ଭୁବନେଶ୍ଵର: ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୬ରେ ଭାଗ ନେଇଥିବା ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ଓଡ଼ିଶାର ତପନ ମହାନ୍ତି, ତପେଶ୍ବରନାଥ ଦାସ, ପ୍ରଣତୀ ନାୟକ, ଦୀନେଶ କୁମାର ଏବଂ ଅନିମେଶ କୁଜୁରଙ୍କୁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଭାବେ ଶୁଭେଚ୍ଛା ଜଣାଇଛନ୍ତି। ଏହି କ୍ରୀଡ଼ାବିତମାନେ ଦେଶପାଇଁ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।
Comments are closed.