Sign in
Sign in
Recover your password.
A password will be e-mailed to you.
Browsing Category
ପୁରୀ
ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି
ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦର୍ଶନ ବନ୍ଦ ରଖାଯାଇ ବନକଲାଗି ନୀତି ସମ୍ପାଦନ କରାଯିବ ବୋଲି ସୂଚନା ମିଳିଛି।
ଶ୍ରୀମନ୍ଦିର ଦୋଳବେଦୀ ନିକଟ ସମ୍ମୁଖ ଦ୍ବାରରେ ଠେଲାପେଲା
ପୁରୀ: ଆଜି ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ ଓ ଭୂଦେବୀ ଦୋଳବେଦୀରେ ବୀଜେ କରିଥିଲେ । ଏଥିପାଇଁ ପ୍ରବଳ ଭକ୍ତଙ୍କ ଭିଡ଼ ହୋଇଥିଲା । ପ୍ରବଳ ଭକ୍ତଙ୍କ ସମାଗମ ପାଇଁ ଦୋଳବେଦୀରେ ଠାକୁରଙ୍କ ପ୍ରବେଶ ସମୟରେ ଭକ୍ତମାନଙ୍କ…
ରତ୍ନଭଣ୍ଡାର ଗଣତି ବୈଠକ ଆରମ୍ଭ
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ନେଇ ବୈଠକ ଆରମ୍ଭ ହୋଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବାସଭବନରେ ବୈଠକ ବସିଛି। ଜଷ୍ଟିସ୍ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଉପସ୍ଥିତ ଅଛନ୍ତି। ଆଇନ ମନ୍ତ୍ରୀ…
ମହାଶିବରାତ୍ରିର ଉପଲକ୍ଷେ ବାଲିରେ ସୁଦର୍ଶନ ନିର୍ମାଣ କଲେ ୧୭,୦୦୦ ରୁଦ୍ରାକ୍ଷ ଏବଂ ୫୦୦ କ୍ଷୁଦ୍ର ଶିବ ଲିଙ୍ଗ
ପୁରୀ : ମହାଶିବରାତ୍ରିର ପବିତ୍ର ଅବସରରେ, ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଓଡ଼ିଶାର ପୁରୀ ବେଳାଭୂମିରେ ଭଗବାନ ଶିବଙ୍କୁ ସମର୍ପିତ ଏକ ଚମତ୍କାର ବାଲୁକା ଶିବଲିଙ୍ଗ ସୃଷ୍ଟି କରିଛନ୍ତି। ଏଥିରେ ସେ ୧୭,୦୦୦ ରୁଦ୍ରାକ୍ଷ ଏବଂ ୫୦୦ କ୍ଷୁଦ୍ର ଶିବ ଲିଙ୍ଗରେ ନିର୍ମାଣ କରିଛନ୍ତି। ଏହା ପୁରୀ…
ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ପୁରୀ : ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ।ଆଜି ପୁରୀରେ ରାତ୍ରି ଯାପନ କରିବା ନେଇ ସୂଚନା ରହିଛି। ବୁଧବାର ସକାଳ ୭ଟା ସମୟରେ ପୁରୀର ବାଲିସାହି ଶ୍ଵେତଗଙ୍ଗା ଠାରେ ପିଣ୍ତ ଦାନ କରିବାର କାର୍ଯ୍ୟକ୍ରମ ରହିଛି। ପିଣ୍ତଦାନ କରିବା ପରେ ୭ଟା ୪୦ ମିନିଟ୍ ସମୟରେ ମହାପ୍ରଭୁଙ୍କୁ…
