ମୃତକଙ୍କ ପରିବାରକୁ ୧ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

ଢେଙ୍କାନାଳ : କାମାକ୍ଷାନଗର ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକ ଚପାରେ ୫ ମୃତ । ମୃତକଙ୍କ ପରିବାରକୁ ୧ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ସହାୟତା ନେଇ ମନ୍ତ୍ରୀ ପ୍ରଫୁଲ ମଲ୍ଲିକଙ୍କ ସୂଚନା , ମୃତକଙ୍କ ପରିବାରକୁ ଆଉ ୨୦,୦୦୦ ଟଙ୍କା ଜିଲ୍ଲା ରେଡକ୍ରସ ଫଣ୍ଡରୁ ମିଳିବ ।

Comments are closed.