ମାର୍ଚ୍ଚ ୭ରେ ଓଡ଼ିଶା ଆସିବେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ

0

କଟକ :  ଆସନ୍ତା ମାସ ଓଡ଼ିଶା ଆସିବେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ । ମାର୍ଚ୍ଚ ୭ରେ ଅମିତ ଶାହ ଓଡ଼ିଶା ଆସିବେ ବୋଲି ସୂଚନା ମିଳିଛି । ଦୁଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବାକୁ ଓଡ଼ିଶା ଆସିବେ । କଟକ ମୁଣ୍ଡଳି ଯାଇ ସିଆରପିଏଫ୍‌ ପ୍ରତିଷ୍ଠା ଦିବସରେ ଯୋଗ ଦେବେ । ଏହାସହିତ ନକ୍ସଲ ଦମନ ଓ ଭାରତୀୟ ନ୍ୟାୟ ସଂହିତାର ସମୀକ୍ଷା କରିପାରନ୍ତି ଅମିତ ଶା

Leave A Reply

Your email address will not be published.