IFS ସଂଗ୍ରାମ ବେହେରା ସସପେଣ୍ଡ

ଭୁବନେଶ୍ୱର: ନିଲମ୍ବିତ ହେଲେ IFS ସଂଗ୍ରାମ ବେହେରା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ତାଙ୍କୁ ନିଲମ୍ବିତ କରାଯାଇଛି।
ପାରଳାଖେମୁଣ୍ଡିରେ ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତତ୍କାଳୀନ DFO ସଂଗ୍ରାମ ବେହେରାଙ୍କ ସଂପୃକ୍ତି ନେଇ ଅଭିଯୋଗ ଆଣିଥିଲେ ପରିବାର ଲୋକେ। ଦୀର୍ଘଦିନ ଫେରାର ରହିବା ପରେ ସେ କୋର୍ଟଙ୍କ ନିର୍ଦ୍ଦେଶରେ ଆତ୍ମସମର୍ପଣ କରିଥିଲେ। ଏହାପରେ ତାଙ୍କୁ ଗିରଫ କରାଯାଇ ଜେଲ୍ ହାଜତକୁ ପଠାଇ ଦିଆଯାଇଛି।

Comments are closed.