Browsing Category

ସୁବର୍ଣ୍ଣପୁର

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦର୍ଶନ ଯାତ୍ରା :

ସୁବର୍ଣ୍ଣପୁର- ବହୁ ପ୍ରତିକ୍ଷୀତ ପବିତ୍ର ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦର୍ଶନ ଯାତ୍ରା ନିମନ୍ତେ ତା ୩୦/୦୧/୨୪ ରାତ୍ରୀରେ ଜିଲ୍ଲାରୁ ୭୪ ଟି ବସ ଯୋଗେ ସମୁଦାୟ ୩୦୬୭ ଜଣ ଉଭୟ ମହିଳା ଓ ପୁରୁଷ ତୀର୍ଥ ଯାତ୍ରୀ ଙ୍କୁ ନେଇ ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି l ଏହି ଶ୍ରୀମନ୍ଦିର…

ଦିବ୍ୟାଙ୍ଗ ଛାତ୍ରୀ ନମିତା ବାଘ ଙ୍କୁ ଲାବ ଟପ ପ୍ରଦାନ କଲେ ଜିଲ୍ଲାପାଳ :

ସୁବର୍ଣ୍ଣପୁର-ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାଶ ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଅନ୍ତର୍ଗତ ଅମୁଲ୍ୟମଣୀ ରାଣୀପୁର ର ଦିବ୍ୟାଙ୍ଗ ଛାତ୍ରୀ ନମିତା ବାଘ ଙ୍କୁ ଉଚ୍ଚ ଶିକ୍ଷା ନିମନ୍ତେ କାର୍ଯ୍ୟାଳୟ କକ୍ଷ ରେ ଶିକ୍ଷା ସହାୟକ ଉପକରଣ ଲାପଟପ ପ୍ରଦାନ କରିଛନ୍ତି l ଛାତ୍ରୀ…

ଜ଼ିଲ୍ଲା ପ୍ରଶାସନ (ସାମାଜିକ ସୁରକ୍ଷା ବିଭାଗ) ତରଫରୁ ଶାନ୍ତି କୁଟୀର, ସୋନପୁର ଠାରେ ବିଶ୍ୱ କୁଷ୍ଠ ଦିବସ ପାଳନ ା

ସୁବର୍ଣ୍ଣପୁର- ସୁବର୍ଣ୍ଣପୁର ଜ଼ିଲ୍ଲା ପ୍ରଶାସନ (ସାମାଜିକ ସୁରକ୍ଷା ବିଭାଗ) ତରଫରୁ ଶାନ୍ତି କୁଟୀର, ସୋନପୁର ଠାରେ ବିଶ୍ୱ କୁଷ୍ଠ ଦିବସ ପାଳନ ହୋଇଯାଇଛି l ସକାଳୁ ଜ଼ିଲ୍ଲା ପ୍ରଶାସନ ସ୍ୱଚ୍ଛ ଭାରତ ସଂଗଠନ, ସୋନପୁର ଏବଂ ସାମାଜିକ ସୁରକ୍ଷା ବିଭାଗ ର କର୍ମକର୍ତ୍ତା ଙ୍କ ଦ୍ୱାରା ଶାନ୍ତି…

ଆଜି ଯୋଗ ଦେଲେ ସୁବର୍ଣ୍ଣପୁର ନୂତନ ଜିଲ୍ଲାପାଳ ଆଇ ଏ ଏସ ଅନ୍ୟା ଦାଶ- ଜିଲ୍ଲାର ସାମଗ୍ରିକ ବିକାଶ ଉପରେ ଗୁରିତ୍ୱାରୋପ ା

ସୁବର୍ଣ୍ଣପୁର- ସୁବର୍ଣ୍ଣପୁର ଜିଲ୍ଲାପାଳ ଭାବେ ୨୦୧୯ ଵ୍ୟାଚ୍ ର ଆଇଏଏସ ଅଫିସର ଶ୍ରୀମତୀ ଅନ୍ୟା ଦାସ ଆଜି ପୂର୍ବାହ୍ନ ରେ ଯୋଗଦାନ ପୂର୍ବକ କାର୍ଯ୍ୟାଭାର ଗ୍ରହଣ କରିଛନ୍ତି l ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ…

ମହାମହିମ ରାଜ୍ୟପାଳ ରଘୁବର ଦାସଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ା

ସୁବର୍ଣ୍ଣପୁର- ଆଜି ଓଡ଼ିଶାର ମହାମହିମ ରାଜ୍ୟପାଳ ରଘୁବର ଦାସ ସୁବର୍ଣ୍ଣପୁର ଜିଲା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ଲୋକଙ୍କ ସମସ୍ୟା ବିଷୟରେ ପଚାରି ବୁଝିଛନ୍ତି । ଆଜି ପୋଡୋଶି ଜିଲ୍ଲା ବଲାଙ୍ଗିରରୁ ବାହାରି ଜିଲ୍ଲା ସଦର ବ୍ଲକ ହରଡଖୋଲ ପଥପ୍ରାନ୍ତ ସାଧାରଣ ସୁବିଧା…

