IDCO ସହକାରୀ ନିର୍ଦ୍ଦେଶକ ମନୋଜ ଲେଙ୍କାଙ୍କ ଘରେ ଭିଜିଲାନ୍ସ ଚଢାଉ

ଆୟ ବହିର୍ଭୁତ ସଂମ୍ପତ୍ତି ଠୁଳ ଅଭିଯୋଗରେ IDCO ସହକାରୀ ନିର୍ଦ୍ଦେଶକ ମନୋଜ କୁମାର ଲେଙ୍କାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଅଭିଯୁକ୍ତ ଲେଙ୍କାଙ୍କ ଭୁବନେଶ୍ବର ସମେତ ଖୋର୍ଦ୍ଧା, ପୁରୀ ଏବଂ କେନ୍ଦ୍ରାପଡାରେ ଓ ପଟ୍ଟାମୁଣ୍ଡାଇର ବେଲତଳ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢାଉ ଚାଲିଛି ।

Comments are closed.