Sign in
Sign in
Recover your password.
A password will be e-mailed to you.
Browsing Category
ସମ୍ବଲପୁର
ବୁର୍ଲା ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍ନୋଲୋଜିର 5T ରେ ହେବ ରୂପାନ୍ତରିକରଣ. ମାଷ୍ଟରପ୍ଲାନ…
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍ନୋଲେଜି (VSSUT)ର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦିତ କରିଛନ୍ତି । 2026ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ…
୩ ସପ୍ତାହ ହେଲା ସ୍ବାମୀ ଫେରାର୍, ଅସହାୟ ଅବସ୍ଥାରେ ପତ୍ନୀ ଓ ୭ ମାସର ଶିଶୁ
ସମ୍ବଲପୁର : ପତ୍ନୀ ଓ ୭ ମାସର ଶିଶୁ କନ୍ୟାକୁ ଅଜଣା ସହରରେ ଏକୁଟିଆ ଛାଡ଼ି ସ୍ବାମୀ ଚାଲିଯିବା ପରେ ଅସହାୟ ହୋଇ ପଡ଼ିଛନ୍ତି ମହିଳା। ଥାନାରେ ଏତଲା ଦେବାର ୧୫ ଦିନରୁ ଅଧିକ ବିତି ଯାଇଥିଲେ ବି ପୁଲିସ୍ ନା’ ସ୍ବାମୀକୁ ଖୋଜି ଆଣିଛି ନା’ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କୁନି…
ସମ୍ବଲପୁର ବିଶ୍ବବିଦ୍ୟାଳୟର ବିବାଦୀୟ କୁଳପତି ପ୍ରଫେସର ସଂଜୀବ ମିତ୍ତଲଙ୍କ ଇସ୍ତଫା ।
ସମ୍ବଲପୁର: ସମ୍ବଲପୁର ବିଶ୍ବବିଦ୍ୟାଳୟର ବିବାଦୀୟ କୁଳପତି ପ୍ରଫେସର ସଂଜୀବ ମିତ୍ତଲଙ୍କ ଯୁଗ ଶେଷ ହୋଇଛି। ବହୁ ବାଦବିବାଦରେ ଛନ୍ଦିହୋଇ ପ୍ରଫେସର ମିତ୍ତଲ ଶେଷରେ ଇସ୍ତଫା ଦେବାକୁ ବାଧ୍ୟ ହୋଇଛନ୍ତି। କୁଳାଧିପତି ତଥା ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କର ଇସ୍ତଫାପତ୍ରକୁ ମଧ୍ୟ…
ନୁଆଁଖାଇରେ ୨ ଦିନ ଛୁଟି ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧି ଦଳନେତା ।
ସମ୍ବଲପୁର: ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୁଆଁଖାଇ ଅବସରରେ ୨ ଦିନ ସରକାରୀ ଛୁଟି ଘୋଷଣା କରାଯିବାକୁ ବିଧାନସଭାରେ ବିରୋଧି ଦଳ ନେତା ଜୟନାରାୟଣ ମିଶ୍ର ଦାବି କରିଛନ୍ତି। ଏହି ମର୍ମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିରୋଧି ଦଳ ନେତା ଶ୍ରୀ ମିଶ୍ର ଶୁକ୍ରବାର ଚିଠି ଲେଖି ଜଣାଇଛନ୍ତି ଯେ…
କୃଷିଭିତ୍ତିକ ଗଣପର୍ବ ନୁଆଁଖାଇ ଉପଲକ୍ଷେ ସ୍ୱତନ୍ତ୍ର ରେଳଗାଡି ଚଳାଇବାକୁ ‘ଜାଗରଣ’ ତରଫରୁ ଦାବି।
ସମ୍ବଲପୁର : ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୁଆଁଖାଇ ଉପଲକ୍ଷେ ସ୍ୱତନ୍ତ୍ର ରେଳଗାଡି ଚଳାଚଳ କରିବାକୁ ରେଳବାଇ ନିକଟରେ ଦାବି କରାଯାଇଛି। ସାମାଜିକ ଅନୁଷ୍ଠାନ ‘ଜାଗରଣ’ ତରଫରୁ ଏକ ପ୍ରତିନିଧି ମଣ୍ଡଳ ସମ୍ବଲପୁର ରେଳ ମଣ୍ଡଳ ପ୍ରବନ୍ଧକ ପ୍ରଦୀପ କୁମାର ଙ୍କୁ ସାକ୍ଷାତକାର କରି ମଙ୍ଗଳବାର…
ବନ୍ୟାର ପ୍ରଖର ସ୍ରୋତରେ ଭାସିଗଲା କାର୍ ୨ ମୃତ ।
ସମ୍ବଲପୁର : ନଦୀର ପ୍ରଖର ସ୍ରୋତରେ ଏକ କାର୍ ଭାସିଗଲା ପରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଗତକାଲି କାର୍ ସମ୍ବଲପୁର ଜିଲ୍ଳା କୁଚିଣ୍ଡା ଥାନା ଫାଶିମାଲ ଲଇଡା ରାସ୍ତା ନକଟିପାଲି ନାଳ ପାର ହେଉଥିବା ସମୟରେ ନକଟିପାଲି ନଦୀରେ ଭାସିଯାଇଥିଲା । ଆଜି କାର୍ ଓ କାରରେ ଥିବା ୨ଜଣଙ୍କ ମୃତଦେହ ଉଦ୍ଧାର…
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି
ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଶୁକ୍ରବାର ଲଗ୍ନ ଧାର୍ଯ୍ୟ ହୋଇଛି। ସେପ୍ଟେମ୍ବର ୧ ତାରିଖ ନୂଆଖାଇରେ ମା’ ସମଲେଶ୍ବରୀଙ୍କଠାରେ ନବାନ୍ନ ଲାଗି ହେବା ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ସକାଳ ୧୦ଟା ୫୬ରୁ ୧୧ଟା ୧୦ ମଧ୍ୟରେ ମା’ଙ୍କୁ ନବାନ୍ନ ଲାଗି ହେବ।