ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖପ୍ରକାଶ

ଭୁବନେଶ୍ୱର : ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ଶନିବାର ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ। ସ୍ଥାନୀୟ ପ୍ରଶାସନ ସହିତ ସମନ୍ୱୟ ରକ୍ଷା ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପାର୍ଥିବ ଶରୀରକୁ ସସମ୍ମାନେ ଓଡ଼ିଶା ଫେରାଇ ଆଣିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି।

Comments are closed.