କଟକ : କଟକ ଲିଙ୍କରୋଡ ଏଲଆଇସି ଅଫିସରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିଶମବାହିନୀ ପକ୍ଷରୁ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ସୋମବାର ପୁରୀ ବସଷ୍ଟାଣ୍ଡରେ ଅଗ୍ନିକାଣ୍ଡ ଘଟିଥିଲା । ବସଷ୍ଟାଣ୍ଡରେ ଯାତ୍ରୀବାହୀ ବସ୍ ହୁତ୍ ହୁତ୍ ହୋଇ ଜଳିଉଠିଥିଲା। ଗୋଟିଏ ବସରୁ ଅନ୍ୟ ବସ୍ କୁ ବ୍ୟାପିବା ପୂର୍ବରୁ ନିଆଁ ଆୟତ୍ତ କଲା ଅଗ୍ନିଶମ ବିଭାଗ । ସୌଭାଗ୍ୟବଶତଃ ଅଗ୍ନିକାଣ୍ଡରେ କାହାର କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଥିଲା।
Comments are closed.