ଝାରସୁଗୁଡ଼ାରେ ଗ୍ରେନ୍ ଏଟିଏମ୍ ଉଦଘାଟନ କରିବେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଆଜି ଝାରସୁଗୁଡ଼ା ଗସ୍ତରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

0

ଝାରସୁଗୁଡ଼ା : ଆଜି ଝାରସୁଗୁଡ଼ା ଗସ୍ତରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର   ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ବୈଷୟିକ (ପ୍ରଯୁକ୍ତି) ବିଭାଗର ମାନ୍ୟବର କ୍ୟାବିନେଟ୍ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ପାତ୍ର ଆଜି  ମଙ୍ଗଳ ବଜାରସ୍ଥିତ ସାଟେଲାଇଟ୍ ହସ୍ପିଟାଲ ପ୍ରାଙ୍ଗଣରେ ଥିବା ନବ ନିର୍ମିତ ଗ୍ରେନ୍ ଏଟିଏମ୍ ( Grain ATM) ର ଶୁଭ ଉଦଘାଟନ ଅବସରରେ ଯୋଗଦେବେ ।

ଏହି ଅବସରରେ ମାନ୍ୟବର ସାଂସଦ ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତ, ମାନ୍ୟବର ବିଧାୟକ ଶ୍ରୀ ଟଙ୍କଧର ତ୍ରିପାଠୀ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.