ସୁବର୍ଣ୍ଣପୁର ଜିଲ୍ଲା ଉଫୁଲା ଗାଁ ରେ ବାଇକ ଦୁର୍ଘଟଣା ରେ ଦୁଇ ମୃତ ା

ସୁବର୍ଣ୍ଣପୁର- ଗତ କାଲି ବିଳମ୍ୱିତ ରାତିରେ ଏକ ବାଇକ୍ ଦୁର୍ଘଟଣାରେ ଚାଲିଗଲା ୨ ଜୀବନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଉଫୁଲାରେ ବିଦ୍ୟୁତ୍ ଖୁଣ୍ଟରେ ବାଇକ୍ ପିଟିଥିବା ସୂଚନା । ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ । ମୃତକ ଦ୍ବୟ ହେଲେ କମୀରା ଗାଁ ର ସମ୍ବିତ ପଧାନ ଓ ବୁଠୀପଦର ଗାଁ…

ସୁବର୍ଣ୍ଣପୁର ସଚେତନ ନାଗରିକମଞ୍ଚ ପକ୍ଷରୁ ମହାମହିମ ରାଜ୍ୟପାଳଙ୍କୁ ସାକ୍ଷାତ ା

 ସୁବର୍ଣ୍ଣପୁର-ମହାମହିମ ରାଜ୍ୟପାଳ ଶ୍ରୀଯୁକ୍ତ ରଘୁବର ଦାସ ଆଜି ସୁବର୍ଣ୍ଣପୁର ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି ଜିଲ୍ଲାର ବିଭିନ୍ନ ସ୍ଥାନ ଗସ୍ତ କରି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ ା ଏହି ଅବସର ରେ ସୋନପୁର ସଚେତନ ନାଗରିକ ମଞ୍ଚର କର୍ମକର୍ତ୍ତା ବୃନ୍ଦ ସର୍କିଟହାଉସ୍ ରେ ମହାମହିମ…

ନାଟ୍ ର ଦ୍ୱିବାର୍ଷିକ ସାଧାରଣ ପରିଷଦ ବୈଠକ ଓ କର୍ମକର୍ତ୍ତା ନିର୍ବାଚ଼ନ ଅନୁଷ୍ଠିତ – ପ୍ରଦ୍ୟୁମ୍ନ କାର୍ଯ୍ୟକାରୀ…

ସୁବର୍ଣ୍ଣପୁର- ନାଟକ, ସାହିତ୍ୟ ଓ ସମାଜସେବା ପାଇଁ ସମର୍ପିତ ସୁବର୍ଣ୍ଣପୁରର ଅନୁଷ୍ଠାନ ନୋଡ଼ାଲ ଏସୋସିଏସନ ଫର୍ ଏମେଚ୍ୟେର ଥିଏଟର (ନାଟ)ର ଦ୍ୱିବାର୍ଷିକ ସାଧାରଣ ପରିଷଦ ବୈଠକ ସ୍ଥାନୀୟ ସରକାରୀ ନର୍ସରୀ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନାଟର ବିଗତ ଦିନଗୁଡ଼ିକରେ ଅନୁଷ୍ଠିତ…

କୋଶଳ ସାହିତ୍ୟ ଏକାଡେମୀ ତରଫରୁ ତରଭାର ବାଟେଘାଟେ କାର୍ଯ୍ୟକ୍ରମ ଅନୁଷ୍ଠିତ

ତରଭା,ତା ୨୭/୦୧ : ସ୍ଥାନୀୟ ସାରସ୍ବତ ଅନୁଷ୍ଠାନ କୋଶଳ ସାହିତ୍ୟ ଏକାଡେମୀ ତରଫରୁ ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ତରଭାର ବାଟେଘାଟେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। କୋସଲୀ ଭାଷାର ଭବିଷ୍ୟତ ଶୀର୍ଷକ ଆଲୋଚନାଚକ୍ର ପ୍ରାରମ୍ଭରେ ଶିଶୁପାଳ…

ସୁବର୍ଣ୍ଣପୁର ଜିଲ୍ଲା ରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ା

ସୁବର୍ଣ୍ଣପୁର-ସୁବର୍ଣ୍ଣପରୁ ଜିଲ୍ଲା ରାମେଶ୍ବର ଷ୍ଟାଡିୟମ ଠାରେ ୭୫ ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି।ଏହି ଅବସରରେ ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ…