ଭଦ୍ରକ:ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲା ପ୍ରଶାସନ ଆଜି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ଘୋଷଣା କରିଛି। ଜିଲ୍ଲାପାଳଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶ ଅନୁଯାୟୀ, ବର୍ଷା ଓ ବନ୍ୟା ପରିସ୍ଥିତି ଯୋଗୁଁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ଏହି ପଦକ୍ଷେପ ନିଆଯାଇଛି। ଫଳରେ ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଏବଂ ଅଙ୍ଗନବାଡି କେନ୍ଦ୍ର ଆଜି ବନ୍ଦ ରହିବ।
Sign in
Sign in
Recover your password.
A password will be e-mailed to you.