ପଛପଟୁ ଯାତ୍ରୀବାହୀ ବସ୍ ବିନାୟକ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ବସ୍ର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଛି।
ସୂଚନା…
ବରଗଡ଼ ଧନୁଯାତ୍ରା ମହୋତ୍ସବ ଉଦ୍ଯାପିତ
ବରଗଡ଼ ମଥୁରା ନଗରୀ : ସତ୍ୟର ବିଜୟ ଅସତ୍ୟର ପରାଜୟ ସହିତ ଐଶୀ ଶକ୍ତି ଯେ ସବୁବେଳେ ଆସୁରିକ ଶକ୍ତି ଉପରେ ବିଜୟ ଲାଭ କରେ ଏହା ପୁଣି ଥରେ ପ୍ରମାଣିତ ହୋଇଛି ବରଗଡ଼ ଧନୁଯାତ୍ରାରେ। ଦେବକୀଙ୍କ ଅଷ୍ଟମ ସନ୍ତାନ କୃଷ୍ଣଙ୍କ ହାତରେ ପ୍ରତାପୀ ମହାରାଜ କଂସଙ୍କ ନିଧନ ହୋଇଛି। ଏହା ସହିତ ମଥୁରା ନଗରୀରେ…
ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ
ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ରେମୁଣା ବ୍ଲକ ଶ୍ରୀଜଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ମାତ୍ର କିଛି ଦୂରରେ ତୁଣ୍ଡରା ରାସ୍ତାପାର୍ଶ୍ବରେ । ରାସ୍ତାପାଖ ଅଳିଆ ଗଦାରେ ଅବଧି ସରିନଥିବା ଔଷଧ ପଡିଥିବା ଦେଖିବାକୁ…
ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା:
ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା। ମଧ୍ୟରାତ୍ର ୧୨ଟା ଯାଏଁ ଏହି କଟକଣା ବଳବତ୍ତର ରହିବ। ଏମ୍ଭି ୨୬ ଓ ରାଖେଲଗୁଡା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି କରାଯାଇଛି। ସେପଟେ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ…
ଫୁଲବାଣୀରେ ପ୍ରଥମ ତୁଷାରପାତ
ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି। ଦିନକୁ ଦିନ ପାରଦ ଖସୁଛି ଶୀତର ପ୍ରକୋପ ବଢୁଛି। ଯାହାକୁ ନେଇ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ଫୁଲବାଣୀର ସାର୍ତ୍ତାଗୁଡା ଗାଁରେ ପ୍ରଥମ ତୁଷାରପାତ ଦେଖିବାକୁ ମିଳିଛି। ପ୍ରବଳ ଥଣ୍ଡା ସାଙ୍ଗକୁ ଜାଡ଼ ସ୍ଥାନୀୟ…
ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟ , ଆମୁଣି ର ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ
କେନ୍ଦୁଝର : କେନ୍ଦୁଝର ସଦର ବ୍ଲକ୍ ଅନ୍ତର୍ଗତ ହାଣ୍ଡିଭଙ୍ଗା ଗ୍ରାମ ପଞ୍ଚାୟତ ଆମୁଣି ସ୍ଥିତ ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡ଼ା ୧୭.୧୨.୨୦୨୪ ଏବଂ ୧୮.୧୨.୨୦୨୪ ଦୁଇ ଦିନ ଧରି ଅନୁଷ୍ଠିତ ହୋଇ ଉଦଯାପିତ ହୋଇଯାଇଛି। ଉକ୍ତ ବାର୍ଷିକ କ୍ରୀଡ଼ା ଉତ୍ସବ ର ଉଦଘାଟନ ଦିବସ ରେ…
ଆଜିଠୁ ଐତିହାସିକ ବାଲିଯାତ୍ରା
କଟକ : ଆଜିଠୁ ଆରମ୍ଭ ହେବାକୁ ଯାଉଛି କଟକର ଐତିହାସିକ ବାଲିଯାତ୍ରା । ଏଥିନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଏହାକୁ ଉଦ୍ଘାଟନ କରିବେ। ଏଥିରେ ୧୩ଟି ରାଷ୍ଟ୍ରର ରାଷ୍ଟ୍ରଦୂତ ଏବଂ ଉଚ୍ଚାୟୁକ୍ତ (ହାଇ କମିସନର) ଯୋଗଦେବେ। ଗଣକବି…
ଅଂଶୁଘାତରେ ଯୁବକଙ୍କ ମୃତ୍ୟୁ !
ବଲାଙ୍ଗିର: ଅଂଶୁଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ଖୁଜେନପାଲିର ୩୦ ବର୍ଷିୟ ତ୍ରିନାଥ ବକୁଲ ବୋଲି ଜଣାପଡ଼ିଛି। ତ୍ରିନାଥ ଏକ ଘରୋଇ କାର୍ଯ୍ୟକ୍ରମରେ ଯୋଗଦେବା ପରେ ବଜାରକୁ ଆସିଥିଲେ। ବଜାରରୁ ଫେରିବା ପରେ ଘରେ ଅସୁସ୍ଥ ହୋଇପଡ଼ିଥିଲେ। ତ୍ରିନାଥଙ୍କ…
ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ
କଣ୍ଟାବାଞ୍ଜି -ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ଅଞ୍ଚଳ ରେ ଜଣେ ନାବାଳିକା କୁ ରାତି ଅଧରେ ଘରୁ ଟେକିନେଇ, ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଯୁବକକୁ ତୁରେକେଲା ପୁଲିସ ଗିରଫ କରିଛି । ଅଭିଯୁକ୍ତକୁ ସୋମବାର ଅପରାହ୍ନ, ବଲାଙ୍ଗୀର ପୋକ୍ସୋ କୋର୍ଟରେ ହାଜର କରାଯାଇଥିଲା ।
କେଶବ…
କଟକ ଲୋକସଭା ପାଇଁ ନବୀନ ନିବାସରେ ରଣନୀତି ଚୂଡ଼ାନ୍ତ!
କଟକ: ଆଜି ନବୀନ ନିବାସରେ କଟକ ଲୋକସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିର ରଣନୀତି ଆପାତତଃ ଚୂଡାନ୍ତ ହୋଇଛି। କଟକ ଲୋକସଭା ଓ ଲୋକସଭା ଅନ୍ତର୍ଗତ ୭ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ସମ୍ଭାବ୍ୟ ପ୍ରାର୍ଥୀଙ୍କ ସମ୍ପର୍କରେ ଆଲୋଚନା କରାଯାଇଛି। କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ…