Sign in
Sign in
Recover your password.
A password will be e-mailed to you.
Browsing Category
ରାୟଗଡ଼ା
ସିଡବ୍ଲୁସିର ଅଧ୍ୟକ୍ଷ ହେଲେ ଦିବ୍ୟଭୂଷଣ ମହାନ୍ତି
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଯାଜପୁର ଜିଲ୍ଲା ପାଇଁ ଯୁବ ସମାଜସେଵୀ ଦିବ୍ୟଭୁଷଣ ମହାନ୍ତିଙ୍କୁ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି । ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ଜଣେ ଜଣା ଶୁଣା ଛାତ୍ରନେତା ଓ ସୁସଂଗଠକ ଭାବେ ଶ୍ରୀ ମହାନ୍ତି ଅନେକ ଜନ ସେବା ମୂଳକ କାର୍ଯ୍ୟ କରି ଆସୁଛନ୍ତି।…
ରାୟଗଡା ଜିଲ୍ଲା ପଦ୍ମପୁର ବ୍ଲକରେ ବିଜୁ ଜନତା ଦଳର ଶକ୍ତି ପ୍ରଦର୍ଶନ।
ରାୟଗଡା : ବନ୍ଧୁ ମିଳନ ନା ରେ ରାୟଗଡା ଜିଲ୍ଲା ପଦ୍ମପୁର ବ୍ଲକରେ ବିଜୁ ଜନତା ଦଳର ଶକ୍ତି ପ୍ରଦର୍ଶନ। ବ୍ଲକ ସଭାପତି କରୁଣାକର ଶବରଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ଜିଲ୍ଲା ସଭାପତି ଜଗନ୍ନାଥ ସାରକା ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସରସ୍ବତୀ ମାଝୀ ମୁଖ୍ୟ…
ନକଲି ମାଓପୋଷ୍ଟର ମାମଲା : ସାମ୍ବାଦିକ ସମେତ ୨ ନକଲି ମାଓବାଦୀ ଗିରଫ
ରାୟଗଡା: ନିକଟରେ ରାୟଗଡା ଜିଲାର ୩ଟି ସ୍ଥାନରେ ମାଓବାଦୀଙ୍କ ପୋଷ୍ଟରକୁ ନେଇ ଜିଲା ପୁଲିସ ଦ୍ବନ୍ଦ୍ବରେ ପଡ଼ିଥିଲା। ଜିଲାରେ ୧୫ ଜଣ ମାଓବାଦୀ ଆତ୍ମସମର୍ପଣ କରିବା ପରେ ପରେ ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର ଲାଗିବା ପୁଲିସ ପାଇଁ ଆହ୍ବାନ ପାଲଟିଥିଲା। ପୋଷ୍ଟର ଗୁଡିକ ପ୍ରକୃତରେ ମାଓବାଦୀଙ୍କ…
ରାୟଗଡା ଜିଲ୍ଲା ପାଇଁ ୬୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ୧୦୯ଟି ପ୍ରକଳ୍ପର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର : ଦିନିକିଆ ରାୟଗଡା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜିଲ୍ଲା ପାଇଁ ୬୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ୧୦୯ଟି ପ୍ରକଳ୍ପର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।
ପ୍ରକଳ୍ପର ଗୁଡିକ ହେଲା,
ମା’ ମଝିଘରିଆଣୀ ମନ୍ଦିରର ଉନ୍ନତିକରଣ ପାଇଁ ୩୭ କୋଟି ଟଙ୍କା…
ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବା ଦାବି ନେଇ ତହସିଲ କାର୍ଯ୍ୟାଳୟ ଘେରାଉ
ରାୟଗଡ଼ା : ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ଅଖିଳ ଭାରତ କୃଷକ ମହାସଭା ଓ ସିପିଆଇ (ଏମଏଲ) ଲିବରେସନ ତରଫରୁ ରାମନାଗୁଡାର ଖିଲାପଦର ଛକଠାରୁ ଏକ ଶୋଭାଯାତ୍ରା ବାହାରି ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ୧୬ ଦଫା ଦାବି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ତହସିଲଦାର…
ରାୟଗଡାରୁ ୬ଟି ଜିଲ୍ଲାର ୯୭୦ ଜଣ ତୀର୍ଥଯାତ୍ରୀ ଗଲେ ବାରଣାସୀ ଓ ଗୟା
ରାୟଗଡ଼ା: ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ରାୟଗଡା ଜିଲ୍ଳା ପ୍ରଶାସନ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣ କାର୍ଯ୍ୟକ୍ରମରେ ଦକ୍ଷିଣ-ପଶ୍ଚିମାଚଂଳର କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି ଜିଲ୍ଳାର ୯୭୦ଜଣ…
ନୂଆ-ଓ, ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଅଘଟଣ; ତେଲ କଢ଼େଇରେ ପଡ଼ି ୨ ଛାତ୍ରୀ ଗୁରୁତର
ରାୟଗଡ଼ା: ନୂଆ-ଓ, ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଅଘଟଣ। ଖାଇବକୁ ନପାଇ ଠେଲାପେଲାରେ ତେଲ କଢେଇରେ ପଡ଼ି ଦୁଇ ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଗୁରୁତର ଅବସ୍ଥାରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ଅବସ୍ଥା ସ୍ଥିର ବୋଲି ଜଣାପଡିଛି।
ନୂଆ-ଓ…
ବିଏସକେଓ୍ବାଇ କାର୍ଡ ସଚେତନତା ରଥର ଶୁଭାରମ୍ଭ
ରାୟଗଡ଼ା : ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ସଚେତନତା ରଥର ଶୁଭାରମ୍ଭ ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଡଃ ପ୍ରଣତି ମହାପାତ୍ର ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି। ଏଥିରେ ଜନସ୍ବାସ୍ଥ୍ୟ…
ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ
ପଦ୍ମପୁର: ରାୟଗଡ଼ା ଜିଲ୍ଲା ପଦ୍ମପୁର ବ୍ଳକ ବିଜୁକଲ୍ୟାଣ ମଣ୍ଡପ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀଷ୍ଟି ଉନ୍ନୟନ ଅଧିକାରୀ ସୁଜିତ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଗୁଣୁପୁର ବିଧାୟକ ରଘୁନାଥ ଗମାଙ୍ଗ…
ପୌରସଂସ୍ଥାର ସଫେଇ କର୍ମଚାରୀଙ୍କ ଧର୍ମଘଟ: ଦାବି ପୂରଣ ନହେଲେ ଝାଡୁଛାଡ଼ ଆନ୍ଦୋଳନ ଚେତାବନୀ
ରାୟଗଡ଼ା: ବିଭିନ୍ନ ଦାବି ନେଇ ଆନ୍ଦୋଳନରେ ରହିଛନ୍ତି ରାୟଗଡ଼ା ପୌରସଂସ୍ଥାର ସଫେଇ କର୍ମଚାରୀ। ଫଳରେ ପୌରାଂଚଳର ବିଭିନ୍ନ ୱାର୍ଡରେ କୁଢ଼କୁଢ଼ ଅଳିଆ ଆର୍ବଜନା ମଧ୍ୟରେ ଦିନ କାଟିବାକୁ ପଡୁଛି ୱାର୍ଡବାସୀଙ୍କୁ। ଚଳିତ ବର୍ଷ ପ୍ରାରମ୍ଭରେ ହିଁ ସଫେଇ କର୍ମଚାରୀମାନେ ନିଜର ଦାବି ପୂରଣ ପାଇଁ…