୧୦ ଜିଲ୍ଲାରେ ହେବ ଘନ କୁହୁଡ଼ି

ଭୁବନେଶ୍ବର : ୧୬ ଓ ୧୭ ତାରିଖରେ ଉପକୂଳବର୍ତ୍ତୀ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ୧୬ ତାରିଖରେ କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଖୋର୍ଦ୍ଧା ଓ ଢେଙ୍କାନାଳ ଏବଂ ୧୭ ତାରିଖ ଭୋର ସମୟରେ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ। ତେଣୁ ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ଉକ୍ତ ସମସ୍ତ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।ଭୁବନେଶ୍ବର : ୧୬ ଓ ୧୭ ତାରିଖରେ ଉପକୂଳବର୍ତ୍ତୀ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ୧୬ ତାରିଖରେ କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଖୋର୍ଦ୍ଧା ଓ ଢେଙ୍କାନାଳ ଏବଂ ୧୭ ତାରିଖ ଭୋର ସମୟରେ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ। ତେଣୁ ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ଉକ୍ତ ସମସ୍ତ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Comments are closed.