ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ଵପୂର୍ଣ୍ଣ ବୈଠକ।

0

ଭୁବନେଶ୍ଵର : ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗର ଆଲୋଚନା ନେଇ ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ଵପୂର୍ଣ୍ଣ ବୈଠକ।  ଏହି ବୈଠକ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ​‌ହେବା ନେଇ ସୂଚନା ମିଳିଛି। ଏହି ବୈଠକରେ ବିଧାୟକ ଓ ମନ୍ତ୍ରୀ ରହିବା ନେଇ ଜଣାପଡିଛି। ସୃତ୍ରରୁ ଜଣାପଡିଛି ଯେ ବିଜେପି ଆଜି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିବାର ସମ୍ଭାବନା ରହିଛି।

Leave A Reply

Your email address will not be published.