ତ୍ରୁଟିଶୂନ୍ୟ ପଞ୍ଜିକା ପ୍ରସ୍ତୁତକୁ ଗୁରୁତ୍ବ :
ପୁରୀ : ଶ୍ରୀମନ୍ଦିରରେ ପାଳନ ହେବାକୁ ଥିବା ବିଭିନ୍ନ ପର୍ବପର୍ବାଣି ଓ ଯାନିଯାତ୍ରାର ସୂଚନା ବିଭିନ୍ନ ପଞ୍ଜିକାରେ କିଭଳି ତ୍ରୁଟିଶୂନ୍ୟ ଭାବେ ପ୍ରକାଶିତ ହେବ ସେଥିପାଇଁ ଏକ ସ୍ବତନ୍ତ୍ର ବୈଠକ ଗୁରୁବାର ଅପରାହ୍ଣରେ ଶ୍ରୀମନ୍ଦିର ସଦର କାର୍ଯ୍ୟାଳୟ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି।…
ଅନୁକୂଳ ହେଲା ପ୍ରଥମ ରଥକାଠ
ପୁରୀ : ଚଳିତ ବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ଅନୁକୂଳ ହେଲା ପ୍ରଥମ କାଠ । ଶ୍ରୀକ୍ଷେତ୍ରରେ ରଥକାଠ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ସେବାୟତଙ୍କ ଉପସ୍ଥିତିରେ କରାଗଲା ଅନୁକୂଳ ।
ଆଜି ପବିତ୍ର ଶ୍ରୀ ପଞ୍ଚମୀ ଉପଲକ୍ଷେ ଶ୍ରୀମନ୍ଦିରରେ ଚଳିତ ଚଳିତ ବର୍ଷର ରଥଯାତ୍ରା…
ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ସମ୍ପନ୍ନ
ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ସମ୍ପନ୍ନ। ବଡ଼ ମହାସ୍ନାନ ପରେ ସ୍ବାଭାବିକ ହେଲା ଦର୍ଶନ। ଦେଢ଼ ଘଣ୍ଟା ଧରି ବନ୍ଦ ରହିଥିଲା ଦର୍ଶନ । ଭିତର କାଠ ନିକଟରେ ରକ୍ତଛିଟା ପଡ଼ିଥିବାରୁ ଠାକୁରଙ୍କ ବଡ଼ ମହାସ୍ନାନ ହୋଇଥିଲା ।
ସୂଚନା ଅନୁଯାୟୀ, ବୁଧବାର ମକର…
ଆଜିଠୁ ପୁରୀରେ ଚତୁର୍ଦ୍ଦଶ ନ୍ୟାସନାଲ ଥିଏଟର ମହୋତ୍ସବ
ପୁରୀ: ଆଜିଠୁ ପୁରୀରେ ଆରମ୍ଭ ହେବ ଚତୁର୍ଦ୍ଦଶ ନ୍ୟାସନାଲ ଥିଏଟର ମହୋତ୍ସବ। ଅନ୍ନପୂର୍ଣ୍ଣା ଥିଏଟରରେ ଜାତୀୟସ୍ତରର ନାଟ୍ୟ ଅନୁଷ୍ଠାନ ରଙ୍ଗଶାଳା ପକ୍ଷରୁ ଏହି ମହୋତ୍ସବ ୪ ଦିନ ଧରି ଚାଲିବ। ଏହି ଜାତୀୟ ନାଟକ ମହୋତ୍ସବରେ ରାଜ୍ୟ ଏବଂ ଦେଶର ବହୁ ସୁନାମଧନ୍ୟ କଳାକାର, ଅନୁଷ୍ଠାନ ସାମିଲ ହୋଇ ନାଟକ…
ପୁରୀ ଶ୍ରୀନଅରରେ ପୁଷ୍ୟାଭିଷେକ ନୀତି: ଗଜପତି ମହାରାଜଙ୍କ ହେଲା ରାଜାଭିଷେକ
ପୁରୀ: ଗଜପତି ମହାରାଜଙ୍କ ପୁଷ୍ୟାଭିଷେକ ନୀତି ପୁରୀ ଶ୍ରୀନଅରରେ ଅନୁଷ୍ଠିତ ହୋଇଯାଇଛି।। ଆଜି (ଶୁକ୍ରବାର) ମାଘମାସର ପୁଷ୍ୟା ନକ୍ଷତ୍ର ପଡୁଥିବାରୁ ଶ୍ରୀନଅରରେ ମହାପ୍ରଭୁଙ୍କର ଚଳିନ୍ତି ପ୍ରତିମା ଗଜପତିଙ୍କ ରାଜାଭିଷେକ କରାଯାଇଛି। ଇଷ୍ଟ ଦେବୀ କନକଦୁର୍ଗାଙ୍କ ପାଖରେ ପୂଜା ବିଧି ପରେ…